-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ମନରେଗା ରେ ବଡ଼ ଦୁର୍ନୀତି

17-Aug-2024



ହରଭଙ୍ଗା,(ଦେବବ୍ରତ ଦାଶ ଙ୍କ ରିପୋର୍ଟ ) ମନରେଗା ଯୋଜନାରେ ଆମ୍ବ ଚାରା ରୋପଣ ଓ ପୋଖରୀ ଖନନ ନାଁରେ ବଡ଼ ଧରଣ ଦୁର୍ନୀତି ପ୍ରତିବାଦରେ ଆଜି କିର୍ଲା ଓ ଡାହିମାଳ ଗ୍ରାମର ଚାଷୀ ମାନେ ଜିଲ୍ଲାପାଳଙ୍କ ଦ୍ୱାରସ୍ତ ହୋଇଛନ୍ତି l ସୂଚନା ଅନୁଯାଇ ମୃତ୍ତିକା ସରଂକ୍ଷଣ ଓ ଜଳବିଭାଜିକା ପକ୍ଷରୁ ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଳକ ଶିମିଳପଦର ପଞ୍ଚାୟତ ଅନ୍ତର୍ଗତ କିଲ୍ଲା ଓ ଡାହିମାଳ ଗ୍ରାମରେ ମାନରେଗ ଯୋଜୋନାରେ ବ୍ୟାପକ ଦୁର୍ନୀତି ହୋଇଛି l 11 ହେକ୍ଟର ଜମିରେ ଆମ୍ବ ଚାରା ରୋପଣ ହୋଇଛି ଓ ସତଗୋଟି ପଖରୀ ଖନନ କାମରେ ବ୍ୟାପକ ଦୁର୍ନୀତି l ବିନା ସୂଚନା ଫଳକ ରେ କାର୍ଯ୍ୟ ହେବା ସହ ଆମ୍ବ ଗଛ ନଲାଗି ଦେଢ଼ କୋଟି ଟଙ୍କାର ଅର୍ଥ ହେର ଫେର କରିଥିବା ଅଭିଯୋଗ ହୋଇଛି l  କମିଟି ର ସଭାପତି ପ୍ରତାପ ମାହାର ବିଭାଗୀୟ ଅଧିକାରୀ ମାନଙ୍କ ସହ ସଲାସୁତୁରା କରି ୧୧ ହେକ୍ଟର ଜମିର ଆମ୍ଭ ଗଛ ରୋପଣ ଓ ତାରବାଡ ଜାଲିଆତି ଚଞ୍ଚଳତା କରି ମିଥ୍ୟା ବିଲ କରି ତାଙ୍କ ସବୁ ଆତ୍ମସାତ କରି ଦେଇଥିବା ଅଭିଯୋଗ କରିଛନ୍ତି ଗ୍ରାମବାସୀ । ସେ ନେଇ  ମୃଭିକା ସରଂକ୍ଷଣ ଓ ଜଳବିଭାଜିକା ଙ୍କୁ ଅଭିଯୋଗ ପରେ ମଧ୍ୟ ଶୁଣି ନଥିବାରୁ ଆଜି ସଭାପତି ଙ୍କ ବିରୁଦ୍ଧରେ ଏବଂ ସେଥ‌ିରେ ସମ୍ପୃକ୍ତ ଥିବା ଅଧିକାରୀ ମାନଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ସହ ସଭାପତି ପଦରୁ ବହିଷ୍କାର, କମିଟୀ ଭଙ୍ଗ ଏବଂ ନୂତନ କମିଟୀ ଗଠନ ଦାବୀ କରି ଆଜି ବୌଦ୍ଧ ଜିଲ୍ଲାର ଜିଲ୍ଲାପାଳଙ୍କୁ ଲିଖିତ ଅଭିଯୋଗ କରିଛନ୍ତି l ଯଦି ଏହାର କୌଣସି ପଦକ୍ଷେପ ଗ୍ରହଣ ନ କରନ୍ତି ତେବେ ଆନ୍ଦୋଳୋନ କରିବାକୁ ବାଧ୍ୟ ହେବୁ ବୋଲି କହିଛନ୍ତି ଗ୍ରାମବାସୀ .।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like