-+91-9937148622 |

prerana_bgr@rediffmail.com |

  Saturday 20th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ    (19-Jun-2026)       ||      ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ    (19-Jun-2026)       ||      ବାହାର ଜିଲ୍ଲାରୁ ଆସୁଛି ଧାନ !   (19-Jun-2026)       ||      *ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   (19-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   (19-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   (19-Jun-2026)       ||      *ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   (19-Jun-2026)       ||      ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||     

HOME   ଜିଲ୍ଲା

ଡାହାଣୀ ସନ୍ଦେହରେ ଦଳିତ ମହିଳା ଙ୍କୁ ବିଚ୍ ବଜାର ରେ ଆକ୍ରମଣ କରି ମାଡ ମାରିଥିବା ଅଭିଯୋଗ ରେ ମହିଳା ଜଣକ ଆଗଲପୁର ଥାନାର ଦ୍ବାରସ୍ଥ

17-Aug-2024



ଆଗଲପୁର, (ପ୍ରେରଣା ଖବର ) ଆଜିକାର ବିଜ୍ଞାନ ଯୁଗରେ ମଧ୍ୟ ମଣିଷ ମନରେ ଅନ୍ଧ ବିଶ୍ବାସ ଭରି ରହିଛି l ଅନ୍ଧବିଶ୍ବାସ ର ବଶବର୍ତ୍ତୀ ହୋଇ ଜଣେ ଦଳିତ ମହିଳା ଙ୍କୁ ଆଜିର ଆଧୁନିକ ଯୁଗରେ ମଧ୍ୟ ଅକଥନୀୟ ଅତ୍ୟାଚାର, ନିର୍ଯାତନା ର ଶିକାର ହେବାକୁ ପଡ଼ିଛି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ର ରୋଥ୍ ଗ୍ରାମରେ l ସୂଚନାନୁସାରେ ବୁଇ ବାରିକ ସ୍ବାମୀ ଟଙ୍କଧର ବାରିକ ବୟସ 45 ଗ୍ରାମ ରୋଥ ତାଙ୍କୁ ଡାହାଣୀ ସନ୍ଦେହରେ ଗ୍ରାମର ଜଣେ ଯୁବକ ନାମ ହେଉଛି ଅଶ୍ଵିନୀ ପଟେଲ, ପିତା ବିପ୍ରପ୍ରସାଦ ପଟେଲ ତାଙ୍କୁ ଆଜି ଗ୍ରାମର ସାପ୍ତାହିକ ବଜାର ରେ ଅଶ୍ଳୀଳ ଭାଷାରେ ଗାଳି ଗୁଲଜ କରି ମାଡ଼ ମାରିଥିବା କହି ଆଗଲପୁର ଥାନା ରେ ଲିଖିତ ଅଭିଯୋଗ କରିଛନ୍ତି l ଉକ୍ତ ମହିଳା ଜଣକ ସ୍ବାମୀ ଆଗଲପୁର ପଞ୍ଚାୟତ ସମିତି ମହାବିଦ୍ୟାଳୟ ରେ ରାତ୍ର ଜଗୁଆଳି ଭାବରେ କାମ କରନ୍ତି l ତାଙ୍କ ସହିତ ଉକ୍ତ ମହିଳା ମଧ୍ୟ ସ୍ଵାମୀଙ୍କ ସହିତ ରାତ୍ର ଜଗୁଆଳି ଭାବରେ ରହି ମହା ବିଦ୍ୟାଳୟ ରେ କାମ କରୁଛନ୍ତି l ଉଭୟଙ୍କୁ ମହା ବିଦ୍ୟାଳୟ ରେ ରହି ଡାହାଣୀ କାମ କରୁଛ କହି ଜାତି ଆକ୍ଷେପ କରି ମାଡ ମାରିଥିବା ଅଭିଯୋଗ କରିଛନ୍ତି l ଜଣେ ବ୍ୟକ୍ତି କିପରି ଭାବରେ ତାଙ୍କୁ ବିଚ୍ ବଜାର ରେ ଅଶ୍ଳୀଳ ଭାଷାରେ ଗାଳି ଗୁଲଜ କରି, ଜାତି ଆକ୍ଷେପ କରି ମାଡ ମାରିବା ତାହା ପ୍ରଶ୍ନବାଚୀ ସୃଷ୍ଟି କରିଛି l ଡାହାଣୀ କହି ଶାଢ଼ୀ ଟାଣିଥିବା ଅଭିଯୋଗ ପତ୍ର ରେ ଉଲ୍ଲେଖ କରିଛନ୍ତି l ଏହା ଉପରେ ତଦନ୍ତ ହେବା ସହିତ ମହା ବିଦ୍ୟାଳୟ ରେ ହୋଇଥିବା ଘଟଣା ର ପର୍ଦ୍ଦାଫାଶ ହେବା ଉଚିତ୍ l ମହିଳା ଜଣକ ମାଡ ଖାଇବା ପରେ ଡାକ୍ତରଖାନା ରେ ଚିକିତ୍ସା ହେବା ପରେ ଥାନା ରେ ଲିଖିତ ଅଭିଯୋଗ କରିଛନ୍ତି l ଅଭିଯୋଗ ପତ୍ର ସହିତ ଡାକ୍ତର ଦେଇଥିବା ଚିକିତ୍ସିତ ଫର୍ଦ୍ଦ ମଧ୍ୟ ଥାନା ରେ ଦାଖଲ କରିଛନ୍ତି। ଏ ବିଷୟରେ ଆଗଲପୁର ଥାନା ଅଧିକାରୀ ଶ୍ରୀ ବାସୁଦେବ ଭୋଇ ଙ୍କୁ ପଚାରିବାରୁ ଅଭିଯୋଗ ପତ୍ର ମୋତେ ହସ୍ତଗତ ହୋଇଛି ବୋଲି ଆମ୍ଭଙ୍କୁ ସୂଚନା ଦେଇଛନ୍ତି। ଏହା ଉପରେ ତଦନ୍ତ କରାଯାଇ ଉଚିତ୍ ପଦକ୍ଷେପ ନିଆଯିବ ଶ୍ରୀ ଭୋଇ ପ୍ରକାଶ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ   19-Jun-2026
  ଜିଲ୍ଲା  
ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ   19-Jun-2026
  ଜିଲ୍ଲା  
ବାହାର ଜିଲ୍ଲାରୁ ଆସୁଛି ଧାନ !   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   19-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   19-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   19-Jun-2026
  ଜିଲ୍ଲା  
ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା   19-Jun-2026
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026

You Might Also Like