-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ଜେ ଏସ୍ ଏମ୍ କଳା , ବିଜ୍ଞାନ ଓ ବାଣିଜ୍ୟ ମହାବିଦ୍ୟାଳୟରେ ୭୮ତମ ସ୍ଵାଧୀନତା ଦିବସ ପାଳନ ସହିତ ଷ୍ଟ୍ରିଟ୍ ସୋ ଓ ସାଂସ୍କୃତିକ କାର୍ଯ୍ୟକ୍ରମ

16-Aug-2024



ବଲାଙ୍ଗୀର 》 ସାରା ଭାରତରେ ୭୮ତମ ସ୍ଵାଧୀନତା ଦିବସ ପାଳନ କରୁଥିବା ଅବସରରେ ବଲାଙ୍ଗିର ସ୍ଥିତ ଜେ ଏସ୍ ଏମ୍ କଳା , ବିଜ୍ଞାନ ଓ ବାଣିଜ୍ୟ ମହାବିଦ୍ୟାଳୟରେ ମଧ୍ୟ ଦେଶ ପ୍ରତି ସମ୍ମାନ ଓ ସ୍ଵାଧୀନତା ସଂଗ୍ରାମୀ ମାନଙ୍କ ବଳିଦାନକୁ ସ୍ମରଣ କରିବା ସହିତ ଅତି ଆନନ୍ଦ ଓ ଉଲ୍ଲାସର ସହ ସ୍ଵାଧୀନତା ଦିବସ ପାଳନ  ହୋଇଅଛି ।  ଉକ୍ତ କାର୍ଯ୍ୟକ୍ରମରେ ସ୍ଥାନୀୟ ଡାକ୍ତର ରୁଦ୍ର ନାରାୟଣ ପଟେଲ (ସ୍ତ୍ରୀ ରୋଗ ଏବଂ ପ୍ରସୂତି ବିଶେଷଜ୍ଞ, ବଲାଙ୍ଗୀର)

ମୁଖ୍ୟ ଅତିଥି ଭାବରେ ଉପସ୍ଥିତ ରହି ଛାତ୍ରଛାତ୍ରୀମାନଙ୍କ ସହିତ ଜାତୀୟ ପତାକା ଉତ୍ତୋଳନ କରିଥିବା ସମୟରେ କଲେଜର  ଉପଦେଷ୍ଟା ମନୋରଞ୍ଜନ ସାହୁ, କଲେଜର ନିର୍ଦ୍ଦେଶକ ପୀତବାସ ପଣ୍ଡା, ଚେୟାରମେନ ସି.ଏ ଶ୍ରୀକାନ୍ତ ଶର୍ମା, ଶ୍ରୀମତୀ ସୁମନ୍ ଶର୍ମା ପୁଣି ଅଧ୍ୟକ୍ଷ ଡ. ଦିବ୍ୟ କିଶୋର ପ୍ରଧାନ ମଞ୍ଚାସୀନ ହୋଇଥିଲେ |
   ମୁଖ୍ୟ ଅତିଥି ନିଜ ସମ୍ଭାଷଣରେ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହ ପ୍ରଦାନ କରିବା ସହିତ  "ରାଷ୍ଟ୍ର ନିର୍ମାଣ ପାଇଁ ଯୁବକଙ୍କୁ ସଶକ୍ତିକରଣର ଆବଶ୍ୟକତା "ଉପରେ ଏକ ଭାବପ୍ରବଣ ବକ୍ତୃତା ପ୍ରଦାନ କରିଥିଲେ। ପୁଣି  ସମସ୍ତ ଅତିଥି ବୃନ୍ଦ ଆପଣା ଆପଣା ଭାଷଣ ପ୍ରଦାନ କରିବା  ପରେ ସ୍ଵାଧୀନତା ଦିବସ ଉପଲକ୍ଷେ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର ଉତ୍ତୀର୍ଣ୍ଣ ଛାତ୍ରଛାତ୍ରୀମାନଙ୍କୁ ସାର୍ଟିଫିକେଟ ଓ ପୁରଷ୍କାର ବିତରଣ କରାଯାଇ ଥିଲା |
ସ୍ଵାଧୀନତା ଦିବସ ପାଳନ କାର୍ଯ୍ୟକ୍ରମ ପରେ ପଟଣାଗଡ ଛକ ସ୍ଥିତ ଦୂର୍ଗା ମନ୍ଦିର ସମ୍ମୁଖରେ ରହିଥିବା ଭେଣ୍ଡିଙ୍ଗ୍ ଜୋନ ଠାରେ ଆମ ଦେଶର ସ୍ୱାଧୀନତା ସଂଗ୍ରାମୀ ଏବଂ ସୈନିକମାନଙ୍କ ଶ୍ରଦ୍ଧାଞ୍ଜଳି ଓ ସମ୍ମାନ ଉଦ୍ଦେଶ୍ୟରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଏକ ଷ୍ଟ୍ରିଟ୍ ସୋ ଓ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ ହୋଇଥିଲା | ଉକ୍ତ କାର୍ଯ୍ୟକ୍ରମରେ ଅତିଥିମାନେ ଯଥା  ପ୍ରତାପ ରଥ, ଅବସରପ୍ରାପ୍ତ ସେନା ଅଧିକାରୀ ସନ୍ଦୀପ କୁମାର କୁଅଁର, ଅଭିମନ୍ୟୁ ରାଧା ସାର୍  (ପୋଲିସ ବିଭାଗ) ସହ ଅନ୍ୟ

ସମ୍ମାନୀତ ବ୍ୟକ୍ତି ବିଶେଷ ଉପସ୍ଥିତ ରହି ପିଲାମାନଙ୍କୁ ଉତ୍ସାହ ପ୍ରଦାନ କରିଥିଲେ l ପିଲାମାନଙ୍କ ଦ୍ୱାରା ଅନେକ ଦେଶପ୍ରେମୀ ଗୀତ ଓ ନୃତ୍ୟ କରିବା ସହିତ ଏକ ନାଟକ ମଧ୍ୟ ପରିବେଷଣ କରିଥିଲେ | 
  ଶେଷରେ କଲେଜ ଚେୟାରମେନ ସି.ଏ ଶ୍ରୀକାନ୍ତ ଶର୍ମା ଅତିଥିମାନଙ୍କୁ ଉତ୍ତରୀୟ ପ୍ରଦାନ କରି ସମ୍ମାନିତ କରିଥିଲେ ପୁଣି ଅଧ୍ୟକ୍ଷ ଡ. ଦିବ୍ୟ କିଶୋର ପ୍ରଧାନ ଧନ୍ୟବାଦ ପ୍ରଦାନ କରିଥିଲେ|


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like