-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ସ୍ବାଧୀନତା ଦିବସ ଉପଲକ୍ଷେ ମାହେଶ୍ୱରୀ ସଂଗଠନ ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ

15-Aug-2024



ପାଟଣାଗଡ଼ (ପୁର୍ଣ୍ଣ ଶଶୀ ଶେଖର ରାଓ) ବଲାଙ୍ଗିର ଜିଲ୍ଲା ବେଲପଡା ବ୍ଳକ ମାହେଶ୍ୱରୀ ସେନା ପକ୍ଷରୁ ବେଲପଡା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଠାରେ ଆଜି ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା। ଉକ୍ତ ଶିବିର ରେ ମୂଖ୍ୟ ଅତିଥି ଭାବେ ଥାନା ଅଧିକାରୀ ଅନନ୍ତ ପ୍ରଧାନ ଯୋଗଦାନ କରି ଫିତା କାଟି କାର୍ଯ୍ୟ ର ଶୁଭାରମ୍ଭ କରିଥିଲେ। ସମ୍ମାନୀତ ଅତିଥି ଭାବେ ବେଲପଡା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିକାରୀ ଡ଼ଃ ରବିନ୍ଦ୍ର ମେହେର, ବେଲପଡା ତହସିଲଦାର ଜ୍ଞାନ ରଞ୍ଜନ ମାଝୀ, ଓକିଲ ଗୁଣନିଧି ଦନ୍ତା, ଅଧ୍ୟାପକ ମନୋଜ ମହାଖୁଡ, ସମାଜସେବୀ କନ୍ଦର୍ପ ଦନ୍ତା ଉପସ୍ଥିତ ରହି ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ। ସର୍ବ ପ୍ରଥମେ ଥାନା ଅଧିକାରୀ ଅନନ୍ତ ମାନବିକତା ର ପରିଚୟ ଦେଇ ରକ୍ତଦାନ କରିଥିଲେ ପରେ ଥାନା ର ଏ,ଏସ,ଆଇ ଭଜମନ ବିଶି ରକ୍ତଦାନ କରିଥିଲେ  ଏବଂ ଅନ୍ୟାନ୍ୟ ରକ୍ତଦାତା ମାନେ ରକ୍ତଦାନ କରିଥିବା ବେଳେ ସମୁଦାୟ ୪୨ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ  ପାଟଣାଗଡ଼ ରକ୍ତଭଣ୍ଡାର ର କର୍ମଚାରୀ ଏବଂ ବେଲପଡା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ର  କର୍ମଚାରୀ ଉପସ୍ଥିତ ରହି ସହଯୋଗ କରିଥିଲେ।ମହାଶ୍ବରୀ ସେନା ର ସଭାପତି ପ୍ରଶାନ୍ତ ଡାଙ୍ଗ, ସମ୍ପାଦକ ଭାଗବତ ଦନ୍ତା ଓ ସେନା ର ଅନ୍ୟାନ୍ୟ ସଦସ୍ୟ ସୁରେଶ ଡାଙ୍ଗ, ରୁକ୍ମଣ ଦନ୍ତା,ଶିବ ଡାଙ୍ଗ, ପ୍ରଦ୍ୟୁମ୍ନ ଖେତି, ଯଦୁମଣି ମହାଖୁଡ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ। ମାହେଶ୍ୱରୀ ସେନା ସବୁ ବେଳେ ଗରିବ ଅସହାୟ ଙ୍କ ପାଇଁ କାର୍ଯ୍ୟ କରିଆସୁଥିବା ବେଳେ ତାଙ୍କୁ ମୁଖ୍ୟ ଅତିଥି ଅନନ୍ତ ପ୍ରଧାନ ଆନ୍ତରିକତା ସହ ଧନ୍ୟବାଦ ଜ୍ଞାପନ କରିଥିଲେ। ଏଭଳି ମହତ୍ କାର୍ଯ୍ୟ ସଦା ସର୍ବଦା ବଜାୟ ରଖିବାକୁ ଥାନା ଅଧିକାରୀ ଅନନ୍ତ ପ୍ରଧାନ ପ୍ରେରଣା ଦେଇଛନ୍ତି। ପ୍ରତ୍ୟେକ ରକ୍ତଦାତାଙ୍କୁ ମାହେଶ୍ୱରୀ ସେନା  ଗୋଟିଏ ଲେଖାଏଁ ମାନପତ୍ର ପ୍ରଦାନ କରିଥିବା ଜଣାପଡିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like