-+91-9937148622 |

prerana_bgr@rediffmail.com |

  Tuesday 3rd November 2026 |

| | | |

R.N.I. Regd No. ODIODI/2010/46693

Breaking News

ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||      ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   (02-Nov-2026)       ||      ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   (02-Nov-2026)       ||      ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   (02-Nov-2026)       ||      ବଲାଙ୍ଗୀର ସହରରେ ଆଧୁନିକ ଇଣ୍ଡୋର ଷ୍ଟାଡିୟମ୍ ନିର୍ମାଣ ଦାବି   (02-Nov-2026)       ||      ଗରିବଙ୍କ ହକ୍‌ର ଚାଉଳ କୁଆଡ଼େ ଗଲା? ବାବେବିର ପଞ୍ଚାୟତରେ ପିଡିଏସ୍ ଚାଉଳ ବଣ୍ଟନକୁ ନେଇ ଅସନ୍ତୋଷ, ଯୋଗାଣ ସହାୟକଙ୍କ ବିରୋଧରେ ଅନିୟମିତତା ଅଭିଯୋଗ   (02-Nov-2026)       ||      ଆମପାଣି ଗ୍ରାମ ଠାରେ ବୁଢ଼ାରଜାଙ୍କ ପ୍ରସିଦ୍ଧ ଦଶରା ପର୍ବ ପାଳିତ   (02-Nov-2026)       ||      ନାଗାଁ (ବି) ଠାରେ CRY ଓ PAP ପକ୍ଷରୁ ଶିଶୁମାନଙ୍କ ଅନଲାଇନ୍ ସୁରକ୍ଷା ଅଭିଯାନ ‘Ting Tang’ର ଶୁଭାରମ୍ଭ   (02-Nov-2026)       ||      ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା   (02-Nov-2026)       ||      *ପାପଡାହାଣ୍ଡି ବ୍ଲକ କ୍ଷତ୍ରିୟ ଧାକଡ ସମାଜ ବୈଠକ*   (02-Nov-2026)       ||      ବୁଦ୍ଧିଜୀବୀ ସମ୍ମିଳନୀ ଏବଂ ଆଲୋଚନା ଚକ୍ର ଲୋଇସିଂହା ଅଗ୍ରେସନ ଭବନ ଠାରେ ଅନୁଷ୍ଠିତ    (02-Nov-2026)       ||      ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   (01-Nov-2026)       ||      *ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   (01-Nov-2026)       ||     

HOME   ଜିଲ୍ଲା

ସ୍ୱୟଂ ପ୍ରଭା ସାହିତ୍ୟ ସଂସଦ ର ବୃକ୍ଷ ରୋପଣ କାର୍ଯ୍ୟକ୍ରମ

17-Aug-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ରେ ଗଢ଼ି ଉଠିଥିବା ସ୍ୱୟଂ ପ୍ରଭା ସାହିତ୍ୟ ସଂସଦ ଆନୁକୁଲ୍ୟରେ ସ୍ଥାନୀୟ ରାଣା ପ୍ରତାପ ସ୍କୁଲ ପରିସରରେ ବିଭିନ୍ନ ପ୍ରକାର ଫୁଲ ଓ ଫଳ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସଭାନେତ୍ରୀ ନୁରାବତୀ ସାହୁ ସମ୍ପାଦିକା କମଳିନୀ ଦେବୀଙ୍କ ତତ୍ବାବଧାନରେ ସଦସ୍ୟା ସନ୍ତୋଷିନୀ ଦାଶ,ରାଧାରାଣୀ ପଟ୍ଟନାୟକ ,ମୀନା ପଣ୍ଡା ନିରୁପମା ଶତପଥି,କବିତା ଦେବତା, ସୁନୀତା ମିଶ୍ର ପ୍ରକୃତି ବନ୍ଧୁ ଡ. ଡୋଳାମଣି ଶତପଥି,ସାମ୍ବାଦିକ ପ୍ରଦୀପ୍ତ ଭାନୁ ମହାନ୍ତି ,ପ୍ରଧାନ ଶିକ୍ଷକ ସୁଦୀପ କୁମାର ରଥ ପ୍ରମୁଖ ଏହି କାର୍ଯ୍ୟକ୍ରମରେ ପ୍ରତ୍ୟକ୍ଷ ଭାବରେ ଜଡ଼ିତ ହୋଇ ଫୁଲ ଓ ଫଳ ବୃକ୍ଷ ରୋପଣ କରିବା ସହିତ ବିଦ୍ୟାଳୟର ଛାତ୍ରୀ ଛାତ୍ର ମାନଙ୍କୁ ପୋଷ୍ୟ ଗଛ ଭାବେ ଦାୟିତ୍ବ ଅର୍ପଣ କରିଥିଲେ । ଗୋଟିଏ ଗଛକୁ ଜଣେ ଲେଖାଏଁ ଯତ୍ନ ନେବାକୁ ସଂକଳ୍ପ ନେଇଥିଲେ । ସାହିତ୍ୟ ସଂସଦ ତରଫରୁ ଛାତ୍ର ଛାତ୍ରୀଙ୍କୁ ବିସ୍କୁଟ ବଣ୍ଟନ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   03-Nov-2026
  ଜିଲ୍ଲା  
ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   03-Nov-2026
  ଜିଲ୍ଲା  
କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   03-Nov-2026
  ଜିଲ୍ଲା  
‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   03-Nov-2026
  ରାଜ୍ୟ  
ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   02-Nov-2026
  ଜିଲ୍ଲା  
ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   02-Nov-2026
  ଜିଲ୍ଲା  
ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ   02-Nov-2026
  ଜିଲ୍ଲା  
ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   02-Nov-2026
  ଜିଲ୍ଲା  
ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   02-Nov-2026
  ଜିଲ୍ଲା  
ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   02-Nov-2026
  ଜିଲ୍ଲା  
ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   02-Nov-2026
  ଜିଲ୍ଲା  
ବଲାଙ୍ଗୀର ସହରରେ ଆଧୁନିକ ଇଣ୍ଡୋର ଷ୍ଟାଡିୟମ୍ ନିର୍ମାଣ ଦାବି   02-Nov-2026

You Might Also Like