-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ରତାଖଣ୍ଡି ଠାରେ ଇକୋଟୁ୍ରିଜିମ ପାଇଁ ଜଙ୍ଗଲ ପରିବେଶ ମନ୍ତ୍ରୀଙ୍କୁ ଦାବି ଜଣାଇଲା ବିଜେପି

17-Aug-2024



କଣ୍ଟାମାଳ(ଜୟ କୁମାର ମହାରଣା): କଣ୍ଟାମାଳ ବ୍ଲକ ମନମୁଣ୍ଡା ଡାକବଙ୍ଗଳା ଠାରେ ଓଡିଶା ରାଜ୍ୟ ସରକାରଙ୍କ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ଏବଂ ଶ୍ରମ ଓ ନିଯୁକ୍ତି ବିଭାଗ ମନ୍ତ୍ରୀ ଗଣେଶରାମ ସିଂହ ଖୁଣ୍ଟିଆଙ୍କୁ ବିଜେପି ମନମୁଣ୍ଡା ମଣ୍ଡଳ ସଭାପତି ନିରଞ୍ଜନ କର୍ଣ୍ଣ ଙ୍କ ନେତୃତ୍ୱରେ ଏକ ବିଜେପି ପ୍ରତିନିଧି ମଣ୍ଡଳୀ ସାକ୍ଷାତ କରି ପୁଷ୍ପଗୁଛ ଓ ଉପଢୌକନ ଦ୍ୱାରା ସମ୍ବର୍ଦ୍ଧିତ କରିଥିଲେ  l ଏହି ସାକ୍ଷାତ ସମୟରେ ମନମୁଣ୍ଡା

ଅଂଚଳର ବିଭିନ୍ନ ସମସ୍ୟା ସମ୍ପର୍କରେ ମନ୍ତ୍ରୀ ଶ୍ରୀ ଖୁଣ୍ଟିଆ ଙ୍କ ସହ ଆଲୋଚନା କରିଥିଲେ  l  ଆଲୋଚନା ମଧ୍ୟରେ ରତାଖଣ୍ଡି ସଂରକ୍ଷିତ ଜଙ୍ଗଲର ଉପଯୁକ୍ତ ରକ୍ଷଣା ବେକ୍ଷଣ ସହିତ ଇକୋ ଟୁ୍ରିଜିମ ସୃଷ୍ଟି କରାଗଲେ ଜଙ୍ଗଲ ଛାଡି ଗାଁ ମୁହାଁ ହୋଇଥିବା ଜୀବଜନ୍ତୁ ଙ୍କ ସୁରକ୍ଷିତ ରକ୍ଷଣା ବେକ୍ଷଣ ହୋଇପାରିବା ସହ ନିଯୁକ୍ତି ସୃଷ୍ଟି କରାଯାଇ ପାରିବ ଓ ଅଂଚଳର ବିକାଶ କରାଯାଇ ପାରିବ  l  ତତ ସହିତ ଅଞ୍ଚଳରେ ଅଧିକ  ବନୀକରଣ ସୃଷ୍ଟି

କରାଗଲେ ପରିବେଶର ଭାରସାମ୍ୟ ସନ୍ତୁଳନ ରହିପାରିବ l  ସେହିପରି ମନମୁଣ୍ଡା ଠାରେ ଓଏଫଡିସି ତରଫରୁ ଏକ କାଠ ଡିପୋ କରାଗଲେ ଅଂଚଳର ଲୋକେ ଉପକୃତ ହୋଇପାରିବେ ବୋଲି ମଣ୍ଡଳ ସଭାପତି ଶ୍ରୀ କର୍ଣ୍ଣ ମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିବା ସହ ଅଞ୍ଚଳ ତରଫରୁ ଦାବି ରଖିଥିଲେ  l  ଏହି ଆଲୋଚନା ସମୟରେ ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ଏବଂ ଶ୍ରମ ନିଯୁକ୍ତି ମନ୍ତ୍ରୀ ଶ୍ରୀଯୁକ୍ତ ଖୁଣ୍ଟିଆ ଙ୍କ ସହ ବୌଦ୍ଧ ଡ଼ିଏଫଓ ଦେବପ୍ରିୟ କମ୍ପ ମଧ୍ୟ ଉପସ୍ଥିତ ରହି ଆଲୋଚନା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like