-+91-9937148622 |

prerana_bgr@rediffmail.com |

  Friday 1st May 2026 |

| | | |

R.N.I. Regd No. ODIODI/2010/46693

Breaking News

ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   (30-Apr-2026)       ||      ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   (30-Apr-2026)       ||      ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   (30-Apr-2026)       ||      ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   (30-Apr-2026)       ||      ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   (30-Apr-2026)       ||      ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   (30-Apr-2026)       ||      ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   (30-Apr-2026)       ||      କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା    (30-Apr-2026)       ||      ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ    (30-Apr-2026)       ||      କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   (30-Apr-2026)       ||      ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   (30-Apr-2026)       ||      ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ    (30-Apr-2026)       ||      ବ୍ରାହ୍ମଣୀପାଲିରେ ଟ୍ରାନ୍ସଫର୍ମର ପୋଡିଲା,ଚାଷୀଙ୍କ ଧାନ ମରିବା ଆଶଂକା   (30-Apr-2026)       ||      *ବରଗଡ଼ ଜିଲ୍ଲାରେ ବିଭିନ୍ନ ଜନ କଲ୍ୟାଣ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ଅନୁଷ୍ଠିତ*   (30-Apr-2026)       ||      ନୃସିଂହନାଥ ଯାତ୍ରାରେ ଭାରତୀୟ କିସାନ ସଂଘ, ପାଇକମାଳ ବ୍ଲକ ଦ୍ୱାରା ଜଳଛତ୍ର ସେବା   (30-Apr-2026)       ||      କଳାହାଣ୍ଡି: ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଦୋଷୀ ସାବ୍ୟସ୍ତ ହେଲେ ତହସିଲ ଅଫିସ ର ସିନିୟର କ୍ଲର୍କ    (30-Apr-2026)       ||      ଗଞେଇ ଜବତ, ଚାଲାଣକାରୀ ଗିରଫ   (30-Apr-2026)       ||      ପରିକ୍ଷିତ ଟାଇଗର କଲେଜ ର ୧୩ ତମ ବାର୍ଷିକ ଉତ୍ସବ ପାଳିତ   (30-Apr-2026)       ||      ଓଏସଏପି ଷଷ୍ଠ ବାଟାଲିଅନରେ ଯୁବକ ଯୁବତୀଙ୍କୁ ନେଇ ଗଣ୍ଡଗୋଳ   (30-Apr-2026)       ||      ଜି.ସି.କଲେଜରେ ଗୋପବନ୍ଧୁ ଚୌଧୁରୀଙ୍କ ୬୮ ତମ ଶ୍ରାଦ୍ଧ ଦିବସ ପାଳିତ   (30-Apr-2026)       ||     

HOME   ଜିଲ୍ଲା

ମାୟାବର୍ହା ସ୍କୁଲ ରେ ୭୮ ତମ ସ୍ବାଧିନତା ଦିବସ ପାଳିତ

15-Aug-2024



ଡୁଙ୍ଗୁରିପାଲି, ତା,୧୫/୮-(ପ୍ରେରଣା ଖବର): ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ମାୟାବର୍ହା ଗ୍ରାମର ନୋଡାଲ ଅପର ପ୍ରାଇମେରୀ,କେଜିବିଭି ଓ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟରେ ମିଳିତ ଭାବରେ ସ୍କୁଲ ପ୍ରାଙ୍ଗଣ ରେ ୭୮ତମ ସ୍ବାଧିନତା ଦିବସ ପାଳିତ ହୋଇଯାଇଛି। ନୋଡାଲ ଅପର ପ୍ରାଇମେରୀ ସ୍କୁଲର ପ୍ରଧାନଶିକ୍ଷୟିତ୍ରୀ ମୌନାବତୀ ଜାଲ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ  ଓ   ନିଜ ବକ୍ତବ୍ୟ ରେ ବାପୁଜୀ ଙ୍କ ସମେତ ସମସ୍ତ ସ୍ଵାଧୀନତା ସଂଗ୍ରାମୀଙ୍କ ଦେଶ ପାଇଁ ଥିବା ସମର୍ପଣ ମନୋଭାବ କୁ ମନେପକାଇ ଛାତ୍ରଛାତ୍ରୀ ମାନେ ଜୀବନରେ କାର୍ଯ୍ୟ କରିବାକୁ ଆହ୍ବାନ ଦେଇଥିଲେ। ହାଇସ୍କୁଲ ର ପ୍ରଧାନଶିକ୍ଷକ ରବିଚନ୍ଦ୍ର ପଶାୟତ ଏକବିଂଶ ଯୁଗରେ ଭାରତକୁ ସ୍କିଲ ଓ ବିକଶିତ ଭାରତ ପାଇଁ ଥିବା ଥିବା ଆହ୍ୱାନ କୁ ଛାତ୍ରଛାତ୍ରୀ ମାନେ କିଭଳି ହୃଦୟଙ୍ଗମ କରିବେ ଓ କୁଶଳୀ ହେବେ ସେ ବିଷୟରେ  ମତବ୍ୟକ୍ତ କରିଥିଲେ। ଖେଳ ଶିକ୍ଷକ ଚୈତନ୍ୟ ବାରିକ ଓ ବରିଷ୍ଠ ଶିକ୍ଷକ ତଥା ସ୍କାଉଟ ମାଷ୍ଟର ଦୀନବନ୍ଧୁ ପ୍ରଧାନ ଉଭୟ ପ୍ୟାରେଡ ଓ ଗ୍ରାମ୍ୟ ପରିକ୍ରମା କୁ ପରିଚାଳନା କରିଥିଲେ।   ଆର୍ଟ ଶିକ୍ଷକ ଅବିନାଶ ମହାପାତ୍ର ଓ ୱାର୍ଡେନ ଚନ୍ଦ୍ରମା ମହାପାତ୍ର ଆୟୋଜିତ ହୋଇଥିବା ସାଂସ୍କୃତିକ କାର୍ଯକ୍ରମ କୁ ସଂଯୋଜନା କରିଥିଲେ। ଜୁନିୟର ରେଡ଼କ୍ରସ୍ ୟୁନିଟ ର ସ୍ବେଚ୍ଛାସେବୀ, ଶହୀଦ ଭଗତ ସିଂହ ସ୍କାଉଟ ର ସଦସ୍ୟ ତଥା  ଉଭୟ ସ୍କୁଲ ର ଶତାଧିକ ଛାତ୍ରଛାତ୍ରୀ ଆଜିର କାର୍ଯ୍ୟକ୍ରମରେ ଯୋଗଦେଇ ସ୍ଵାଧୀନତା ଦିବସକୁ ସ୍ମରଣୀୟ କରିଥିଲେ।

ଅଙ୍ଗନୱାଡି କର୍ମୀ ବହ୍ଲବୀ ବନଛୋର ଙ୍କ ନେତୃତ୍ୱରେ ଡୁଙ୍ଗୁରିପାଲି ବ୍ଲକ ସ୍ତରୀୟ କାର୍ଯ୍ୟକ୍ରମରେ ମାୟାବର୍ହା ଅଙ୍ଗନୱାଡ଼ି ତରଫରୁ ଯୋଗଦେଇଥିବା ଛାତ୍ରୀ ପ୍ରିୟା ଏବଂ ଆଦ୍ୟା ଙ୍କୁ ସାଂସ୍କୃତିକ କାର୍ଯ୍ୟକ୍ରମ ପ୍ରଦର୍ଶନ ନିମନ୍ତେ ପୁରସ୍କୃତ କରାଯାଇଥିବାରୁ ସମସ୍ତେ ବଖୁସି ପ୍ରକାଶ କରିଥିଲେ। ଶିକ୍ଷକ ନନ୍ଦିଘୋଷ ବାରିକ, ମନୋଜ କୁମାର ପୂଜାରୀ, ନରେନ୍ଦ୍ର ସାହୁ, ସଞ୍ଜୀବ କୁମାର ପୂଜାରୀ, ସଦାନନ୍ଦ ପଧାନ, ସୁଶୀଲ ସାହୁ, ବିନୋଦ କୁମାର ବେହେରା, ରାଜଲକ୍ଷ୍ମୀ ନାଥ ସାହାଦେଓ, ତୋଷମତୀ ସେଠ, କିରଣ, ଲିପି, ମିନକେତନ, ବିଭୀଷଣ, ସୁରଜ୍ ଓ ଗୋପାଳ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   30-Apr-2026
  ଜିଲ୍ଲା  
ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   30-Apr-2026
  ଜିଲ୍ଲା  
ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   30-Apr-2026
  ଜିଲ୍ଲା  
ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   30-Apr-2026
  ଜିଲ୍ଲା  
ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   30-Apr-2026
  ରାଜ୍ୟ  
ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   30-Apr-2026
  ଜିଲ୍ଲା  
ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   30-Apr-2026
  ଜିଲ୍ଲା  
କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା   30-Apr-2026
  ଜିଲ୍ଲା  
ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ   30-Apr-2026
  ରାଜ୍ୟ  
କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   30-Apr-2026
  ଜିଲ୍ଲା  
ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   30-Apr-2026
  ଜିଲ୍ଲା  
ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ   30-Apr-2026

You Might Also Like