-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||     

HOME   ରାଜ୍ୟ

ତ୍ରିରଙ୍ଗା କ୍ଲବ, ଖୁଣ୍ଟପାଲି ପକ୍ଷରୁ ସ୍ୱାଧୀନତା ଦିବସ ପାଳନ: ସ୍ୱେଚ୍ଛାକୃତ ରକ୍ତଦାନ ଶିବିରରେ ୫୧ ୟୁନିଟ ରକ୍ତ ସଂଗ୍ରହ

16-Aug-2024



ବରଗଡ଼(ନିରଞ୍ଜନ ତ୍ରିପାଠୀ): :ବରଗଡ ଜିଲ୍ଲା ଖୁଣ୍ଡପାଲି ସ୍ଥିତ ତ୍ରିରଙ୍ଗା କ୍ଲବ ଅଷ୍ଟମ ବର୍ଷରେ ପାଦ ଥାପି ଥିବାବେଳେ,ତାର ବାର୍ଷିକୋତ୍ସବ ମହା ସମାରୋହରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମଟି ଯାଦବ ବେହେରା,ମଣ୍ଟୁ ଦାସ ଓ ଆଲୋକ ଦାସଙ୍କ ପରିଚାଳନା ରେ ଅନୁଷ୍ଠିତ ହୋଇଥିବା ବେଳେ,ବରଗଡ଼ ଜିଲ୍ଲାର ବିଜେପୁର ଠାରେ ଲୋକଙ୍କୁ ସେବା ଯୋଗାଇ ଆସୁଥିବା ଅମୃତଧାରା ନର୍ସିଂ ହୋମର ଅଧ୍ୟକ୍ଷ ଶ୍ରୀଯୁକ୍ତ ଯଶୋବନ୍ତ ମେହେର ତ୍ରିରଙ୍ଗା କ୍ଲବ ପକ୍ଷରୁ ୭୮ ତମ ସ୍ୱାଧୀନତା ଦିବସ ପାଳନ ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ଜାତୀୟ ପତାକା ଉତ୍ତୋଳନ କରିଥିଲେ।ଦେଶକୁ ଇଂରେଜ କବଳରୁ ମୁକ୍ତ କରାଇବା ପାଇଁ ଯେଉଁଭଳି ଭାବେ ସ୍ୱାଧୀନତା ସଂଗ୍ରାମ ରେ ଆମ ଅଞ୍ଚଳର ସୁରେନ୍ଦ୍ର ସାଏ,ମାଧୋ ସିଂ ପ୍ରଭୃତି ଦେଶ ପାଇଁ ନିଜ ଜୀବନକୁ ବାଜି ଲଗାଇ ଭାରତ ବର୍ଷକୁ ମୁକ୍ତ କରିଥିଲେ, ତାହା ସବୁ ଦିନ ପାଇଁଁ ସ୍ମରଣୀୟ ହୋଇ ରହିବ।ଏକତା ଓ ଅଖଣ୍ଡତାକୁ ବଜାୟ ରଖିବା ପ୍ରତ୍ୟେକ ମଣଷର କର୍ତ୍ତବ୍ୟ ବୋଲି ମୁଖ୍ୟ ଅତିଥି ଶ୍ରୀଯୁକ୍ତ ମେହେର ମତବ୍ୟକ୍ତ କରିଥିଲେ। ଏଅବସରରେ ସରପଞ୍ଚ ବେଲାରସେନ ମେହେର ଯୋଗଦାନ କରି ସ୍ୱାଧୀନତା ଦିବସ ପାଳନର ତାତ୍ପର୍ଯ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ।ପରେ ପରେ ତ୍ରିରଙ୍ଗା କ୍ଲବ ପକ୍ଷରୁ ଆୟୋଜିତ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜନ ହୋଇଥିଲା। ଏପରିପ୍ରେକ୍ଷୀରେ ମାନ୍ୟବର ବରଗଡ଼ ବିଧାୟକ ଶ୍ରୀମାନ ଅଶ୍ୱିନୀ ଷଡ଼ଙ୍ଗୀ, ସମ୍ମାନୀତ ଅତିଥି ଭାବେ ଅମୃତଧାରା ନର୍ସିଂ ହୋମର ଅଧ୍ୟକ୍ଷ ଶ୍ରୀଯୁକ୍ତ ଯଶୋବନ୍ତ ମେହେର ଯୋଗଦାନ କରି ରକ୍ତଦାନ ଶିବିର କୁ ଉଦଘାଟନ କରିଥିଲେ। ଏହି ରକ୍ତଦାନ ଶିବିରରେ ସମୁଦାୟ ୫୧ ୟୁନିଟ ରକ୍ତ ସଂଗୃହିତ ହୋଇଥିଲା। ଲୋକେ ସ୍ୱେଚ୍ଛାକୃତ ଭାବେ ଆସି ରକ୍ତଦାନ କରିବା ଦେଖିବାକୁ ମିଳିଥିଲା। ଏଅବସରରେ ସମାଜସେବୀ ରିଙ୍କେଶ ମିଶ୍ର,ରୋଷନ ପ୍ରଧାନ, ଆଇନଜୀବୀ ବିମଲ କୁମାର ଦାସ,ପଞ୍ଚୁଦେବ ପଧାନ,ଯୁବ ସମାଜସେବୀ, ଅରୁଣ କୁମାର ମାଝୀ, ଆନନ୍ଦ ଭୋଇ,ସୈାମିତ୍ରୀ ମାଝୀ, ଆଦିତ୍ୟ ମାଝୀ,ଋକ୍ମଣ ମେହେର, ରାହୁଲ ଦାସ,ସରପଞ୍ଚ ବେଲାରସେନ ମେହେରଙ୍କ ସମେତ ସ୍କୁଲର ପ୍ରଧାନଶିକ୍ଷକ କିଶୋର ଚନ୍ଦ୍ର ସାହୁ ପ୍ରମୁଖ ସମସ୍ତ ସଦସ୍ୟଙ୍କ ସହଯୋଗରେ ରକ୍ତଦାନ ଶିବିର ସୁରୁଖୁରୁରେ ସମାପନ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026

You Might Also Like