-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଭୂତଳ ଜଳସ୍ତର କମୁଥିବା ଅଞ୍ଚଳରେ କାରଖାନା ବସାଇ ପାଣିବେପାର ! ଲୋକଙ୍କ ଆନ୍ଦୋଳନ ଯୋଗୁଁ ସ୍ଥାନାନ୍ତରିତ ହୋଇଥିଲା

17-Aug-2024



ପାଟଣାଗଡ(ପ୍ରେରଣା ଖବର )  ଦିନକୁ ଦିନ ଭୂତଳ ଜଳସ୍ତର ହ୍ରାସ ପାଉଥିବା  ବଲାଙ୍ଗୀର ଜିଲ୍ଲାର ପାଟଣାଗଡରେ କିଛିବର୍ଷ ହେଲା ଜଣେ ବ୍ୟକ୍ତି ଏକ ବିଶୁଦ୍ଧ ପାନୀୟ ଜଳ କାରଖାନା ଖୋଲି ପାଣି ବିକ୍ରି ବେପାର ଚଳାଇଥିବା ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି କରିଛି ।  ପ୍ରକାଶ ଯେ , ପାଟଣାଗଡର ସୁରେଶ ମେହେର ନାମକ ଜଣେ ବ୍ୟବସାୟୀ କିଛିବର୍ଷ ତଳେ ପାଟଣାଗଡ - ରାମପୁର ମଧ୍ୟରେ ପାଟଣାଗଡ- ବଲାଙ୍ଗୀର ମୁଖ୍ୟରାସ୍ତା କଡର ସୁବର୍ଣ୍ଣରେଖା ନଦୀର ପୋଲ ସଂଲଗ୍ନ ସ୍ଥାନରେ ପ୍ରଥମେ ପିଇବା ପାଣି ପାଉଚ୍ ଓ ସ୍ପ୍ରିଲ୍ ନାମକ କୋଲ୍ ଡ ଡ୍ରିଂକ୍ସ କାରଖାନା ଖୋଲିଥିଲେ । ସେହିସ୍ଥାନରେ ସହରାଞ୍ଚଳର ଅଧିବାସୀଙ୍କୁ ପାନୀୟଜଳ ଯୋଗାଣ ନିମନ୍ତେ ଜନସ୍ୱାସ୍ଥ୍ୟ ବିଭାଗର ଇନ୍ ଟେକ୍ କୂପ ବସାଯାଇଛି । ଏହାର ମାତ୍ର ପ୍ରାୟ ୫୦ ମିଟର ସ୍ଥାନରେ ଏପରି ଘରୋଇ ପାଣି ଓ କୋଲ୍ଡଡ୍ରିଙ୍କ୍ସ କାରଖାନା ଖୋଲି ଶୁଷ୍କ

ଅନ୍ତଃସଲୀଳା ସୁବର୍ଣ୍ଣରେଖା ନଦୀରୁ ଜଳ ଶୋଷିବାକୁ ସ୍ଥାନୀୟ ଲୋକେ ପ୍ରବଳ ବିରୋଧ କରିଥିଲେ । ପାଟଣାଗଡର ସିଭିଲ୍ ସୋସାଇଟି ବା ଜନମଞ୍ଚ ତରଫରୁ ଏହା ବିରୋଧରେ ଆନ୍ଦୋଳନ ହେବାରୁ ଉକ୍ତ ବ୍ୟବସାୟୀ ଜଣକ ତାଙ୍କର ଉକ୍ତ କାରଖାନାକୁ ସେଠାରୁ ଉଠାଇ ନେଇ ରାମପୁର ନିକଟସ୍ଥ କୁକୁରକାନୀ ମୌଜାରେ ଏବେ ଉପରୋକ୍ତ ସ୍ପ୍ରିଲ୍ ଥଣ୍ଡାପାନୀୟ ଓ ପାଣି ପାଉଚ୍ ଉତ୍ପାଦନ ବନ୍ଦ କରି 'ବିଶେଲାରୀ 'ର ଫ୍ରାଞ୍ଚାଇଜ୍ ନେଇ ପାଣିବୋତଲ ଓ ଅନ୍ୟ ଏକ ଅନାମଧ୍ୟେୟ କୋଲ୍ଡଡ୍ରିଙ୍କ୍ସର କାରଖାନା ଖୋଲି ଉତ୍ପାଦନ ଜାରୀ ରଖି ସମଗ୍ର ପଶ୍ଚିମ ଓଡିଶାକୁ ଏହା ବିକ୍ରିଛନ୍ତି । ଗତକାଲି ଏ ସମ୍ପର୍କରେ ଏକ ବରିଷ୍ଠ ସାମ୍ବାଦିକଦଳ ଉକ୍ତ କାରଖାନାରେ ପହଞ୍ଚି ଉକ୍ତ ଏସ୍ ଏସ୍ ଇଣ୍ଡଷ୍ଟ୍ରିଜ୍ ର ପରିଚାଳକଙ୍କୁ ଭେଟି ଅନୁସନ୍ଧାନ କରିଥିଲେ । ସହରରେ ଏହାର ମାଲିକ ସରୋଜ ମେହେର ଏକ ଘରୋଇ ସ୍କୁଲ ଖୋଲି ସରକାରଙ୍କ ଆଦିବାସୀ କଲ୍ୟାଣ ବିଭାଗର ' ଅନ୍ବେଷା ' ହଷ୍ଟେଲ ସହ ସହବନ୍ଧନରେ ଚଳାଉଥିବାରୁ ତାଙ୍କ ସହ କଥାବାର୍ତ୍ତା ହେବାକୁ ଡକାଇ ଥିଲେ ହେଁ , ସେ ଏଡାଇ ଯାଇଥିଲେ । ତେବେ ବଲାଙ୍ଗୀର ପରି ଏକ ଶିଳ୍ପବିହୀନ ଜିଲ୍ଲାରେ ତାଙ୍କର ଶିଳ୍ପସ୍ଥାପନର ଏଭଳି ଉଦ୍ୟମକୁ ସ୍ବାଗତ କରାଯାଇ ଥିଲେ ହେଁ , ଆଉ କିଛିବର୍ଷ ପରେ ବଲାଙ୍ଗୀର ଜିଲ୍ଲା

ମରୁଭୂମିରେ ପରିଣତ ବୈଜ୍ଞାନିକମାନେ ଭବିଷ୍ୟବାଣୀ କରିଥିବା ଓ ଦିନ ଭୂତଳ ଜଳସ୍ତର ହ୍ରାସ ପାଉଥିବା ଅଞ୍ଚଳରେ  ସ୍ଥାନୀୟ ଲୋକଙ୍କ ବିରୋଧ ସତ୍ତ୍ଵେ ଏହି ଭୂତଳରୁ ପାଣି ଶୋଷି ବେପାର କରୁଥିବା ପ୍ରତି ସରକାର ଦୃଷ୍ଟିଦେବାକୁ ଲୋକେ ଦାବି କରିଛନ୍ତି  l  ଉଲ୍ଲେଖଯୋଗ୍ୟ ଯେ , ଦୁଇଦିନ ତଳେ ବଲାଙ୍ଗୀରର ଭୂତଳଜଳ ଯାଞ୍ଚ ବିଭାଗର ଜଣେ ବରିଷ୍ଠ ଅଧିକାରୀ ଜଣେ ବ୍ୟକ୍ତିଙ୍କ ଠାରୁ ପ୍ରମାଣପତ୍ର ଦେବାକୁ ୫୦ ହଜାର ଟଙ୍କା ଦାବି କରି ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like