-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ପ୍ୟାରେଡରେ ବ୍ଲକ ଅଧ୍ୟକ୍ଷାଙ୍କ ଅଭିବାଦନ ଗ୍ରହଣ ସହ ରାଜ୍ୟ ଉପ ସଭାପତି ବୈଷ୍ଣବ ଦୁରିଆ ସମ୍ବର୍ଦ୍ଧିତ

16-Aug-2024



ବୋଡ଼େନ  (ରାମନାଥ ପଣ୍ଡା)
ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକରେ ୭୮ ତମ ସ୍ବାଧିନତା ଦିବସ ଏସ ଏସ ଡି ଖେଳ ପଡିଆ ଠାରେ ପାଳିତ ପାଳିତ ହୋଇ ଯାଇଛି ।ବ୍ଲକ ଅଧ୍ୟକ୍ଷା ଅଭିବାଦନ ଗ୍ରହଣ କରିବା ସହ ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେସନର ନବନିର୍ବାଚିତ ରାଜ୍ଯ ଉପସଭାପତି  ବୈଷ୍ଣବ ଦୁରିଆଙ୍କୁ ତାଙ୍କ ଉଚ୍ଚ କୋଟିର କାରୁକାର୍ଯ୍ୟ ଏବଂ ଜନସମାଜ ପ୍ରତି ଥିବା ସେବା ମନୋଭାବ ପାଇଁ ଆଜି ସମ୍ବର୍ଦ୍ଧିତ କରାଯାଇଛି ।  ବୋଡ଼େନ ବିଡିଓ ପ୍ରିୟ ରଞ୍ଜନ କୁମାରଙ୍କ ସଭାପତିତ୍ବରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବୋଡ଼େନ ପଞ୍ଚାୟତ ସମିତି ଅଧ୍ୟକ୍ଷା  ପ୍ରେମଶିଳା ନାଗ, ବିଶିଷ୍ଟ ଅତିଥି ବୋଡ଼େନ ତହସିଲଦାର ସରିତା ଗୁପ୍ତା,  ମୁଖ୍ଯବକ୍ତା ସ୍ଥାନୀୟ ବିଜୁ ପଟ୍ଟନାୟକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ  ହେମନ୍ତ କୁମାର ମୁଣ୍ଡ, , ସମ୍ମାନୀତ ଅତିଥି  ରୁଦ୍ରେଶ୍ଵର ମେହେର ଗୋଷ୍ଟି ଶିକ୍ଷା ଅଧିକାରୀ ବୋଡ଼େନ, ଗୋବିନ୍ଦ ମାଝୀ ଥାନା ଅଧିକାରୀ ବୋଡ଼େନ, ସ୍ନାତକ ମହାବିଦ୍ୟାଳୟ ଅଧ୍ୟକ୍ଷ ଅବନୀ ଖମାରି, ସମାଜ ସେବୀ ଫାରୁକ ମହମ୍ମଦ, ଅବସର ପ୍ରାପ୍ତ ଶିକ୍ଷକ ଭୁବନେଶ୍ୱର ପାଣିଗ୍ରାହୀ ,ସରକାରୀ ଏସ ଏସ ଡି ହାଇସ୍କୁଲ ପ୍ରଧାନ ଶିକ୍ଷକ ବିଭୂତି ପାଢ଼ୀ,ସହକାରୀ ନିର୍ବାହୀ ଯନ୍ତ୍ରୀ ଓ ଅନ୍ୟ କନିଷ୍ଠ ଯନ୍ତ୍ରୀ ପ୍ରମୁଖ ମଞ୍ଚାସୀନ ଥିଲେ । ଉକ୍ତ କାର୍ଯ୍ୟକ୍ରମରେ ବୋଡ଼େନ ବ୍ଲକ ଅନ୍ତର୍ଗତ ବିଭିନ୍ନ ସରକାରୀ ବେସରକାରୀ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀ ଶିକ୍ଷକ ଶିକ୍ଷୟିତ୍ରୀ ,ସମସ୍ତ  ପ୍ରିଣ୍ଟ ଓ ଇଲେକ୍ଟ୍ରୋନିକ୍ସ ମିଡ଼ିଆର  ସାମ୍ବାଦିକ, ଏନ ଜି ଓ, ସି ବି ଓ, ଲୋକପ୍ରତିନିଧି,ପୋଲିସ ବାହିନୀ, ଜନସାଧାରଣ ,ସମାରୋହର ଆୟୋଜକ ଗଣେଶ ରାମ ଦଣ୍ଡସେନା,  ଡ. କିଶୋର କୁମାର କର୍ଣ୍ଣ ତଥା ସି ଆର୍ ସି ସି ଗଜରାଜ ବୈଠାରୁ ବୋଡ଼େନ ବ୍ଲକର ଭଦ୍ର ବ୍ୟକ୍ତି ତଥା ଉପସ୍ଥିତ ଥିଲେ ।ପୂର୍ବ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ଲାଭ କରିଥିବା ସମସ୍ତ ବିଦ୍ୟାଳୟର ଛାତ୍ର ଛାତ୍ରୀଙ୍କୁ ମାନ ପତ୍ର ପ୍ରଦାନ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like