-+91-9937148622 |

prerana_bgr@rediffmail.com |

  Saturday 25th April 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ଜାତୀୟ ପଂଚାୟତି ରାଜ ଦିବସ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଲୋକଙ୍କ ସକ୍ରିୟ ଭାଗିଦାରୀ ଓ ଅଭିନବ ଚିନ୍ତାଧାରା ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ ଗତିଶୀଳ କରିବ- ମୁଖ୍ୟମନ୍ତ୍ରୀ    (24-Apr-2026)       ||      ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   (24-Apr-2026)       ||      ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ    (24-Apr-2026)       ||      ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   (24-Apr-2026)       ||      ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   (24-Apr-2026)       ||      ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   (24-Apr-2026)       ||      ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   (24-Apr-2026)       ||      *ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   (24-Apr-2026)       ||      ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   (24-Apr-2026)       ||      ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   (24-Apr-2026)       ||      ୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ    (24-Apr-2026)       ||      ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ    (24-Apr-2026)       ||      ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   (24-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||     

HOME   ଜିଲ୍ଲା

ଧନକଉଡ଼ା ବ୍ଲଜ ସ୍ତରୀୟ ଅନ୍ତଃବିଦ୍ୟାଳୟ କୁଇଜ ପ୍ରତିଯୋଗିତା

17-Aug-2024



ଧନକଉଡା:(ପ୍ରେରଣା)-ଚନ୍ଦ୍ରଶେଖର ବେହେରା ଜିଲ୍ଲା ସ୍କୁଲ ଠାରେ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ୨୦୨୪-୨୫ ଆନୁକୂଲ୍ୟରେ ଧନକଉଡ଼ା ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଦ୍ୱାରା ହାଇସ୍କୁଲ ସ୍ତରୀୟ ଆନ୍ତଃବିଦ୍ୟାଳୟ କୁଇଜ ପ୍ରତିଯୋଗିତା ଅନୁଷ୍ଠିତ ହୋଇ ଯାଇଛି। ଉଦ୍ଘାଟନୀ ଉତ୍ସବରେ ବରିଷ୍ଠ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀମତୀ ସେବାଶ୍ରୀ ଭୋଇ ମୁଖ୍ୟ ଅତିଥି ଓ ଜିଲ୍ଲା ସ୍କୁଲ ର ପ୍ରଧାନ ଶିକ୍ଷକ ଶ୍ରୀମତୀ ଲୋକିତା ଦାଶ ସମ୍ମାନିତ ଅତିଥିଭାବେ ଯୋଗ ଦେଇଥିଲେ। ଏ ବି ଇ ଓ ରମେଶ ମିଶ୍ର ଓ ସୁସ୍ମିତା ପଟ୍ଟଯୋଶୀ  ଅନ୍ୟ ଅତିଥିଭାବେ ମଂଚାସୀନ ଥିଲେ। ଧନକଉଡ଼ା ବ୍ଲକ ର ବିଭିନ୍ନ ଉଚ୍ଚ ବିଦ୍ୟାଳୟ ରୁ ୮୦ ଜଣ ଛାତ୍ର ଛାତ୍ରୀ ଅଂଶ ଗ୍ରହଣ କରିଥିଲେ। ଉଦଯାପନୀ ଉତ୍ସବ re ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ମତୀ ମୀନାରାଣୀ ମଙ୍ଗଲ ଉପସ୍ଥିତ ରହି ପ୍ରତିଯୋଗୀ ମାନଙ୍କୁ ଯୁଗୋପଯୋଗୀ ହେବା ସହ ସୁସ୍ଥ ସମାଜ ଗଠନ ଦିଗ ରେ ସର୍ବଦା ପ୍ରୟାସ ଓ ସାଧାନା ଜାରି ରଖିବା ପାଇଁ ଉତ୍ସାହିତ କରିଥିଲେ। ଏହି ପ୍ରତିଯୋଗିତା ଲେଡି ଲୁଇସ ବାଳିକା ଉଚ୍ଚ ବିଦ୍ୟାଳୟ ର ଛାତ୍ରୀ ଅର୍ପିତା ପ୍ରଧାନ ପ୍ରଥମ, ହୀରାକୁଦ ବାଳିକା ଉଚ୍ଚ ବିଦ୍ୟାଳୟ ର ଛାତ୍ରୀ କରିଶ୍ମା ପ୍ରଧାନ ଦ୍ଵିତୀୟ ଓ ଅମ୍ରିତ ଜେନା ତୃତୀୟ ସ୍ଥାନ ଅଧିକାର କରିଥିଲେ। ଶ୍ରୀଯୁକ୍ତ ଅଖିଳ ବିଶ୍ୱାଳ ଓ ରମେଶ କୁମାର ମିର୍ଧା ବିଚାରକ ଦାୟିତ୍ୱ ତୁଲାଇଥିଲେ। ଜିଲ୍ଲା ସ୍କୁଲ ର ଛାତ୍ରୀ ମାନଙ୍କର ଦ୍ୱାରା ପାରିବେଷିତ ସାଂସ୍କୃତିକ କାର୍ଯ୍ୟକ୍ରମ ଅତ୍ୟନ୍ତ ଚିତ୍ତାକର୍ଷକ ହୋଇଥିଲା। ଅସୀମ ପ୍ରଧାନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।  କାର୍ଯ୍ୟକ୍ରମ କୁ ସଫଳ କରିବାରେ ସମସ୍ତେ ସି ଆର ସି ସି ସହାୟତା କରିଥିଲେ। ଶ୍ରୀଯୁକ୍ତ ରମେଶ ମିଶ୍ର ଅନୁଷ୍ଠାନିକ ଭାବରେ ଧନ୍ୟବାଦ ପ୍ରଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ଜାତୀୟ ପଂଚାୟତି ରାଜ ଦିବସ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଲୋକଙ୍କ ସକ୍ରିୟ ଭାଗିଦାରୀ ଓ ଅଭିନବ ଚିନ୍ତାଧାରା ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ ଗତିଶୀଳ କରିବ- ମୁଖ୍ୟମନ୍ତ୍ରୀ    24-Apr-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   24-Apr-2026
  ଜିଲ୍ଲା  
ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ   24-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   24-Apr-2026
  ଜିଲ୍ଲା  
ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   24-Apr-2026
  ରାଜ୍ୟ  
ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   24-Apr-2026
  ଜିଲ୍ଲା  
ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   24-Apr-2026
  ଜିଲ୍ଲା  
*ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   24-Apr-2026
  ରାଜ୍ୟ  
ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   24-Apr-2026
  ଜିଲ୍ଲା  
ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   24-Apr-2026
  ଜିଲ୍ଲା  
୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ   24-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ   24-Apr-2026

You Might Also Like