-+91-9937148622 |

prerana_bgr@rediffmail.com |

  Friday 28th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   (27-Aug-2026)       ||      *ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   (27-Aug-2026)       ||      ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   (27-Aug-2026)       ||      ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   (27-Aug-2026)       ||      ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   (27-Aug-2026)       ||      ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   (27-Aug-2026)       ||      ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   (27-Aug-2026)       ||      ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   (26-Aug-2026)       ||      ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   (26-Aug-2026)       ||      କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||      ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||      *ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   (26-Aug-2026)       ||      ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା    (26-Aug-2026)       ||     

HOME   ମନୋରଞ୍ଜନ

ବଲିଉଡ୍‌ ଜଗତରେ ପୁଣି ପାଦ ରଖିବେ ରିୟା ଚକ୍ରବର୍ତ୍ତୀ, ନୂଆ ବର୍ଷରେ ରିୟାଙ୍କ ପ୍ରୋଜେକ୍ଟ ଆରମ୍ଭ ହେବ ବୋଲି ଲୋକପ୍ରିୟ ଲେଖକ-ନିର୍ଦ୍ଦେଶକ ରୁମି ଜାଫ୍‌ରେ ଗଣମାଧ୍ୟମକୁ କହିଛନ୍ତି

31-Dec-2020



ମୁମ୍ବାଇ/ଭୁବନେଶ୍ୱର,(ପ୍ରେରଣା ଖବର ବ୍ୟୁରୋ) : ବଲିଉଡ୍‌କୁ ପୁଣି ଫେରିବେ ରିୟା । ବଲିଉଡ୍‌ ଦୁନିଆର ଚର୍ଚ୍ଚିତ ନାୟିକା ରିୟା ଚକ୍ରବର୍ତ୍ତୀ ବଲିଉଡ୍‌କୁ କମ୍‌ବ୍ୟାକ୍ କରିବେ । ଏକଥା କହିଛନ୍ତି ଲୋକପ୍ରିୟ ଲେଖକ-ନିର୍ଦ୍ଦେଶକ ରୁମି ଜାଫ୍‌ରେ । ସେ ଗଣମାଧ୍ୟକୁ ସାକ୍ଷାତକାର ଦେବା ଅବସରରେ କହିଛନ୍ତି ଯେ ‘ଆସନ୍ତା ବର୍ଷ ଖୁବ୍ ଶୀଘ୍ର ତାଙ୍କ ପ୍ରୋଜେକ୍ଟ ଆରମ୍ଭ କରିବେ । ଏ ନେଇ ମୁଁ ତାଙ୍କୁ ଭେଟିଥିଲି । ସେ ଆଗରୁ ପ୍ରତ୍ୟାହାର କରିନେଇଥିଲେ ଓ ଛାଡ଼ିଦେଇଥିଲେ । ସେ ମୋ ସହିତ ଅଧିକ ଆଲୋଚନା କରିନଥିଲେ। ସେ ଯେଉଁ ବାଟ ଦେଇଯାଇଛନ୍ତି, ଆମେ ତାଙ୍କୁ ନିନ୍ଦା କରିପାରିବା ନାହିଁ । ସବୁ କିଛି ସ୍ଥିର ହୋଇଯାଉ । ଏ ବିଷୟରେ ରିୟା ଅଧିକ ସୂଚନା ଦେବେ ବୋଲି ରୁମି କହିଛନ୍ତି ।

ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ଛନ୍ଦି ହୋଇପଡ଼ିଛନ୍ତି ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀ । ଗତ ଜୁନ ୧୪ରେ ମୁମ୍ବାଇ ସ୍ଥିତ ବାସଭବନରେ ସୁଶାନ୍ତଙ୍କ ମୃତଦେହ ମିଳିଥିଲା । ଏହାପରେ ରିୟାଙ୍କ ଆଡ଼କୁ ଅଙ୍ଗୁଳି ଉଠିଥିଲା । ତେବେ ଏହି ମାମଲାର ତଦନ୍ତ ମୁମ୍ବାଇ ପୋଲିସ୍ କରୁଥିବା ବେଳେ  ପରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଏହାର ତଦନ୍ତ ଭାର କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ସିବିଆଇକୁ ଦେଇଥିଲେ ।
ପରେ ରିଆଙ୍କ ଡ୍ରଗ୍ସ ଲିଙ୍କ ଥିବା ଜଣାପଡ଼ିବା ପରେ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନସିବି) ନିଜ ହେପାଜତକୁ ନେଇଥିଲା । ପରେ ଡ୍ରଗ୍ସ ତଥା ନିଶା କାରବାର ଓ ସୁଶାନ୍ତଙ୍କୁ ନିଶା ଦେବା ଅଭିଯୋଗରେ ଗତ ସେପ୍ଟେମ୍ବର ୮ରେ NCB ଦ୍ୱାରା ଗିରଫ ହୋଇଥିଲେ ରିୟା । ଗତ ମାସରେ ରିୟାଙ୍କୁ ଜାମିନ ମିଳିବା ପରେ ସେ ବାଇକୁଲା ଜେଲ୍‌ରୁ ମୁକୁଳିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   27-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   27-Aug-2026
  ଜିଲ୍ଲା  
ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   27-Aug-2026
  ଜିଲ୍ଲା  
ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   27-Aug-2026
  ଜିଲ୍ଲା  
ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ଜିଲ୍ଲା  
ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   27-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   27-Aug-2026
  ଜିଲ୍ଲା  
ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   27-Aug-2026
  ଜିଲ୍ଲା  
ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   26-Aug-2026
  ଜିଲ୍ଲା  
ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   26-Aug-2026

You Might Also Like

  ମନୋରଞ୍ଜନ  

Jj

               
  ମନୋରଞ୍ଜନ  

Nnm