-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

୭୮ତମ ସ୍ୱାଧୀନତା ଦିବସ ପାଳନ ସହ ଶ୍ରୀ ଅରବିନ୍ଦ ପାଠଚକ୍ର ବିଜେପୁର ଠାରେ ପ୍ରଭୁ ଶ୍ରୀ ଅରବିନ୍ଦଙ୍କର ୧୫୨ତମ ଜନ୍ମ ଜୟନ୍ତୀ ଅନୁଷ୍ଠିତ

16-Aug-2024



ବରଗଡ଼/ବିଜେପୁର(ନିରଞ୍ଜନ ତ୍ରିପାଠୀ)- ବରଗଡ ଜିଲ୍ଲା ବିଜେପୁର ସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ଠାରେ ଶ୍ରୀ ଅରବିନ୍ଦ ପାଠଚକ୍ର ଓ ପରମପ୍ରଭୁ ଶ୍ରୀ ଅରବିନ୍ଦ ଙ୍କ ୧୫୨ତମ ଜନ୍ମ ଜୟନ୍ତୀ ମହା ସମାରୋହରେ ପାଳିତ ହୋଇଯାଇଛି। ସକାଳ ୮ ଘଟିକା ସମୟରେ ସ୍ଥାନୀୟ ଅମୃତଧାରା ନର୍ସିଂ ହୋମର ମୁଖ୍ୟ ପରିଚାଳକ ଶ୍ରୀଯୁକ୍ତ ଯଶୋବନ୍ତ ମେହେର ମୁଖ୍ୟ ଅତିଥି ଭାବେ ଯୋଗଦାନ କରି  ଜାତୀୟ ପତାକା ଏବଂ ମାତୃ ପତାକା ଉତ୍ତୋଳନ କରିଥିଲେ। ଏହାପରେ ଶ୍ରୀଯୁକ୍ତ ମେହେର ଆୟୋଜିତ ଶ୍ରୀ ଅରବିନ୍ଦ ଙ୍କ ଜୀବନୀ ସମ୍ବନ୍ଧୀୟ ଫଟୋ ପ୍ରଦର୍ଶନୀ କୁ ଉଦଘାଟନ କରିଥିଲେ। ଅପରାହ୍ନ ୩ ଘଟିକା ସମୟରେ ଶ୍ରୀ ଲୋକନାଥ ମେହେରଙ୍କ ସଭାପତିତ୍ବରେ ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା।ମୁଖ୍ୟ ଅତିଥି ଭାବେ ବିଜେପୁର ନିର୍ବାଚନ ମଣ୍ଡଳୀର ମାନ୍ୟବର ବିଧାୟକ ଶ୍ରୀମାନ ସନତ କୁମାର ଗଡତୀୟା ଯୋଗଦାନ କରି ଶ୍ରୀ ଅରବିନ୍ଦ ଙ୍କ ଆଦର୍ଶରେ ଅନୁପ୍ରାଣୀତ ହେବା ଉଚିତ ବୋଲି ମତବ୍ୟକ୍ତ କରିଥିଲେ। ମୁଖ୍ୟବକ୍ତା ଭାବେ ପାର୍ବତୀ ଗିରି ମହିଳା ମହାବିଦ୍ୟାଳୟ ବରଗଡ଼ର ଇତିହାସ ବିଭାଗର ପ୍ରଫେସର ଶ୍ରୀଯୁକ୍ତ ରାଧାକାନ୍ତ ମିଶ୍ର ଶ୍ରୀ ଅରବିନ୍ଦ ଙ୍କ ବହୁମୁଖି ପ୍ରତିଭା ସମ୍ବନ୍ଧରେ ଆଲୋକପାତ କରିଥିଲେ। ସମ୍ମାନୀତ ଅତିଥି ଭାବେ ବିଜେପୁର ମହାବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରଦୀପ କୁମାର ମିଶ୍ର ପୂର୍ଣ୍ଣାଙ୍ଗ ଯୋଗ ଓ ଶିକ୍ଷା ଉପରେ ନିଜସ୍ଵ ବକ୍ତବ୍ୟ ପ୍ରଦାନ କରିଥିଲେ। ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରର ସମ୍ପାଦକ ଦେବାର୍ଚ୍ଚନ ସାହୁ ବିବରଣୀ ପଠନ କରିଥିଲେ। ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରରେ ଅଧ୍ୟୟନରତ ଛାତ୍ରୀମାନେ ମାତୃ ସଂଗୀତ ପରିବେଷଣ କରିଥିଲେ। ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର କୋଷାଧ୍ୟକ୍ଷ ସୁଶ୍ରୀ ପ୍ରତୀମା ଗୁରୁ କାର୍ଯ୍ୟକ୍ରମର ପରିଚାଳନା କରିଥିବା ବେଳେ ସହକାରୀ ଶିକ୍ଷକ ଶ୍ରୀ ମଧୁ ମହାପାତ୍ର କୃତଜ୍ଞତା ଜ୍ଞାପନ କରିଥିଲେ। ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଅଧ୍ୟକ୍ଷ ଶ୍ରୀଯୁକ୍ତ ବଳରାମ ସାହା ଓ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ବୃନ୍ଦ କାର୍ଯ୍ୟକ୍ରମରେ ସମ୍ପୂର୍ଣ୍ଣ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like