-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ବିଦେଶ ମାଟିରେ କମାଲ ଏହେସାସ ତାଇକଣ୍ଡୋ ଏକାଡେମୀର ଖେଳାଳୀ : ୩ ରୌପ୍ୟ ପଦକ ସହ ଜିଣିଲେ ୧ କାଂସ୍ୟ ପଦକ

16-Aug-2024



ସୁବର୍ଣ୍ଣପୁର, (ମନୋରଞ୍ଜନ ତ୍ରିପାଠୀ)
 ବିଦେଶ ମାଟିରେ ପୁଣି କମାଲ ଦେଖାଇଲେ ଓଡିଆ ଖେଳାଳୀ । ସୁବର୍ଣ୍ଣପୁର ଜିଲ୍ଲା ଏହେସାସ ତାଇକଣ୍ଡୋ ଖେଳାଳୀଙ୍କୁ ଦେଶ ବାହାରେ ମିଳିଛି ଏହି ସଫଳତା । ଗତ ୧୦ ତାରିଖରୁ ୧୨ ତାରିଖ ପର୍ଯ୍ୟନ୍ତ ଥାଇଲାଣ୍ଡ ଆସୁମସନ ବିଶ୍ୱବିଦ୍ୟାଳୟ ବେଙ୍କକ ଷ୍ଟାଡିଅମରେ ଅନୁଷ୍ଠିତ ହୋଇଯାଇଥିବା ୭ମ ହିରୋସ କପ ତାଇକଣ୍ଡୋ ଚମ୍ପିଆନସିପରେ ଖେଳାଳୀଙ୍କୁ ମିଳିଛି ଏହି ସଫଳତା । ଓଡଶା ତାଇକଣ୍ଡୋ ସଂଘ ପକ୍ଷରୁ ଏବଂ ଭାରତୀୟ ଦଳର କୋଚ ତଥା ଆନ୍ତର୍ଜାତୀୟ ତାଇକଣ୍ଡୋ କ୍ରୀଡାବିତ ଏହେସାସ ହୋତାଙ୍କ ନେତୃତ୍ୱରେ ଓଡିଶାର ୪ ଜଣ ଖେଳାଳୀ ଥାଇଲାଣ୍ଡ ଗସ୍ତ କରିଥିଲେ । ସେହି ଚମ୍ପିଆନସିପରେ ୩୦ ଗୋଟି ଦେଶର ୩୫ଶହ ଖେଳାଳୀ ଅଂଶଗ୍ରହଣ କରିଥିଲେ । ତେବେ ସେଠାରେ ଅନୁଷ୍ଠିତ ସବ ଜୁନିଅର (ମହିଳା-କୌରଗୀ) ବର୍ଗରେ ତନୟା ଦାଶେପଟ୍ଟନାୟକଙ୍କୁ ରୌପ୍ୟ ପଦକ,ଅନୁସ୍କା ଦାଶଙ୍କୁ ରୋପ୍ୟ ପଦକ,ତାସା ନାୟକଙ୍କୁ କାଂସ୍ୟ ପଦକ ମିଳିଥିବାବେଳେ ସିନିଅର(ପୁରୁଷ) ବର୍ଗରେ ବିଶ୍ୱରଂଜନ ସାହୁଙ୍କୁ ମଦ୍ୟ ରୌପ୍ୟ ପଦକ ମିଳିଥିବା ଜଣାପଡିଛି । ଏହି ଟିମ ଆଜି ବିଦେଶ ମାଟିରୁ ମେଡାଲ ଧରି ସୁବର୍ଣ୍ଣପୁର ଜିଲ୍ଲାରେ ପହଂଚିଲା ପରେ ବିଭିନ୍ନ ମହଲରେ ସେମାନଙ୍କୁ ସ୍ୱାଗତ କରାଯାଇଛି । ଖେଳାଳୀଙ୍କ ଏହି ସଫଳତା ପାଇଁ ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷା ଶାନ୍ତି ଲୁହା,ଉପାଧ୍ୟକ୍ଷ ନାରାୟଣ ଲୁହା,ଜିଲ୍ଲା କ୍ରୀଡା ଅଧିକାରୀ ଚିତରଂଜନ ମିଶ୍ର,ରାଜ୍ୟ ତାଇକଣ୍ଡୋ ସଂଘର ସଭାପତି ମନମୋହନ ଭଂଜ,ଜିଲ୍ଲା ତାଇକଣ୍ଡୋ ସଂଘର ସଭାପତି ରବୀନ୍ଦ୍ର ହୋତା ଏବଂ ଜିଲ୍ଲା ତାଇକଣ୍ଡୋ ସଂଘର ଆଇନ ପରାମର୍ଶଦାତା ଶେଷଦେବ ବାରିକ ପ୍ରମୁଖ ଶୁଭେଚ୍ଛା ଜଣାଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like