-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

3ବର୍ଷ ହେବ ଠିକାଦାରର କବଜାରେ ମୁଦଲିଆଗୁଡା ନୂତନ ଅଙ୍ଗନବାଡି କେନ୍ଦ୍ର

17-Aug-2024



ନବରଙ୍ଗପୁର(ମିହିର ଶଙ୍କର ପାତ୍ର)
ପାପଡା଼ହଣ୍ଡି ବ୍ଲକ ନୁଆକୋଟ  ପଞ୍ଚାୟତ ଅଧୀନ  ମୁଦଲିଆଗୁଡ଼ା ଠାରେ  ନୂତନ ଅଙ୍ଗନୱାଡ଼ି କେନ୍ଦ୍ର ପାଲଟିଛି ମଶାଣି ଘର। ଦିର୍ଘ ତିନିବର୍ଷର ତଳେ ତିଆରି ହୋଇ ପଡ଼ିରହିଛି ଅଙ୍ଗନବାଡ଼ି କେନ୍ଦ୍ର। ନୂତନ ଅଙ୍ଗନୱାଡ଼ି ଗୃହକୁ ହସ୍ତାନ୍ତର କରିବା ପାଇଁ ସ୍ଥାନୀୟ ସରପଞ୍ଚ ଲଖୀ ମାଝୀ ଙ୍କୁ 3 ବର୍ଷ ହେବ କୁହା ହେଉଛି କିନ୍ତୁ ସେ ଏବିଷୟରେ ବ୍ଲକ ଉନ୍ନୟନ ଅଧିକାରୀ କିମ୍ବା ଜିଲ୍ଲାସ୍ତରୀୟ ଅଧିକାରୀଙ୍କୁ ଜଣାଉ ନାହାନ୍ତି ବଲି ମୁଦଲିଆଗୁଡ଼ା  ଗ୍ରାମବାସୀଙ୍କର ଅଭିଯୋଗ। ନୂଆକଟ ଗ୍ରାମର ସମିତି ସଭ ଏହି ଅଙ୍ଗନବାଡି କେନ୍ଦ୍ରର ଠିକାଦାର ହାଇଥିବାରୁ ତାଙ୍କ କବଜାରେ ଅଛି ଏହି କେନ୍ଦ୍ର।ପାପଡାହାଣ୍ଡି ସିଡିପିଓଙ୍କୁ ମଧ୍ୟ ବାରମ୍ବାର ଜାଣିଇଲେ ମଧ୍ୟ କିଛି ସୁଫଳ ମିଳୁ ନାହିଁ କିମ୍ବା ନୂଆ ଅଙ୍ଗନବାଡ଼ି କେନ୍ଦ୍ର ତିଆରିହେଇ ମୋଶାଣି ଘରପରି ପଢିରହିଛି ତାହା ସ୍ଥାନୀୟ ବ୍ଲକ ପ୍ରଶାସନକୁ ନଜରଆସୁନି l ରସେଇୟାଙ୍କ ଘରେ ଚାଲିଛି ଅଙ୍ଗନବାଡି କେନ୍ଦ୍ର। ଯେଉଁ ଘରେ ଅଙ୍ଗନବାଡି କେନ୍ଦ୍ର ଚାଲିଛି ସେ ଘରର ମାଲିକ ବାରମ୍ବାର ଘର ଖାଲିକରିବାକୁ କହୁଛି। କରଣ ତାଙ୍କ ପରିବାର କୁ ରହିବା ପାଇଁ ଅସୁବିଧା ହେଉଛି ବଲି। ତଥାପି ବ୍ଲକ ପ୍ରଶାସନ ତରଫରୁ କିଛି ପଦକ୍ଷେପ  ନିଆଯାଉ ନାହିଁ। ଜର ଜବରଦସ୍ତ ସେହି ଲକଙ୍କ ଘରେ ଲେଖିଦେଲେ ଆମ ଅଙ୍ଗନବାଡ଼ି କେନ୍ଦ୍ର ଗୃହ।ଘର ମାଲିକ ଯଦି ଘରକୁ ତାଲା ପକାଇ ଦେବ ତେବେ ଗଛମୂଳରେ ଚଲାଇବାକୁ ପଡିବ ଅଙ୍ଗନବାଡି କେନ୍ଦ୍ର।ଏଥିପ୍ରତି ଜିଲ୍ଲା ପ୍ରଶାସନ ଦୃଟି ଦେବାକୁ ଗ୍ରାମ ବସି ଏଵଂ ଘର ମାଲିକ ନିବେଦନ କରିଛନ୍ତି। 

ବି.ଦ୍ର:-ମୁଦଲିଆଗୁଡ଼ା ଠାରେ  ନୂତନ ଅଙ୍ଗନୱାଡ଼ି କେନ୍ଦ୍ର ପାଲଟିଛି ମଶାଣି ଘର ନିରବ ପାପଡାହାଣ୍ଡି ବ୍ଲକ ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ଏଵଂ ବ୍ଲକ ପ୍ରଶାସନ*


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like