-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ପୁରୁଷୋତ୍ତମପାଳିରେ ଝାଡାବାନ୍ତି , ଜଣେ ମୃତ ୮ ଆକ୍ରାନ୍ତ - ସହାୟତା ହାତ ବଢାଇଲେ ବ୍ଳକ ଉପାଧ୍ୟକ୍ଷ

16-Aug-2024



ବୀରମହାରାଜପୁର,  (ବିନୋଦ ପାଣ୍ଡେ):ସୁବର୍ଣ୍ଣପୁର ଜିଲ୍ଲା ବିରାମହରାଜପୁର ବ୍ଲକ ଲୁତୁରପଙ୍କ ପଞ୍ଚାୟତ ଅନ୍ତର୍ଗତ ପୁରୁଷୋତ୍ତମପାଳି ଗାଁରେ ଡାଇରିଆ ରେ  ଆକ୍ରାନ୍ତ ହୋଇ ଜଣକ ର ମୃତ୍ୟୁ ହୋଇ ଯାଇଥିବା ବେଳେ   ୮ ଜଣ ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି l ମୃତକ ହେଲେ ଉକ୍ତ ଗ୍ରାମର  ଦେବରାଜ ବେହେରା (୬୪) ଗତ ୧୩ତାରିଖ ରେ ଅତ୍ୟଧିକ ଝାଡା ବାନ୍ତି ହେବାରୁ ପ୍ରଥମେ ବିରାମହରାଜପୁର ପରେ ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଲୟ କୁ ନିଆ ଯାଇଥିଲା। କିନ୍ତୁ ଗତ କାଲି ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଯାଇଛି। ତେବେ ଆଜି ସକାଳୁ ମୃତ ପରିବାରଙ୍କ ୪ଜଣ ସଦସ୍ୟ ଏବଂ ଗାଁ ରଅନ୍ୟ ପରିବାର ର ୪ ଜଣ ଆକ୍ରାନ୍ତ ହୋଇ ଡାକ୍ତରଖାନା ରେ  ଚିକିତ୍ସାଧୀନ ଅଛନ୍ତି  l ଆକ୍ରାନ୍ତ  ମଧ୍ୟରୁ ଦୁଇ ଜଣ ନାବାଳକ ହୋଇଥିବା ଜଣା ପଡିଛି । ଖବର ପାଇ ବ୍ଲକ ଉପାଧ୍ୟାକ୍ଷ ନାରାୟଣ ଲୁହା ଓ ଡାକ୍ତରି ଟିମ ଗାଁରେ ପହଁଚି ଗ୍ରାମବାସୀ ଙ୍କୁ ସଚେତନତା କରିବା ସହ ଆକ୍ରାନ୍ତ ଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଯାଞ୍ଚ  କରିଛନ୍ତି  l ସେହିଭଳି ଅଙ୍ଗନ ବାଡ଼ି କର୍ମୀ ସ୍ୱାସ୍ଥ୍ୟ କର୍ମୀ ଆଶା କର୍ମୀ ଘରକୁ ଘର ବୁଲି ଲୋକଙ୍କ ସ୍ୱାସ୍ଥ୍ୟ ଅବସ୍ଥା  ବୁଝିବା ସହ ସଚେତନତା କରାଉଛନ୍ତି l  ଆଜି ସନ୍ଧ୍ୟା ସୁଦ୍ଧା ମିଳିଥିବା ସୂଚନା ଅନୁସାରେ ୪ ଜଣ ଆକ୍ରାନ୍ତ ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିବାବେଳେ ଅନ୍ୟ ୨ ଜଣ ଆକ୍ରାନ୍ତ ମୁର୍ଷୁଣ୍ଢି ସ୍ୱାସ୍ଥ୍ୟକେନ୍ଦ୍ରରୁ ଚିକିତ୍ସିତ ହୋଇ ଘରକୁ ଫେରିଥିବା ଜଣାପଡ଼ିଛି। ଅନ୍ୟ ଦୁଇ ଜଣ ଆକ୍ରାନ୍ତ ଗାଁରେ ରହି ଔଷଧ ସେବନ କରିବା ପରେ ସୁସ୍ଥ ଥିବା ଜଣାପଡ଼ିଛି।ସେପଟେ ପୁରୁଷୋତ୍ତମପାଳି ଗାଁରେ ଡାଇରିଆ ନିୟନ୍ତ୍ରାଧୀନ ଥିବା କହିଛନ୍ତି ମୁର୍ଷୁଣ୍ଢୀ ସ୍ୱାସ୍ଥ୍ୟକେନ୍ଦ୍ର ର ଡାକ୍ତର ଶିବାନନ୍ଦ ଚାଉଳିଆ ଓ ଆୟୁଷ ଡାକ୍ତର  ନିରୁପମା ମହାପାତ୍ର ସୂଚନା ଦେଇ ଥିବା ବେଳେ  ଉପାଧ୍ୟକ୍ଷ  ନାରାୟଣ ଲୁହା ମୃତକ ଙ୍କ ପରିବାର ବର୍ଗ ଙ୍କୁ ଆର୍ଥିକ ସହାୟତl ପ୍ରଦାନ କରିଛନ୍ତି।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like