-+91-9937148622 |

prerana_bgr@rediffmail.com |

  Tuesday 3rd November 2026 |

| | | |

R.N.I. Regd No. ODIODI/2010/46693

Breaking News

ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||      ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   (02-Nov-2026)       ||      ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   (02-Nov-2026)       ||      ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   (02-Nov-2026)       ||      ବଲାଙ୍ଗୀର ସହରରେ ଆଧୁନିକ ଇଣ୍ଡୋର ଷ୍ଟାଡିୟମ୍ ନିର୍ମାଣ ଦାବି   (02-Nov-2026)       ||      ଗରିବଙ୍କ ହକ୍‌ର ଚାଉଳ କୁଆଡ଼େ ଗଲା? ବାବେବିର ପଞ୍ଚାୟତରେ ପିଡିଏସ୍ ଚାଉଳ ବଣ୍ଟନକୁ ନେଇ ଅସନ୍ତୋଷ, ଯୋଗାଣ ସହାୟକଙ୍କ ବିରୋଧରେ ଅନିୟମିତତା ଅଭିଯୋଗ   (02-Nov-2026)       ||      ଆମପାଣି ଗ୍ରାମ ଠାରେ ବୁଢ଼ାରଜାଙ୍କ ପ୍ରସିଦ୍ଧ ଦଶରା ପର୍ବ ପାଳିତ   (02-Nov-2026)       ||      ନାଗାଁ (ବି) ଠାରେ CRY ଓ PAP ପକ୍ଷରୁ ଶିଶୁମାନଙ୍କ ଅନଲାଇନ୍ ସୁରକ୍ଷା ଅଭିଯାନ ‘Ting Tang’ର ଶୁଭାରମ୍ଭ   (02-Nov-2026)       ||      ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା   (02-Nov-2026)       ||      *ପାପଡାହାଣ୍ଡି ବ୍ଲକ କ୍ଷତ୍ରିୟ ଧାକଡ ସମାଜ ବୈଠକ*   (02-Nov-2026)       ||      ବୁଦ୍ଧିଜୀବୀ ସମ୍ମିଳନୀ ଏବଂ ଆଲୋଚନା ଚକ୍ର ଲୋଇସିଂହା ଅଗ୍ରେସନ ଭବନ ଠାରେ ଅନୁଷ୍ଠିତ    (02-Nov-2026)       ||      ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   (01-Nov-2026)       ||      *ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   (01-Nov-2026)       ||      ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ    (01-Nov-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ସ୍ୱାଧୀନତା କ୍ରିକେଟ କପ -୨୦୨୪ ଅନୁଷ୍ଠିତ

17-Aug-2024



ବଲାଙ୍ଗୀର (ପ୍ରେରଣା ଖବର)
ବଲାଙ୍ଗୀର ସ୍ଥିତ ଖୁଜେନପାଲି ପଡିଆ ଠାରେ ଅଗଷ୍ଟ ୧୪ ଓ ୧୫ ଦୁଇ ଦିନ ଧରି ୩ୟ ସ୍ଵାଧୀନତା କ୍ରିକେଟ୍ କପ- ୨୦୨୪ ଆୟୋଜନ ହୋଇଯାଇଛି। ଏଥିରେ ୧୬ ଗୋଟି ଟିମ୍ ଅଂଶଗ୍ରହଣ କରିଥିଲା ବେଳେ ଫାଇନାଲ ମ୍ୟାଚ୍ ସିଦ୍ଧି ବିନାୟକ ଏବଂ ସମଲେଶ୍ଵରୀ ଟାଇଗର ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଏଥିରେ ସିଦ୍ଧି ବିନାୟକ ଫାଇନାଲ ମ୍ୟାଚ ବିଜୟୀ ହୋଇ ୨୫ ହଜାର ଟଙ୍କା ସହିତ ଟ୍ରଫି ଏବଂ ସମଲେଶ୍ଵରୀ ଟାଇଗର ୧୫ହଜାର ସହିତ ଟ୍ରଫି ସହ ରନର ଅପ୍ ହୋଇଥିଲେ। ମୁଖ୍ୟ ଅତିଥି ଭାବେ ବଲାଙ୍ଗୀର ପୌରପରିଷଦର ଅଧ୍ୟକ୍ଷ୍ୟା ଲିକା ସାହୁ ଉଭୟ ଦଳକୁ ପୁରସ୍କାର ପ୍ରଦାନ କରିଥିବା ବେଳେ ସମ୍ମାନୀୟ ଅତିଥି ଭାବେ ରିକନ୍ ମହାନ୍ତି, ବିଶ୍ବଭୂଷଣ ଭୋଇ, ବିକାଶ ସା ଉଭୟ ଦଳ କୁ ମେନ୍ ଅଫ ଦ ମ୍ୟାଚ୍, ମେନ୍ ଅଫ ସିରିଜ୍, ବେଷ୍ଟ ବେଟସ୍ମେନ୍, ବେଷ୍ଟ ବୋଲର, ବେଷ୍ଟ ଆମ୍ପ୍ୟାୟାର ଅନେକ ପୁରସ୍କାର ଦେଇଥିଲେ। ଏହି ଟୁର୍ଣାମଣ୍ଟର ମୁଖ୍ୟ  ବିଜୟ କୁମାର ମିଶ୍ର ପରିଚାଳନା କରିଥିବା ବେଳେ ଏଥିରେ କୁଳମଣି ସୁନା, କୁନାଲ ଖାନ୍, ମହାବୀର ପ୍ରସାଦ, ଅଭିରାମ ମହାନ୍ତି, ସଂଗ୍ରାମ ସାହୁ, ବିକାଶ ବେହେରା, ବିଜ୍ଞାନ ମିଶ୍ର, ମହେନ୍ଦ୍ର ଚନ୍ଦନ, ଆନନ୍ଦ ସାହୁ, ଅଜୁ ସାହୁ, ରିଣ୍ଟୁ ମହାଲିଙ୍ଗ, ଅରବିନ୍ଦ ସିଂହ, ଦାମୋଦର ଶାଣ୍ଢ, ଶୋଭନ ବାରିକ, ରାହୁଲ ଟପୋ, କରଣ କୁମାର ପାଣ୍ଡେ, ବିଭୂତି ପୋଢ଼, କାନହା ଖମାରୀ ଏବଂ ଅର୍ଗାନାଇଜର ର ସମସ୍ତ ସଦସ୍ୟ ସହଯୋଗ କରିଥିଲେ। ଟୁର୍ନାମେଣ୍ଟକୁ ସୁରଥ ଦାସ ୟୁବଟ୍ୟୁବ୍ ଲାଇଭ ଯୋଗେ ପ୍ରସାର କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   03-Nov-2026
  ଜିଲ୍ଲା  
କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   03-Nov-2026
  ଜିଲ୍ଲା  
‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   03-Nov-2026
  ରାଜ୍ୟ  
ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   02-Nov-2026
  ଜିଲ୍ଲା  
ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   02-Nov-2026
  ଜିଲ୍ଲା  
ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ   02-Nov-2026
  ଜିଲ୍ଲା  
ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   02-Nov-2026
  ଜିଲ୍ଲା  
ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   02-Nov-2026
  ଜିଲ୍ଲା  
ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   02-Nov-2026
  ଜିଲ୍ଲା  
ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   02-Nov-2026
  ଜିଲ୍ଲା  
ବଲାଙ୍ଗୀର ସହରରେ ଆଧୁନିକ ଇଣ୍ଡୋର ଷ୍ଟାଡିୟମ୍ ନିର୍ମାଣ ଦାବି   02-Nov-2026
  ଜିଲ୍ଲା  
ଗରିବଙ୍କ ହକ୍‌ର ଚାଉଳ କୁଆଡ଼େ ଗଲା? ବାବେବିର ପଞ୍ଚାୟତରେ ପିଡିଏସ୍ ଚାଉଳ ବଣ୍ଟନକୁ ନେଇ ଅସନ୍ତୋଷ, ଯୋଗାଣ ସହାୟକଙ୍କ ବିରୋଧରେ ଅନିୟମିତତା ଅଭିଯୋଗ   02-Nov-2026

You Might Also Like