-+91-9937148622 |
prerana_bgr@rediffmail.com |
Saturday 25th April 2026 |
R.N.I. Regd No. ODIODI/2010/46693
Breaking News
17-Aug-2024
ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ ସ୍ଥିତ ବାପୁଜୀ ସ୍ୱତନ୍ତ୍ର ବିଦ୍ୟାଳୟଠାରେ ଭିନ୍ନକ୍ଷମ ଛାତ୍ର ଛାତ୍ରୀଙ୍କ ପରେଡ ସହ ଅଗଷ୍ଟ ପନ୍ଦର କାର୍ଯ୍ୟକ୍ରମରେ ଡ଼କ୍ଟର ଜୟଦେବ ସାହୁ, ଅଧ୍ୟକ୍ଷ ଯୋଗ ଦେଇଥିବା ବେଳେ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଉପସ୍ଥିତ ଥିଲେ । କାର୍ଯ୍ୟକ୍ରମରେ ସମାଜସେବୀ ଦିବାକର ମାଝୀ ସହଯୋଗ କରିଥିଲେ ।