-+91-9937148622 |

prerana_bgr@rediffmail.com |

  Thursday 23rd April 2026 |

| | | |

R.N.I. Regd No. ODIODI/2010/46693

Breaking News

ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||      ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ    (23-Apr-2026)       ||      ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ    (23-Apr-2026)       ||      *ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   (23-Apr-2026)       ||      ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   (23-Apr-2026)       ||      ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   (23-Apr-2026)       ||      *ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   (23-Apr-2026)       ||      ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   (23-Apr-2026)       ||      RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||      *ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||      ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   (22-Apr-2026)       ||      ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   (22-Apr-2026)       ||      ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ    (22-Apr-2026)       ||      ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ    (22-Apr-2026)       ||     

HOME   ଜିଲ୍ଲା

ଜଳଖିଆ ବାକି ନଦେବାରୁ ଯୁବକ ଉନ୍ମତ କାଣ୍ଡ, ପୁରୁଣାକଟକ ଥାନାରେ ଅଭିଯୋଗ

17-Aug-2024



ହରଭଙ୍ଗା (ଦେବବ୍ରତ ଦାଶଙ୍କ ରିପୋର୍ଟ)ଜଳଖିଆ ଦୋକାନୀ ବାକି ନଦେବାରୁ ଗ୍ରାହକଙ୍କ ଉନ୍ମତକାଣ୍ଡ l ଏନେଇ ସମ୍ପୃକ୍ତ ଦୋକାନୀ ପୁରୁଣାକଟକ ଥାନାରେ ଲିଖିତ ଅଭିଯୋଗ କରିଥିବା ଜଣାପଡ଼ିଛି l ଅଭିଯୋଗ ଅନୁସାରେ ଯେ ପୁରୁଣାକଟକ ଥାନା କଣ୍ଟିଆପଦର ଗ୍ରାମର ଅନ୍ତରଜ୍ୟାମି କଂହର ଲୁଣିବାହାଲ ଛକ ନିକଟରେ ଏକ ଜଳଖିଆ ଦୋକାନ ଖୋଲିଥିବା ବେଳେ ଉକ୍ତ ଗ୍ରାମର ମହେଶ ପ୍ରଧାନ ଆସି ଜଳଖିଆ ମାଗିଥିଲେ l ସମ୍ପୃକ୍ତ ଦୋକାନୀ ଜଣଙ୍କ ପୂର୍ବ ବକେୟା ଟଙ୍କା ଦେଲେ ଜଳଖିଆ ଦେବୀ କହିବାରୁ ଉଭୟ ଙ୍କ ମଧ୍ୟରେ କଥା କଟାକଟି ହୋଇଥିଲା l ପରେ ମହେଶ ଦୋକାନ ଉପରକୁ ପଥର ମାଡ଼ କରିବା ସହ ଜାତିଆଣ ଆକ୍ଷେପ କରି ଗାଳିଗୁଳଜ କରିଥିଲେ l ଏନେଇ ଦୋକାନୀ ମାଲିକ ପୁରୁଣାକଟକ ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୋଲିସ ଏକ ମାମଲା ରୁଜୁ କରି ଘଟଣା ର ତଦନ୍ତ କରୁଥିବା ବେଳେ ଉକ୍ତ ଘଟଣା କୁ ନେଇ ଅଞ୍ଚଳ ରେ ଏକ ଚର୍ଚ୍ଚା ର ବିଷୟ ଦେଖା ଦେଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   23-Apr-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   23-Apr-2026
  ଜିଲ୍ଲା  
ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    23-Apr-2026
  ଜିଲ୍ଲା  
ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ   23-Apr-2026
  ଜିଲ୍ଲା  
ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ   23-Apr-2026
  ଜିଲ୍ଲା  
*ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   23-Apr-2026
  ଜିଲ୍ଲା  
ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   23-Apr-2026
  ଜିଲ୍ଲା  
ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   23-Apr-2026
  ଜିଲ୍ଲା  
*ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   23-Apr-2026
  ଜିଲ୍ଲା  
ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   23-Apr-2026
  ଜିଲ୍ଲା  
RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   22-Apr-2026
  ଜିଲ୍ଲା  
ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା   22-Apr-2026

You Might Also Like