-+91-9937148622 |

prerana_bgr@rediffmail.com |

  Wednesday 29th April 2026 |

| | | |

R.N.I. Regd No. ODIODI/2010/46693

Breaking News

ନାରୀଶକ୍ତି ବନ୍ଦନ ଅଧିନିୟମ ଶୀର୍ଷକ ଆଲୋଚନାଚକ୍ର   (29-Apr-2026)       ||      *ଡାବୁଗାଁ ଥାନା ହାଜତରେ ଜଣେ ଯୁବକଙ୍କ ମୃତ୍ୟୁ........ହତ୍ୟା ଅଭିଯୋଗ ଆଣିଲେ ପରିବାର ବର୍ଗ*   (29-Apr-2026)       ||      *ସୋନପୁର ମହାରାଜା ବିରମିତ୍ରୋଦୟ ସିଂହ ଦେଓ ଙ୍କ ୮୯ ତମ ଶ୍ରାଦ୍ଧ ଦିବସ ପାଳିତ*   (29-Apr-2026)       ||      ଆସନ୍ତା ପଞ୍ଚାୟତ ନିର୍ବାଚନରେ କୌଣସି ମେଣ୍ଟ ହେବନି କହିଲେ ପିସିସି ସଭାପତି ଭକ୍ତ ଦାସ   (29-Apr-2026)       ||      ବିଜେପି ରାଜ୍ୟ ସଭାପତିଙ୍କ ବଡ଼ ବୟାନ ♦️ ରାଜ୍ୟରେ ଖୁବଶୀଘ୍ର ନିଗମ ଓ ବୋର୍ଡର ହେବ ନିଯୁକ୍ତି   (29-Apr-2026)       ||      ବ୍ୟାଙ୍କରୁ ଟଙ୍କା ଉଠାଇବା ପାଇଁ ଭଉଣୀର ଶବ ଖୋଳି ଆଣିବା ପ୍ରସଙ୍ଗ♦️ ଜାତୀୟ ମାନବାଧିକାର କମିଶନ ପକ୍ଷରୁ ମାମଲା ରୁଜୁ   (29-Apr-2026)       ||      ହିଆଁଲ କ୍ଳଷ୍ଟରରେ ଘରଘର ବୁଲି ଗୃହକାର୍ଯ୍ୟ ବଣ୍ଟନ    (29-Apr-2026)       ||      ଓଡ଼ିଆ ଭାଷାରେ ସରକାରୀ କାର୍ଯ୍ୟ ସଂଚାଳନ ପାଇଁ ପ୍ରୟୋଗାତ୍ମକ ପ୍ରଶିକ୍ଷଣ    (29-Apr-2026)       ||      ଗୋସେବା ଶିବିର   (29-Apr-2026)       ||      ବ୍ୟାଙ୍କ ସମ୍ମୁଖରେ ଭଉଣୀର ଶବ ରଖି ଟଙ୍କା ମାଗିଲା ଭାଇ    (29-Apr-2026)       ||      କାର-ବସ ମୁହାଁମୁହିଁ ଧକ୍କା ଜଣେ,ମୃତ ୪ ଗୁରୁତର   (28-Apr-2026)       ||      ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   (28-Apr-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ    (28-Apr-2026)       ||      *ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   (28-Apr-2026)       ||      ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      (28-Apr-2026)       ||      ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   (28-Apr-2026)       ||      Qwert   (28-Apr-2026)       ||      Jk   (28-Apr-2026)       ||      କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼    (28-Apr-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   (28-Apr-2026)       ||     

HOME   ଜିଲ୍ଲା

ବୀରମହାରାଜପୁରରେ ୭୮ତମ ସ୍ଵାଧୀନତା ଦିବସ ପାଳିତ

16-Aug-2024



ବୀରମହାରାଜପୁର,(ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା
 ବୀରମହାରାଜପୁର ସ୍ଥିତ ମିନି ଷ୍ଟାଡିୟମ ଠାରେ  ପ୍ରଶାସନ ପକ୍ଷରୁ ୭୮ତମ ସ୍ବାଧିନତା ଦିବସ ପାଳିତ ହୋଇଯାଇଛି। ଉପଜିଲ୍ଲାପାଳ ଲଲାଟେନ୍ଦୁ ସି ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମବେତ ଜନତା ଓ ଛାତ୍ରଛାତ୍ରୀଙ୍କୁ ଉଦବୋଧନ ଦେଇଥିଲେ। ସମୁଦାୟ ୩୪ଟି ପ୍ୟାରେଡ୍ ଦଳ ଏଥିରେ ଭାଗ ନେଇଥିଲେ। ଏହି ଅବସରରେ ବିଭିନ୍ନ ସ୍କୁଲର ଛାତ୍ରଛାତ୍ରୀଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା। ଅପରାହ୍ନରେ ଉଲୁଣ୍ଡା ଓ ବୀରମହାରାଜପୁର ମଧ୍ୟରେ ବନ୍ଧୁତ୍ବପୂର୍ଣ୍ଣ ଫୁଟବଲ ମ୍ୟାଚ ଅନୁଷ୍ଠିତ ହୋଇଥିବାବେଳେ ଏଥିରେ ଉଲୁଣ୍ଡା ଦଳ ବିଜୟୀ ହୋଇଥିଲା।

ସେହିଭଳି ସୁବଳୟା ଠାରେ ସ୍ଥାନୀୟ ଯୁବ ଛାତ୍ର ସଂସଦ ପକ୍ଷରୁ ଅନୁଷ୍ଠିତ ମିଳିତ ପ୍ୟାରେଡ ଉତ୍ସବରେ ବୀରମହାରାଜପୁର ତହସିଲଦାର ପୁନମ ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସଂସଦର ସଭାପତି ଭୋଳାନାଥ କର୍ମୀଙ୍କ ସହିତ ସୁବଳୟା ଅଞ୍ଚଳର ଅନେକ ବୁଦ୍ଧିଜୀବୀ ଏହି ଅବସରରେ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମକୁ ଅଧ୍ୟାପକ ରମାକାନ୍ତ ପୁରୋହିତ ପରିଚାଳନା କରିଥିବାବେଳେ ଶେଷରେ ସଂପାଦକ ସଂଜୀବ ମେହେର ଧନ୍ୟବାଦ ଅର୍ପଣ କରିଥିବା ବେଳେ ଗ୍ରାମ ପଂଚାୟତ ସ୍ତରୀୟ ସଂଘ ମିଶନ ଶକ୍ତି କାର୍ଯ୍ୟାଳୟ ରେ ମୀରା ବାରିକ ପତାକା ଉତ୍ତୋଳନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନାରୀଶକ୍ତି ବନ୍ଦନ ଅଧିନିୟମ ଶୀର୍ଷକ ଆଲୋଚନାଚକ୍ର   29-Apr-2026
  ଜିଲ୍ଲା  
*ଡାବୁଗାଁ ଥାନା ହାଜତରେ ଜଣେ ଯୁବକଙ୍କ ମୃତ୍ୟୁ........ହତ୍ୟା ଅଭିଯୋଗ ଆଣିଲେ ପରିବାର ବର୍ଗ*   29-Apr-2026
  ଜିଲ୍ଲା  
*ସୋନପୁର ମହାରାଜା ବିରମିତ୍ରୋଦୟ ସିଂହ ଦେଓ ଙ୍କ ୮୯ ତମ ଶ୍ରାଦ୍ଧ ଦିବସ ପାଳିତ*   29-Apr-2026
  ରାଜନୀତି  
ଆସନ୍ତା ପଞ୍ଚାୟତ ନିର୍ବାଚନରେ କୌଣସି ମେଣ୍ଟ ହେବନି କହିଲେ ପିସିସି ସଭାପତି ଭକ୍ତ ଦାସ   29-Apr-2026
  ରାଜ୍ୟ  
ବିଜେପି ରାଜ୍ୟ ସଭାପତିଙ୍କ ବଡ଼ ବୟାନ ♦️ ରାଜ୍ୟରେ ଖୁବଶୀଘ୍ର ନିଗମ ଓ ବୋର୍ଡର ହେବ ନିଯୁକ୍ତି   29-Apr-2026
  ରାଜ୍ୟ  
ବ୍ୟାଙ୍କରୁ ଟଙ୍କା ଉଠାଇବା ପାଇଁ ଭଉଣୀର ଶବ ଖୋଳି ଆଣିବା ପ୍ରସଙ୍ଗ♦️ ଜାତୀୟ ମାନବାଧିକାର କମିଶନ ପକ୍ଷରୁ ମାମଲା ରୁଜୁ   29-Apr-2026
  ଜିଲ୍ଲା  
ହିଆଁଲ କ୍ଳଷ୍ଟରରେ ଘରଘର ବୁଲି ଗୃହକାର୍ଯ୍ୟ ବଣ୍ଟନ    29-Apr-2026
  ରାଜ୍ୟ  
ଓଡ଼ିଆ ଭାଷାରେ ସରକାରୀ କାର୍ଯ୍ୟ ସଂଚାଳନ ପାଇଁ ପ୍ରୟୋଗାତ୍ମକ ପ୍ରଶିକ୍ଷଣ   29-Apr-2026
  ଜିଲ୍ଲା  
ଗୋସେବା ଶିବିର   29-Apr-2026
  ଜିଲ୍ଲା  
ବ୍ୟାଙ୍କ ସମ୍ମୁଖରେ ଭଉଣୀର ଶବ ରଖି ଟଙ୍କା ମାଗିଲା ଭାଇ   29-Apr-2026
  ରାଜ୍ୟ  
କାର-ବସ ମୁହାଁମୁହିଁ ଧକ୍କା ଜଣେ,ମୃତ ୪ ଗୁରୁତର   28-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   28-Apr-2026

You Might Also Like

               
  ଜିଲ୍ଲା  

ଗୋସେବା ଶିବିର