-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||     

HOME   ଜିଲ୍ଲା

ସ୍ବାଧିନତା ଦିବସରେ ଉଦନ୍ତୀ ୟୁଥ କ୍ଲବ ସମ୍ବର୍ଦ୍ଧିତ

16-Aug-2024



ସିନାପାଲି: (ଚିନ୍ତାମଣି  ନେତାମ )  ନୂାଆପଡ଼ା ଜିଲ୍ଲା ସିନାପାଲି ବ୍ଲକ ସ୍ତରୀୟ ୭୮ତମ ସ୍ବାଧିନତା ଦିବସ ପାଳନ ଅବସରରେ ସ୍ଥାନୀୟ ଅଗ୍ରଣୀ ଯୁବ ଅନୁଷ୍ଠାନ ଉଦନ୍ତୀ ୟୂଥ କ୍ଲବକୁ ସମ୍ବର୍ଦ୍ଧିତ କରାଯାଇଛି ା ବ୍ଲକ ସ୍ତରୀୟ ଏହି କାର୍ଯ୍ଯକ୍ରମରେ ସିନାପାଲି ଗ୍ରାମ ପଂଚାୟତ ତରଫରୁ ଏହି ସମ୍ବର୍ଦ୍ଧନା ଦିଆଯାଇଥିବା ଜଣାପଡ଼ିଛି ା ମଂଚରେ ଉପସ୍ଥିତ ସିନାପାଲି ବିଡ଼ିଓ ଓ ବ୍ଲକ ଚେରମ୍ଯାନ ପ୍ରମୁଖ ଅତିଥିଙ୍କ ଠାରୁ କ୍ଲବର ସଭାପତି ସୂରଜ କୁମାର ମେହେର ଓ ସଂପାଦକ ପ୍ରଭାତ କୁମାର ମେହେରଙ୍କ ସମେତ ଅନ୍ଯାନ୍ଯ ସଭ୍ଯ ଉପସ୍ଥିତ ରହି ସମ୍ବର୍ଦ୍ଦନା ଗ୍ରହଣ କରିଥିଲେ ା ସୂଚନାଯୋଗ୍ଯ ଯେ ଦୀର୍ଘ ୨୫ ବର୍ଷ ଧରି ସିନାପାଲି ଅଂଚଳର ବିକାଶ ନିମନ୍ତେ ନିରବଚ୍ଛିନ୍ନ କାର୍ଯ୍ଯ କରିଆସୁଥିବା ଏହି ଯୁବ ଅନୁଷ୍ଠାନ ବିଭିନ୍ନ ସମୟରେ ଅନେକ ଭଳ କାମ କରି ସାଧାରଣରେ ପ୍ରଶଂସିତ ହୋଇପାରିଛି ା ନିକଟରେ ଜନୈକା ଅଜଣା ମହିଳାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିବା ସହ ତାର ଚିକିତ୍ସା ସବିଧା କରିଥିବା ଏହି କ୍ଲବର ଯୁବକ ମାନେ ଉକ୍ତ ମହିଳାଙ୍କ ପରଲୋକ ପରେ ବିଧି ମୁତାବକ ତା'ର ଅନ୍ତେଷ୍ଟି କ୍ରିୟା କରି ଅଂଚଳରେ ଖୁବ୍ ଚର୍ଚ୍ଚିତ ଓ ପ୍ରଶଂସିତ ହୋଇଥିଲେ ା ଗରୀବଗୁରୁବାଙ୍କୁ ସହଯୋଗ, କରୋନା ସମୟରେ ଖାଦ୍ଯ ବଣ୍ଟନ, ରକ୍ତଦାନ, ଚାରା ରୋପଣ, ଯୁବ ପ୍ରତିଭା ଅନ୍ୱେଷଣ ଆଦି ସହ ଅଂଚଳର ବିକାଶ ପାଇଁ ସଦା ତତ୍ପର ଥିବା ଉଦନ୍ତୀ ୟଥ୍ କ୍ଲବକୁ ଉତ୍ସାହିତ କରିବାକୁ ଏହି ସମ୍ବର୍ଦ୍ଧନା ଦିଆଯାଇଥିବା ଜଣାପଡ଼ିଛି ା


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026

You Might Also Like