-+91-9937148622 |

prerana_bgr@rediffmail.com |

  Tuesday 3rd November 2026 |

| | | |

R.N.I. Regd No. ODIODI/2010/46693

Breaking News

ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||      ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   (02-Nov-2026)       ||      ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   (02-Nov-2026)       ||      ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   (02-Nov-2026)       ||      ବଲାଙ୍ଗୀର ସହରରେ ଆଧୁନିକ ଇଣ୍ଡୋର ଷ୍ଟାଡିୟମ୍ ନିର୍ମାଣ ଦାବି   (02-Nov-2026)       ||      ଗରିବଙ୍କ ହକ୍‌ର ଚାଉଳ କୁଆଡ଼େ ଗଲା? ବାବେବିର ପଞ୍ଚାୟତରେ ପିଡିଏସ୍ ଚାଉଳ ବଣ୍ଟନକୁ ନେଇ ଅସନ୍ତୋଷ, ଯୋଗାଣ ସହାୟକଙ୍କ ବିରୋଧରେ ଅନିୟମିତତା ଅଭିଯୋଗ   (02-Nov-2026)       ||      ଆମପାଣି ଗ୍ରାମ ଠାରେ ବୁଢ଼ାରଜାଙ୍କ ପ୍ରସିଦ୍ଧ ଦଶରା ପର୍ବ ପାଳିତ   (02-Nov-2026)       ||      ନାଗାଁ (ବି) ଠାରେ CRY ଓ PAP ପକ୍ଷରୁ ଶିଶୁମାନଙ୍କ ଅନଲାଇନ୍ ସୁରକ୍ଷା ଅଭିଯାନ ‘Ting Tang’ର ଶୁଭାରମ୍ଭ   (02-Nov-2026)       ||      ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା   (02-Nov-2026)       ||      *ପାପଡାହାଣ୍ଡି ବ୍ଲକ କ୍ଷତ୍ରିୟ ଧାକଡ ସମାଜ ବୈଠକ*   (02-Nov-2026)       ||      ବୁଦ୍ଧିଜୀବୀ ସମ୍ମିଳନୀ ଏବଂ ଆଲୋଚନା ଚକ୍ର ଲୋଇସିଂହା ଅଗ୍ରେସନ ଭବନ ଠାରେ ଅନୁଷ୍ଠିତ    (02-Nov-2026)       ||      ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   (01-Nov-2026)       ||      *ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   (01-Nov-2026)       ||      ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ    (01-Nov-2026)       ||     

HOME   ଜିଲ୍ଲା

କାଦୋଦର କଲେଜ ରେ ଉଚ୍ଚ ରକ୍ତଚାପ ସଚେତନତା ଏବଂ ବିଭିନ୍ନ ପ୍ରତିଯୋଗିତା

17-Aug-2024



(ପ୍ରେରଣା ଖବର)
ଉଲୁଣ୍ଡା ବ୍ଲକ  ଅନ୍ତର୍ଗତ  ମା ଉମାଦେବୀ ଆଞ୍ଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଜିଲ୍ଲା ସ୍ୱାସ୍ଥ୍ୟ ସମିତି, ସୁବର୍ଣ୍ଣପୁର ଏବଂ ଯୁବ ରେଡକ୍ରସ ତରଫରୁ  ଉଚ୍ଚ ରକ୍ତ ଚାପ ସଚେତନତା କାର୍ଯ୍ୟକ୍ରମ ଏବଂ ବିଭିନ୍ନ ପ୍ରତିଯୋଗିତା  ଅନୁଷ୍ଠିତ ହୋଇଯାଇଛି l ଅଧ୍ୟକ୍ଷ ବଲ୍ଲଭ  ପୁରୋହିତ ଙ୍କ ତତ୍ଵାବଧାନ ରେ ଅତିରିକ୍ତ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରି ଡା. ରମେଶ ଚନ୍ଦ୍ର ସ୍ୱାଇଁ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିବା ବେଲେ ସମ୍ମନିତ ଅତିଥିଭାବେ ସହକାରୀ ଜିଲ୍ଲା ଜନ ସ୍ୱାସ୍ଥ୍ୟ ଯୋଗାଯୋଗ ଅଧିକାରୀ ବୃନ୍ଦାବନ ସାହୁ , ଜିଲ୍ଲା ଯୁବ ରେଡକ୍ରସ ସଂଯୋଜକ ସଚିବ ଅଧ୍ୟାପକ ଉମାକାନ୍ତ ନାଗ, ଜନ ସ୍ୱାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ଉଲୁଣ୍ଡା ପ୍ରଦମ୍ୟୁନ୍ନ କୁମାର ସାହୁ ଏବଂ କଲେଜ ସମ୍ପାଦକ ଚିତ୍ତରଞ୍ଜନ ପଢି ଯୋଗଦେଇ ଉଚ୍ଚ ରକ୍ତ ଚାପ ର କାରଣ ଓ ନିରାକରଣ ଉପରେ ଆଲୋଚନା କରିଥିଲେ ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତା କରାଯାଇଥିଲା ଏବଂ କୃତିତ୍ୱ ଅର୍ଜନ କରିଥିବା 10 ଜଣ ଛାତ୍ର ଛାତ୍ରୀ ଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ l ଯୁବ ରେଡକ୍ରସ କାଉନସେଲର ଅଧ୍ୟାପକ ଉଦ୍ଧବ ପଧାନ ସ୍ୱାଗତ ଭାଷଣ ଦେଇଥିବା ବେଲେ ଅଧ୍ୟାପକ ସୁଶାନ୍ତ ଦେହୁରୀ ସଭାପରିଚାଳନା କରିଥିଲେ l କାର୍ଯ୍ୟକ୍ରମ କୁ ଅଧ୍ୟାପକ ନିତ୍ୟାନନ୍ଦ ମିଶ୍ର , ଅଧ୍ୟାପିକା ସାଧନା ମେଲ୍ଲୀ, ରଂଜିତା ମିଶ୍ର,ଶମ୍ଭୁ ପ୍ରସାଦ ଭୋଇ, ନରୋତ୍ତମ କର୍ମୀ, ଯୋଗୀନ୍ଦ୍ର ପଧାନ, ସୁଶାନ୍ତ  ମିଶ୍ର, ବାଦଲ ଦେହୁରୀ, ଆଶିଷ ଦେହୁରୀ ପ୍ରମୁଖ ସହଯୋଗ  କରିଥିଲେ l ଶେଷରେ ଅଧ୍ୟପକ ବଳମକୁନ୍ଦ ବାରିକ ସମସ୍ତ ଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   03-Nov-2026
  ଜିଲ୍ଲା  
କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   03-Nov-2026
  ଜିଲ୍ଲା  
‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   03-Nov-2026
  ରାଜ୍ୟ  
ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   02-Nov-2026
  ଜିଲ୍ଲା  
ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   02-Nov-2026
  ଜିଲ୍ଲା  
ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ   02-Nov-2026
  ଜିଲ୍ଲା  
ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   02-Nov-2026
  ଜିଲ୍ଲା  
ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   02-Nov-2026
  ଜିଲ୍ଲା  
ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   02-Nov-2026
  ଜିଲ୍ଲା  
ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   02-Nov-2026
  ଜିଲ୍ଲା  
ବଲାଙ୍ଗୀର ସହରରେ ଆଧୁନିକ ଇଣ୍ଡୋର ଷ୍ଟାଡିୟମ୍ ନିର୍ମାଣ ଦାବି   02-Nov-2026
  ଜିଲ୍ଲା  
ଗରିବଙ୍କ ହକ୍‌ର ଚାଉଳ କୁଆଡ଼େ ଗଲା? ବାବେବିର ପଞ୍ଚାୟତରେ ପିଡିଏସ୍ ଚାଉଳ ବଣ୍ଟନକୁ ନେଇ ଅସନ୍ତୋଷ, ଯୋଗାଣ ସହାୟକଙ୍କ ବିରୋଧରେ ଅନିୟମିତତା ଅଭିଯୋଗ   02-Nov-2026

You Might Also Like