-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

କଂଗ୍ରେସ ରୁ ଇସ୍ତଫା ଦେଲେ ଓଡ଼ିଶାର ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ

17-Aug-2024



ଭୁବନେଶ୍ୱର:- ଇତି ମଧ୍ୟରେ ଓଡ଼ିଶାର ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ କଂଗ୍ରେସ ଦଳ ଛାଡିଛନ୍ତି।ସେ ନିଜର ଇସ୍ତଫା ପତ୍ର ମେଲ୍ ଯୋଗେ ଏ ଆଇ ସି ସି କୁ ପଠାଇ ଦେଇଛନ୍ତି।ଚର୍ଚ୍ଚା ହୁଏ କୁଆଡେ ଶ୍ରୀ ପଟ୍ଟନାୟକ ଦଳ ପ୍ରତି ଅସନ୍ତୁଷ୍ଟ ହୋଇ ଇସ୍ତଫା ଦେଇଛନ୍ତି।୨୦୨୪ ସାଧାରଣ ନିର୍ବାଚନ ରେ କଂଗ୍ରେସ ତାଙ୍କୁ ଗଜପତି ଜିଲ୍ଲା ର ପାରଳାଖେମୁଣ୍ଡି ରୁ ପ୍ରାର୍ଥୀ କରିଥିଲା।ତତ୍ ସଙ୍ଗେ ନିର୍ବାଚନ ସମୟରେ ଶ୍ରୀଯୁକ୍ତ ପଟ୍ଟନାୟକ ଙ୍କୁ କଂଗ୍ରେସ ପ୍ରଚାର କମିଟି ର ଅଧ୍ୟକ୍ଷ ଦାୟିତ୍ଵ ମଧ୍ୟ ଦେଇଥିଲେ।ପରେ କୌଣସି କାରଣରୁ ତାଙ୍କ ଠାରୁ ପଦବୀ କାଢି ନିଆଯାଇଥିଲା।ସୂଚନା ରୁ ଜଣାପଡେ ଶ୍ରୀଯୁକ୍ତ ପଟ୍ଟନାୟକ ୨୦୨୩ ଫେବୃୟାରୀ ୧୦ ତାରିଖ ରେ ନୂଆଦିଲ୍ଲୀ ସ୍ଥିତ    ଏ ଆଇ ସି ସି କାର୍ଯ୍ୟାଳୟ ଠାରେ ଅଧ୍ୟକ୍ଷ ମଲ୍ଲିକାର୍ଯୁନ ଖଡଗେ ଙ୍କ ଉପସ୍ଥିତି ରେ ତାଙ୍କ ନୂଆ ପାଳି ଆରମ୍ଭ କରିଥିଲେ।ଏହି ସମୟରେ କଂଗ୍ରେସ ର ସାଂଗଠନିକ ସମ୍ପାଦକ କେ.ସି.ଭେନୁଗୋପାଳ, ଏ ଆଇ ସି ସି ଓଡ଼ିଶା ପ୍ରଭାରୀ ଚେଲ୍ଲା କୁମାର,ବରିଷ୍ଠ କଂଗ୍ରେସ ନେତା ମାନସ ଚୌଧୁରୀ,ତତ୍ କାଳୀନ ପିସିସି ସଭାପତି ଶରତ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ।୧୯୭୭ ବ୍ୟାଚ ଆଇ ଏ ଏସ ବିଜୟ ପଟ୍ଟନାୟକ ୨୦୦୪ ରୁ ୨୦୧୦ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ ପ୍ରମୁଖ ସଚିବ ଥିଲେ।ଏହାପରେ ୨୦୧୦ ସେପ୍ଟେମ୍ବର ମାସରେ ରାଜ୍ୟର ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ଵ ଗ୍ରହଣ କରିଥିଲେ।ସେ ୨୦୧୩ ପର୍ଯ୍ୟନ୍ତ ଏହି ପଦବୀ ରେ ରହିଥିଲେ। ୨୦୧୩-୧୪ ରେ ସେ ରାଜ୍ୟ ସରକାର ଙ୍କ ଷ୍ଟାଫ୍ ସିଲେକ୍ସନ୍ କମିଶନ ଅଧ୍ୟକ୍ଷ ଓ ପରେ ୨୦୧୪-୧୫ ରେ ଓଡ଼ିଶା ମାନବାଧିକାର କମିଶନ ର ସଦସ୍ୟ ଥିଲେ।୨୦୧୫ ଏପ୍ରିଲ ମାସରେ ସେ ବେଦାନ୍ତ ବିଶ୍ଵ ବିଦ୍ୟାଳୟ ପ୍ରକଳ୍ପ ର ଅଧ୍ୟକ୍ଷ ପଦବୀ ଅଳଙ୍କୃତ କରି ୨୦୧୭ ରେ ସେ ଏହି ପଦବୀ ରୁ ଇସ୍ତଫା ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like