-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ବୀରମହାରାଜପୁର ବ୍ଳକ କାର୍ଯ୍ୟାଳୟ ଆଗରେ ମହିଳାଙ୍କ ବିକ୍ଷୋଭ ପ୍ରଦର୍ଶନ -ମଦ ଓ ମାଦକ ଦ୍ରବ୍ୟ ସଂପୂର୍ଣ ନିଷେଧ ଦାବି - ଅହେତୁକ ଦରଦାମ ବୃଦ୍ଧି ପ୍ରତିବାଦ

16-Aug-2024



ବୀରମହାରାଜପୁର, (ବିନୋଦ ପାଣ୍ଡେ) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଶୁକ୍ରବାର ମହିଳା ସାଂସ୍କୃତିକ ସଙ୍ଗଠନ ପକ୍ଷରୁ ବିଭିନ୍ନ ଦାବି ନେଇ ବିକ୍ଷୋଭ ପ୍ରଦର୍ଶନ କରିବା ସହ  ଦାବି ପତ୍ର ପ୍ରଦାନ କରିଥିବା ଜଣାଯାଇଛି। ସ୍ଥାନୀୟ ବସଷ୍ଟାଣ୍ଡ ଠାରୁ ଏକ ବିରାଟ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କରିବା ସହ ବ୍ଳକ କାର୍ଯ୍ୟାଳୟ ସମ୍ମୁଖରେ ବିଭିନ୍ନ ନାରାବାଜି ଦେଇ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଉକ୍ତ ଦାବି ପତ୍ରରେ 
 ମଦ ମାଦକ ଦ୍ରବ୍ୟକୁସମ୍ପୂର୍ଣ ନିଷିଦ୍ଧ କରିବା, ନିତ୍ୟ ବ୍ୟବହାର୍ଯ୍ୟ ଜିନିଷପତ୍ରର ଆକାଶଛୁଆଁ ଦରବୃଦ୍ଧି ବନ୍ଦ କରିବା, ଆର.ଜି. କର ମେଡିକାଲ କଲେଜରେ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଓ ହତ୍ୟାଘଟଣାରେ ସମ୍ପୃକ୍ତ ସମସ୍ତ ଦୋଷୀଙ୍କୁ କଠୋର ଶାସ୍ତି ପ୍ରଦାନ କରିବା, ଏସ୍.ସି. ବି ମେଡିକାଲରେ ରୋଗୀଙ୍କୁ ବଳତ୍କାର ଅଭିଯୋଗର ତଦନ୍ତ ଓ ଅପରାଧୀ ଡାକ୍ତରଙ୍କୁ କଠୋରଶାସ୍ତ୍ର ପ୍ରଦାନ କରିବା, ସର୍ବତ୍ର ନାରୀ ଓ ଶିଶୁକନ୍ୟାଙ୍କ ନିରାପତ୍ତା ସୁନିଶ୍ଚିତ କରିବା ପ୍ରମୁଖ ଉଲ୍ଲେଖ ରହିଛି।

ଉଚ୍ଚ ସଂଗଠିକା ବିନୋଦିନୀ ମେହେରଙ୍କ ନେତୃତ୍ବରେ ଅନୁଷ୍ଠିତ ଶୋଭାଯାତ୍ରା ରେ  ଏ.ଆଇ.ଏମ୍.ଏସ୍.ଏସ୍.ର ରାଜ୍ୟ ସମ୍ପାଦିକା ସରୋଜିନୀ ନାୟକ ଯୋଗଦେଇ ଥିଲେ।ଦୀର୍ଘବର୍ଷ ଧରି ରାଜ୍ୟରେ ସର୍ବସ୍ତରର ଶୁଭବୁଦ୍ଧି ସମ୍ପନ୍ନ ଜନସାଧାରଣ ଓ ବିଶେଷ ଭାବେ ନାରୀ ସମାଜ ରାଜ୍ୟକୁ ସମ୍ପୂର୍ଣ ନିଶା ମୁକ୍ତ କରିବା ପାଇଁ ଆନ୍ଦୋଳନ କରି ଆସିଛନ୍ତି। ଏପରିକି ରକ୍ତକ୍ଷୟୀ ସଂଗ୍ରାମ ମଧ୍ୟ କରିଛନ୍ତି। ମାତ୍ର ଜନସାଧାରଣ ଙ୍କ ଏହି ନ୍ୟାର୍ଯ୍ୟ ଦାବି କେବଳ ଉପେକ୍ଷିତ ହୋଇନାହିଁ ପରନ୍ତୁ ମଦ ଓ ନାନାଦି ମାଦକ ଦ୍ରବ୍ୟର ପ୍ରସାର ବହୁଳଭାବେ ବଢିଚାଲିଛି। ଆଜି ରାଜ୍ୟର କୋମଳମତି ଶିଶୁକନ୍ୟା ଠାରୁ ୮୦ ବର୍ଷର ବୃଦ୍ଧା ଦୁଷ୍କର୍ମର ଶୀକାର ହେବାସହ ନାନାଦି ଅପରାଧ ଉଦ୍‌ବେଗଜନକ ଭାବେ ବଢି ଚାଲିଛି।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like