-+91-9937148622 |

prerana_bgr@rediffmail.com |

  Monday 15th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   (15-Jun-2026)       ||      ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   (15-Jun-2026)       ||      ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   (15-Jun-2026)       ||      ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ    (15-Jun-2026)       ||      ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   (15-Jun-2026)       ||      ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   (15-Jun-2026)       ||      ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   (15-Jun-2026)       ||      ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   (15-Jun-2026)       ||      *କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   (15-Jun-2026)       ||      ବାରପାଳି ୨୨ ମୌଜାର ଇଷ୍ଟଦେବତା ଶ୍ରୀ ଶ୍ରୀ ବୁଢାରାଜାଙ୍କ ମନ୍ଦିରର ମୁଖ୍ୟ ପୂଜକ ଭାବେ ଅଭିଷିକ୍ତ ହେଲେ ଶ୍ରୀଯୁକ୍ତ ହେରାମ୍ବ ସିଂ ପୁଝାରୀ   (15-Jun-2026)       ||      ଚାଉଳିଆଗଞ୍ଜ ଖେଳ ପଡ଼ିଆରେ ରଜ ମହୋତ୍ସବ ଉଦ୍‌ଘାଟିତ |   (15-Jun-2026)       ||      ୱାଇ.ସି. ଡି.ଏ ଦ୍ଵାରା ଆଠଗାଁ ଗ୍ରାମ ରେ ଶିଶୁ ସ୍ବାସ୍ଥ୍ୟ ମେଳା ଏବଂ ରଜ ଉତ୍ସବ,   (14-Jun-2026)       ||      କଚେରୀ ଛକରେ ଟ୍ରାଫିକ ଷ୍ଟାଣ୍ଡିଂ ସେଡ୍‌ର ଶୁଭ ଉଦଘାଟନ, ଆଗାମୀ ଦିନରେ ସମସ୍ତ ସିଗନାଲରେ ନିର୍ମାଣ ହେବ ସେଡ୍   (14-Jun-2026)       ||      କଚେରୀ ଛକରେ ଟ୍ରାଫିକ ଷ୍ଟାଣ୍ଡିଂ ସେଡ୍‌ର ଶୁଭ ଉଦଘାଟନ, ଆଗାମୀ ଦିନରେ ସମସ୍ତ ସିଗନାଲରେ ନିର୍ମାଣ ହେବ ସେଡ୍   (14-Jun-2026)       ||      *ସୋନପୁର ଷ୍ଟେଟବ୍ୟାଙ୍କ ପକ୍ଷରୁ ରକ୍ତଦାନ ଶିବିର*-;   (14-Jun-2026)       ||      ତାଳଦଣ୍ଡା କେନାଲ୍ ପାଚେରି ନିର୍ମାଣରେ ସାଙ୍ଘାତିକ ଦୁର୍ନୀତି । କାମ ସରିନି ୨ କୋଟି ଟଙ୍କା ଖର୍ଚ୍ଚ ହେଲା କିପରି ।ଆଉ ୧୫ ଦିନ ପରେ ଚାକିରିରୁ ଅବସର ନେବେ ।ଭିଜିଲାନ୍ସ ତଦନ୍ତ ପାଇଁ ଦାବି ।   (14-Jun-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ବିଶ୍ୱ ରକ୍ତ ଦାତା ଦିବସ ଓ ରକ୍ତ ଦାନ ଶିବିର ଅନୁଷ୍ଠିତ*   (14-Jun-2026)       ||      ଜୈନ ତେରାପନ୍ଥ ଯୁବକ ପରିଷଦର ନୂତନ ଅଧ୍ୟକ୍ଷ ହେଲେ ସାମ୍ବାଦିକ ମନୋଜ କୁମାର ଜୈନ   (14-Jun-2026)       ||      ଆଉ ମାତ୍ର କିଛି ଘଣ୍ଟା ପରେ ବରପାଲି ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ । ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ।   (14-Jun-2026)       ||      କବିତା ସଂକଳନ ଝରକା ସେପାଖେ ଉନ୍ମୋଚିତ   (14-Jun-2026)       ||     

HOME   ଜିଲ୍ଲା

ଦଶମ ତମ ବୋଡେନ ପଞ୍ଚାୟତ ସମିତି ବୈଠକ

18-Aug-2024



(ଡୋଲେଶ୍ଵର ବାଗ)
ନୂଆପଡା ଜିଲ୍ଲା ବୋଡେନ ବ୍ଳକ ସଭାଗୃହ ଠାରେ ଆଜି ଦଶମ ତମ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି । ପଞ୍ଚାୟତ ସମିତି ଅଧ୍ୟକ୍ଷା ପ୍ରେମ ଶିଳା ନାଗଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ଖଡିଆଳ  ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀ, ଗୋଷ୍ଠି ଉନ୍ନୟନ ଅଧିକାରୀ  ପ୍ରିୟ ରଞ୍ଜନ କୁମାର, ଉପାଧ୍ୟାକ୍ଷା ସଙ୍ଗିତା ମାଝୀ, ସାସଂଦ ପ୍ରତିନିଧି ବିଜୟ ବେହେରା, ପ୍ରମୁଖ ଉପସ୍ଥିତ ଥିଲେ । ବୈଠକରେ ୧୫ଟି ପଞ୍ଚାୟତର ସରପଞ୍ଚ ଓ ସମିତି ସଭ୍ୟ ସଭ୍ଯା ଉପସ୍ଥିତ ରହି ନିଜ ନିଜ ଅଞ୍ଚଳର ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରିଥିଲେ ।ବିଶେଷ କରି ପାନୀୟ ଜଳ, ଶିକ୍ଷା,ବିଜୁଳି, ସମ୍ମାନ୍ବିତ ଶିଶୁ ବିକାଶ, ଉଦ୍ୟାନ ବିଭାଗ, ମନରେଗା, ଯୋଗାଣ  ବିଭାଗ , ପ୍ରାଣି ସମ୍ପଦ, ସ୍ବାସ୍ଥ୍ଯ  ବିଭାଗ,  ପ୍ରାଣୀ ସମ୍ପଦ ବିଷୟରେ ଆଲୋଚନା ହୋଇଥିଲା । ଗ୍ରାମ ମାନଙ୍କରେ ଥିବା ସମସ୍ୟା ଉପରେ  କିପରି ଶୀଘ୍ର ସମାଧାନ କରାଯିବ ଏନେଇ ଉପସ୍ଥିତ ଥିବା  ସମସ୍ତ ବିଭାଗର କର୍ମଚାରୀ  ମାନଙ୍କୁ  ନିର୍ଦ୍ଦଶ ଦେଇଥିଲେ ।  ଗ୍ରାମ ପଞ୍ଚାୟତ ଅଧିକାରୀ ପ୍ରଫୁଲ୍ଲ ନାଏକ ,ଏପିଓ ରବିନାରାୟଣ  ରାଉତ, କନିଷ୍ଠ ଯନ୍ତ୍ରୀ  ଯୁଗେଶ୍ଵର  ନାଏକ ସ୍ୱାସ୍ଥ୍ୟ ବିଭାଗ ପକ୍ଷ ରୁ ସଂଜୀବ କୁମାର ନାୟକ ଙ୍କ  ସମେତ  ସମସ୍ତ  ବିଭାଗର ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   15-Jun-2026
  ଜିଲ୍ଲା  
ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   15-Jun-2026
  ଜିଲ୍ଲା  
ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   15-Jun-2026
  ଜିଲ୍ଲା  
ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ   15-Jun-2026
  ଜିଲ୍ଲା  
ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   15-Jun-2026
  ଜିଲ୍ଲା  
ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   15-Jun-2026
  ଜିଲ୍ଲା  
ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   15-Jun-2026
  ଜିଲ୍ଲା  
ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   15-Jun-2026
  ଜିଲ୍ଲା  
*କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   15-Jun-2026
  ଜିଲ୍ଲା  
ବାରପାଳି ୨୨ ମୌଜାର ଇଷ୍ଟଦେବତା ଶ୍ରୀ ଶ୍ରୀ ବୁଢାରାଜାଙ୍କ ମନ୍ଦିରର ମୁଖ୍ୟ ପୂଜକ ଭାବେ ଅଭିଷିକ୍ତ ହେଲେ ଶ୍ରୀଯୁକ୍ତ ହେରାମ୍ବ ସିଂ ପୁଝାରୀ   15-Jun-2026
  ଜିଲ୍ଲା  
ଚାଉଳିଆଗଞ୍ଜ ଖେଳ ପଡ଼ିଆରେ ରଜ ମହୋତ୍ସବ ଉଦ୍‌ଘାଟିତ |   15-Jun-2026
  ଜିଲ୍ଲା  
ୱାଇ.ସି. ଡି.ଏ ଦ୍ଵାରା ଆଠଗାଁ ଗ୍ରାମ ରେ ଶିଶୁ ସ୍ବାସ୍ଥ୍ୟ ମେଳା ଏବଂ ରଜ ଉତ୍ସବ,   14-Jun-2026

You Might Also Like