-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ହର୍ ଘର୍ ତ୍ରିରଙ୍ଗା ଅଭିଯାନ ଉପଲକ୍ଷେ ସୋନପୁର ରେ ସାଂସ୍କୃତିକ କାର୍ଯ୍ୟକ୍ରମ

16-Aug-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ସ୍ଵାଧୀନତା ଦିବସରେ ହର୍ ଘର୍ ତ୍ରିରଙ୍ଗା ଅଭିଯାନ ପାଳନ ଅବସରରେ   ସୋନପୁର ନୂତନ ଟାଉନହଲ ଠାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଓ ହର୍ ଘର୍ ତ୍ରିରଙ୍ଗା କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ତ୍ରିରଙ୍ଗା କନ୍ସର୍ଟ ଓ ପୁରସ୍କାର ବିତରଣ ଅନୁଷ୍ଠିତ କରାଯାଇଥିଲା l ଏଥିରେ ସ୍ଵାଧୀନତା  ଦିବସ  ପାଇଁ ପୂର୍ବରୁ ଆୟୋଜିତ  ହୋଇଥିବା ବିଭିନ୍ନ ପ୍ରତିଯୋଗିତାର କୃତୀ ଛାତ୍ରଛାତ୍ରୀ ମାନଙ୍କୁ ମାନପତ୍ର ଓ  ଟ୍ରଫି ପ୍ରଦାନ କରାଯାଇଥିଲା I ବିଭିନ୍ନ ବିଦ୍ୟାଳୟ  ଓ ସାଂସ୍କୃତିକ ଅନୁଷ୍ଠାନ ର  ଛାତ୍ରଛାତ୍ରୀମାନେ ଏବଂ ଶିଶୁ କଳାକାର ମାନେ  ସୁନ୍ଦର ଦେଶାତ୍ମୋବୋଧକ ନୃତ୍ୟ ଓ ସଙ୍ଗୀତ ପରିବେଷଣ କରିଥିଲେ I ପଦ୍ମଶ୍ରୀ ଚତୁର୍ଭୁଜ ମେହେର, ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ, ଅଞ୍ଜଳିନା ପ୍ରଧାନ,ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲାପରିଷଦ ଅଶ୍ୱିନୀ କୁମାର ମେହେର, ତହସିଲଦାର ସୌମ୍ୟରୁପା ରଥ ସନ୍ଧ୍ୟା ସାଂସ୍କୃତିକ ବିଚିତ୍ରା ତଥା ପୁରସ୍କାର ବିତରଣ କାର୍ଯ୍ୟକ୍ରମରେ ଅତିଥି  ଭାବରେ ଯୋଗଦେଇଥିଲେ I

ସୁବର୍ଣ୍ଣପୁର  ସଂଗୀତ ମହାବିଦ୍ୟାଳୟ , ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ଟ୍ରେଣ୍ଡି ଏକାଡେମି,କେଜିବିଭି,ଲିଟିଲ୍ଫ୍ଲାୱର,ମିଲେନିୟମ୍ଶକିଡ୍ସ,ବାବୁପାଲି ଉପ୍ରା ସ୍କୁଲ, କେନ୍ଦ୍ରୀୟ ବିଦ୍ୟାଳୟ ପ୍ରଭୃତି ଅନୁଷ୍ଠାନ ର ଛାତ୍ର ଛାତ୍ରୀ ଙ୍କ ଦ୍ଵାରା ଚିତ୍ତାକର୍ଷକ ନାଚ ଗୀତ ପରିବେଷଣ କରଯାଇଥିଲା l ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଅଶ୍ଵିନୀ କୁମାର  ଭୋଇ  ଏବଂ ଜିଲ୍ଲା ସଂସ୍କୃତି ଅଧିକାରୀ ଯମୁନା ପଧାନ ଏହି ଦିବସର ବିଭିନ୍ନ କାର୍ଯ୍ୟକ୍ରମକୁ ପରିଚାଳନା କରିଥିବା ବେଳେ ଶ୍ରୀ ଲକ୍ଷ୍ମୀ ନାରାୟଣ ସାହୁ ଓ ଅବିନାଶ ହୋତା ସାଂସ୍କୃତିକ କାର୍ଯକ୍ରମ କୁ ସଂଯୋଜନା କରିଥଲେ l  ଏହି  କାର୍ଯ୍ୟକ୍ରମ ରେ ନେତୃ ସ୍ଥାନୀୟ ବ୍ୟକ୍ତି ବିଶେଷ, ସାମ୍ୱାଦିକ , ବିଭିନ୍ନ ସାମାଜିକ ଅନୁଷ୍ଠାନ, ସାଂସ୍କୃତିକ ଅନୁଷ୍ଠାନର କର୍ମକର୍ତ୍ତା, ସ୍କୁଲ କଲେଜ ଛାତ୍ର ଛାତ୍ରୀ, ଅଭିଭାବକ, ଶିକ୍ଷକ ଶିକ୍ଷୟତ୍ରୀ, ଆଧ୍ୟପକ, ଅଧ୍ୟାପିକା, ଜିଲ୍ଲାର ମାନ୍ୟଗଣ୍ୟ ବ୍ୟକ୍ତି ବିଶେଷ ପ୍ରମୁଖ ବହୁସଂଖ୍ୟାରେ ଯୋଗଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like