-+91-9937148622 |

prerana_bgr@rediffmail.com |

  Tuesday 3rd November 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||      ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   (02-Nov-2026)       ||      ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   (02-Nov-2026)       ||      ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   (02-Nov-2026)       ||      ବଲାଙ୍ଗୀର ସହରରେ ଆଧୁନିକ ଇଣ୍ଡୋର ଷ୍ଟାଡିୟମ୍ ନିର୍ମାଣ ଦାବି   (02-Nov-2026)       ||      ଗରିବଙ୍କ ହକ୍‌ର ଚାଉଳ କୁଆଡ଼େ ଗଲା? ବାବେବିର ପଞ୍ଚାୟତରେ ପିଡିଏସ୍ ଚାଉଳ ବଣ୍ଟନକୁ ନେଇ ଅସନ୍ତୋଷ, ଯୋଗାଣ ସହାୟକଙ୍କ ବିରୋଧରେ ଅନିୟମିତତା ଅଭିଯୋଗ   (02-Nov-2026)       ||      ଆମପାଣି ଗ୍ରାମ ଠାରେ ବୁଢ଼ାରଜାଙ୍କ ପ୍ରସିଦ୍ଧ ଦଶରା ପର୍ବ ପାଳିତ   (02-Nov-2026)       ||      ନାଗାଁ (ବି) ଠାରେ CRY ଓ PAP ପକ୍ଷରୁ ଶିଶୁମାନଙ୍କ ଅନଲାଇନ୍ ସୁରକ୍ଷା ଅଭିଯାନ ‘Ting Tang’ର ଶୁଭାରମ୍ଭ   (02-Nov-2026)       ||      ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା   (02-Nov-2026)       ||      *ପାପଡାହାଣ୍ଡି ବ୍ଲକ କ୍ଷତ୍ରିୟ ଧାକଡ ସମାଜ ବୈଠକ*   (02-Nov-2026)       ||      ବୁଦ୍ଧିଜୀବୀ ସମ୍ମିଳନୀ ଏବଂ ଆଲୋଚନା ଚକ୍ର ଲୋଇସିଂହା ଅଗ୍ରେସନ ଭବନ ଠାରେ ଅନୁଷ୍ଠିତ    (02-Nov-2026)       ||      ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   (01-Nov-2026)       ||      *ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   (01-Nov-2026)       ||      ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ    (01-Nov-2026)       ||      ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   (01-Nov-2026)       ||      ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ    (01-Nov-2026)       ||      ୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   (01-Nov-2026)       ||     

HOME   ଜିଲ୍ଲା

ସ୍ନେହ ପ୍ରେମର ପ୍ରତୀକ ଉଇନର୍ ବ୍ରାଇଟ ଫ୍ୟୁଚର ବିଦ୍ୟାଳୟ

17-Aug-2024



ବରଗଡ଼(ନିରଞ୍ଜନ ତ୍ରିପାଠୀ)- ରକ୍ଷା ବନ୍ଧନ ହେଉଛି ସ୍ନେହ,ପ୍ରେମ ଏବଂ ପ୍ରତିଞା ର ପର୍ବ। ଆଜି ଏହି ଖୁସିର ପର୍ବକୁ ବରଗଡ଼ ଜିଲ୍ଲା ସ୍ଥିତ ପଦ୍ମପୁରରେ କୁନୁକୁନି ଶିଶୁଙ୍କୁ ନେଇ ଗଢ଼ି ଉଠିଥିବା ଉଇନର୍ ବ୍ରାଇଟ୍ ଫ୍ୟୁଚର୍ ବିଦ୍ୟାଳୟର କୁନି କୁନି ପିଲାମାନେ ପଳନ କରିଛନ୍ତି | କୁନି କୁନି ପିଲାମାନେ, ପ୍ରିନ୍ସିପାଲ ମ୍ୟାଡମ ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ , ଡ୍ରାଇଭର୍ , ହେଲପରଙ୍କ

ହାତରେ ରାଖୀ ବାନ୍ଧିଥିଲେ ।ଏହା ପରେ ପିଲାମାନଙ୍କ ମଧ୍ୟରେ ବିଭିନ୍ନ ପ୍ରକାରର ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗିତାରେ ପିଲାମାନେ ରାଖୀ ତିଆରି କରିବା ସହ ଥାଳ ସଜେଇ ଥିଲେ। ବିଭିନ୍ନ ରଙ୍ଗ ଦେଇ ରଙ୍ଗୋଲି  ତିଆରି କରିଥିଲେ।ବିଦ୍ୟାଳୟର ଚେୟାରମେନ୍ ଶ୍ରୀକାନ୍ତ ମିଶ୍ର , ପ୍ରିନ୍ସିପାଲ ଶ୍ରୀମତୀ ଅପାଲୀ ଅପରାଜିତା ଦାସ ଅଧ୍ୟକ୍ଷା, କୋଡିନେଟର୍ ଶ୍ରୀମତି ନିବେଦିତା ଦାଶ , ଶିକ୍ଷକ ଶିକ୍ଷୟିତ୍ରୀ ଏଵଂ  ସମସ୍ତ କର୍ମଚାରୀ ବୃନ୍ଦଙ୍କ ସହଯୋଗରେ ଆଜିର କାର୍ଯ୍ୟକ୍ରମ ସମ୍ପୂର୍ଣ ହୋଇଯାଇଛି।


News Comment




Photo in News

Advertisment
Lastest News
  ରାଜ୍ୟ  
ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   02-Nov-2026
  ଜିଲ୍ଲା  
ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   02-Nov-2026
  ଜିଲ୍ଲା  
ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ   02-Nov-2026
  ଜିଲ୍ଲା  
ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   02-Nov-2026
  ଜିଲ୍ଲା  
ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   02-Nov-2026
  ଜିଲ୍ଲା  
ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   02-Nov-2026
  ଜିଲ୍ଲା  
ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   02-Nov-2026
  ଜିଲ୍ଲା  
ବଲାଙ୍ଗୀର ସହରରେ ଆଧୁନିକ ଇଣ୍ଡୋର ଷ୍ଟାଡିୟମ୍ ନିର୍ମାଣ ଦାବି   02-Nov-2026
  ଜିଲ୍ଲା  
ଗରିବଙ୍କ ହକ୍‌ର ଚାଉଳ କୁଆଡ଼େ ଗଲା? ବାବେବିର ପଞ୍ଚାୟତରେ ପିଡିଏସ୍ ଚାଉଳ ବଣ୍ଟନକୁ ନେଇ ଅସନ୍ତୋଷ, ଯୋଗାଣ ସହାୟକଙ୍କ ବିରୋଧରେ ଅନିୟମିତତା ଅଭିଯୋଗ   02-Nov-2026
  ଜିଲ୍ଲା  
ଆମପାଣି ଗ୍ରାମ ଠାରେ ବୁଢ଼ାରଜାଙ୍କ ପ୍ରସିଦ୍ଧ ଦଶରା ପର୍ବ ପାଳିତ   02-Nov-2026
  ଜିଲ୍ଲା  
ନାଗାଁ (ବି) ଠାରେ CRY ଓ PAP ପକ୍ଷରୁ ଶିଶୁମାନଙ୍କ ଅନଲାଇନ୍ ସୁରକ୍ଷା ଅଭିଯାନ ‘Ting Tang’ର ଶୁଭାରମ୍ଭ   02-Nov-2026
  ଜିଲ୍ଲା  
ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା   02-Nov-2026

You Might Also Like