-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

କଳାହାଣ୍ଡି ଗ୍ରସ୍ତରେ ରାଜ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ନର୍ଲା ରେ ଭବ୍ୟ ସ୍ବାଗତ ଓ ସମ୍ବର୍ଦ୍ଧନା

16-Aug-2024



ନର୍ଲା (ଚିନ୍ତାମଣି ନାଏକ)
କଳାହାଣ୍ଡି ଜିଲ୍ଲା ଗସ୍ତରେ ଥିବା ରାଜ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀଯୁକ୍ତ କୃଷ୍ଣ ଚନ୍ଦ୍ର ପାତ୍ର ଜିଲ୍ଲା ର ବିଭିନ୍ନ ଅଞ୍ଚଳ ଗ୍ରସ୍ତ ସାରିବା ପରେ ଭବାନୀପାଟଣା ରୁ ଜଲେଶପଟ୍ଟା ଅଭିମୁଖେ ଫେରିବା ସମୟରେ ତାଙ୍କୁ ନର୍ଲା ବସ୍ ଷ୍ଟାଣ୍ଡ ଠାରେ ବ୍ଲକ ଭାଜପା ସଭାପତି ଓ ମଣ୍ଡଳ ସଭାପତି ଙ୍କ ସମେତ ବରିଷ୍ଠ କର୍ମକର୍ତ୍ତା ଉପସ୍ଥିତ ରହି ମନ୍ତ୍ରୀ ଙ୍କୁ ପୁଷ୍ପ ଗୁଛ ଦେଇ ପାଛୋଟି ନେଇଥିଲେ ଏବଂ ପରେ ପରେ ଜିତୁ ଚାନ୍ଦ୍ ମାର୍କେଟ କମ୍ପ୍ଲେକ୍ସ ଉପରେ ପୂର୍ବତନ ପ୍ରଧାନ ମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ଙ୍କ ତିରୋଧାନ ଦିଵସ  ଅବସରରେ ଏକ ସ୍ମୁତି ସଭା ଅନୁଷ୍ଠିତ ହୋଇଯାଇଥିଲା ଏହି ସ୍ମୁତି ସଭା କୁ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଦୀପ ପ୍ରଜ୍ବଳନ କରି ଆନୁଷ୍ଠାନିକ ଭାବରେ ଉଦଘାଟନ କରିଥିଲେ ଏବଂ ଶ୍ରୀ ବାଜପେୟୀ ଙ୍କ ଜୀବନର ଅନେକ ମହାନତା ଗୁଣକୁ ପ୍ରକାଶ କରି ଉପସ୍ଥିତ କର୍ମୀ ଙ୍କୁ ଉଦବୋଧନ ଦେଇଥିଲେ ଏବଂ ଏହି ସଭାରେ ଜିଲ୍ଲା ଭା ଜ ପା ସଭାପତି ଶ୍ରୀ ଆର୍ତତ୍ରାଣ ମହାପତ୍ର ଙ୍କ ସମେତ ନର୍ଲା ବିଜେପି ବରିଷ୍ଠ କର୍ମକର୍ତ୍ତା ମାନେ ମନ୍ତ୍ରୀ ଙ୍କୁ ବିଭିନ୍ନ ଆଞ୍ଚଳିକ ସମସ୍ୟା ଉପରେ ଅବଗତ କରାଇଥିଲେ ଏବଂ ମନ୍ତ୍ରୀ ମଧ୍ୟ ସମସ୍ତ ସମସ୍ୟା କୁ ଯୁଦ୍ଧ କାଳୀନ ଭିତ୍ତିରେ ସମାଧାନ  କରାଯିବ ବୋଲି ପ୍ରକାଶ କରିଛନ୍ତି ବିଶେଷ କରି ମଣ୍ଡିରେ କଟନି ଛଟନି ବ୍ୟବସ୍ଥା ମିଲର  ମାନଙ୍କ ମନମାନି ଏବଂ ଚାଷୀ ମାନେ ଵିକ୍ରୟ କରିଥିବା ଧାନର କ୍ଵିଣ୍ଟାଲ ପିଛା ୩୧୦୦ ଟଙ୍କା କେମିତି ଯଥାଶୀଘ୍ର ପାଇବେ ସେଥିପ୍ରତି ସରକାର ତୀକ୍ଷ୍ଣ ଦୃଷ୍ଟି ରଖିଥିବା ମନ୍ତ୍ରୀ ଶ୍ରୀ ପାତ୍ର ପ୍ରକାଶ କରିଛନ୍ତି ଏହି କାର୍ଯ୍ୟକ୍ରମ ରେ ବିଜେପି ବ୍ଲକ ସଭାପତି ,ମଣ୍ଡଳ ସଭାପତି ନର୍ଲା ପ୍ରେସ ଆସୋସିଏସନ୍ ର ସଭାପତି ଏବଂ ଅଞ୍ଚଳର ଅନେକ ମାନ୍ୟଗଣ୍ୟ ବୁଦ୍ଧିଜୀବୀ ଉପସ୍ଥିତ ଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like