-+91-9937148622 |

prerana_bgr@rediffmail.com |

  Thursday 30th July 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   (29-Jul-2026)       ||      ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   (29-Jul-2026)       ||      ଗୁରୁ ପୁର୍ଣିମା ଦିବସ ପାଳିତ    (29-Jul-2026)       ||      ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   (29-Jul-2026)       ||      *କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   (29-Jul-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   (29-Jul-2026)       ||      *ସାଂସ୍କୃତିକ ପଏଁରୀ ଅନୁଷ୍ଠାନ ପକ୍ଷରୁ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ*-   (29-Jul-2026)       ||      କୁମ୍ଭlରୀ ଗୁରୁ ପୀଠରେ ଗୁରୁ ପୂର୍ଣ୍ଣିମା ଉତ୍ସବ ଓ ସାର୍ବଭୌମ ଆଧ୍ୟାତ୍ମିକ ଦିବସ ମହାସମାରୋହରେ ପାଳିତ   (29-Jul-2026)       ||      *ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   (29-Jul-2026)       ||      ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   (28-Jul-2026)       ||      "ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   (28-Jul-2026)       ||      ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ    (28-Jul-2026)       ||      ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   (28-Jul-2026)       ||      ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   (28-Jul-2026)       ||      ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (28-Jul-2026)       ||      ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (28-Jul-2026)       ||      ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||     

HOME   ଜିଲ୍ଲା

ଓଡ଼ିଶା ନାରୀସେବା ସଂଘ ପକ୍ଷରୁ ସ୍ବାଧୀନତା ଦିବସ ପାଳିତ 

17-Aug-2024



କଟକ(ପ୍ରେରଣା ଖବର) ପୂର୍ବସୁରି ମାନଙ୍କ ଅସ୍ମିତାକୁ  ସ୍ମରଣ କରି ସେମାନଙ୍କ ତ୍ୟାଗ ତିତିକ୍ଷା ଓ ବଳିଦାନରୁ ଆଜିର ଯୁବପିଢି ତଥା ନାରୀମାନେ ଯଦି କିଛି ପ୍ରେରଣା ପାଇ ଦେଶ ପାଇଁ ଉଛର୍ଗିକୃତ ହୋଇ ଦେଶ ପାଇଁ କର୍ମ ଜାରି ରଖିବେ ତେବେ ତାହା ହେବ ସେମାନଙ୍କ ପ୍ରତି ପ୍ରକୃତ ଶ୍ରଦ୍ଧାଂଜଳି ଏହା ଅଜି ଦେଶର ୭୮ତମ ସ୍ବାଧୀନତା ଦିବସ ପାଳନ ଉପଲକ୍ଷେ ଓଡ଼ିଶା ନାରୀ ସେବା ସଙ୍ଘର ସଭାନେତ୍ରୀ ଡ. ପ୍ରତିମା ମହାପାତ୍ର ଜାତୀୟ ପତାକା ଉତ୍ତୋଳନ କରି ତାଙ୍କର ଅଭିଭାଷଣରେ କହିଥିଲେ।
ସଂଘର ସମ୍ପଦିକl ଆଭା କାନୁନଗୋ, ସହ ସଂପାଦିକା ଇନ୍ଦିରା ଅରୋରl, ମିନାକ୍ଷୀ ମିଶ୍ର, କୋଷାଧ୍ୟକ୍ଷ ନୟନତାରl ନନ୍ଦ, ନମିତl ପଣ୍ଡା, ଗିତlସ୍ରୀ ଦାସ୍, ନିବେଦିତା ଦାସ୍ , ବାଣୀ ନିର୍ମାଲ୍ୟ, କଲ୍ୟାଣୀ ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଉତ୍ସବ ପାଳନ ଉପଲକ୍ଷେ ପୂର୍ବରୁ ସଂଘ ପକ୍ଷରୁ ଆୟୋଜିତ ହେଇଥିବା ବିଭିନ୍ନ ପ୍ରତିଯୋଗିତlର କୃତି ଛlତ୍ର ଛାତ୍ରୀ ମାନଂକୁ ସଂଘ ପକ୍ଷରୁ ପୁରସ୍କାର ପ୍ରଦାନ କରଯାଇଥିଲା। ସଂଘର ହଲ୍ ସଂପାଦିକା ମଞ୍ଜୁ ସିଂ, ସଙ୍ଗଠନ ସଂପାଦିକା ମୀରା ବେଉରା, ପୁଷ୍ପ ନାୟକ, ନଳିନୀ ଦlଶ ପ୍ରମୁଖ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର ପ୍ରଦାନ କରିଥଲେ। ସଂଘ ପକ୍ଷରୁ  ସଭାନେତ୍ରୀ ବାଣପୁର ସ୍ଥିତ ପ୍ରାଙ୍ଗଣରେ ମଧ୍ଯ ପତାକା ଉତ୍ତୋଳନ କରିଥଲେ।। ଶେଷର ଛାତ୍ର ଛାତ୍ରୀ ମାନେ ଦେଶାତ୍ମବୋଧକ ସଙ୍ଗୀତ ପରିବେଷଣ କରିଥଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   29-Jul-2026
  ରାଜ୍ୟ  
ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   29-Jul-2026
  ଜିଲ୍ଲା  
ଗୁରୁ ପୁର୍ଣିମା ଦିବସ ପାଳିତ   29-Jul-2026
  ଜିଲ୍ଲା  
ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   29-Jul-2026
  ଜିଲ୍ଲା  
*କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   29-Jul-2026
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   29-Jul-2026
  ଜିଲ୍ଲା  
*ସାଂସ୍କୃତିକ ପଏଁରୀ ଅନୁଷ୍ଠାନ ପକ୍ଷରୁ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ*-   29-Jul-2026
  ଜିଲ୍ଲା  
କୁମ୍ଭlରୀ ଗୁରୁ ପୀଠରେ ଗୁରୁ ପୂର୍ଣ୍ଣିମା ଉତ୍ସବ ଓ ସାର୍ବଭୌମ ଆଧ୍ୟାତ୍ମିକ ଦିବସ ମହାସମାରୋହରେ ପାଳିତ   29-Jul-2026
  ଜିଲ୍ଲା  
*ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   29-Jul-2026
  ଜିଲ୍ଲା  
ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   28-Jul-2026
  ଜିଲ୍ଲା  
"ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   28-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ   28-Jul-2026

You Might Also Like