-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଯୁକ୍ତ ଦୁଇ ମହିଳା କଲେଜ ରେ ଏନ୍ ଏସ ଏସ ସପ୍ତାହ କାର୍ଯ୍ଯକ୍ରମ ଉଦଯାପିତ

18-Aug-2024



ସୋନପୁର( ମନୋରଞ୍ଜନ ତ୍ରିପାଠୀ)  ବିଜୁ ପଟ୍ଟନାୟକ ଯୁକ୍ତ ଦୁଇ ମହିଳା ଉଚ୍ଚ ମାଧ୍ୟମିକ ସ୍କୁଲ୍ ଠାରେ ଏନ୍ ଏସ ଏସ ସେବା ଶିବିର ସପ୍ତାହ ପାଳନ ଉଦଯାପିତ ହୋଇଯାଇଛି l ଗତ ୧୧ ତାରିଖ ରୁ ୧୭ ତାରିଖ ଯାଏ ଅନୁଷ୍ଟିତ ଏହି  କାର୍ଯ୍ୟକ୍ରମ ରେ ଯାହା ଶିକ୍ଷା ଲାଭ ଓ ଅଭିଜ୍ଞତା ହାସଲ କରିଛନ୍ତି ଛାତ୍ରୀ ମାନେ ତାହା ଜୀବନ ର ବ୍ରତ ଭାବେ ପାଳନ କରିବାକୁ ସଂକଳ୍ପ ନେବାକୁ ଏହି ଉତ୍ସବ ର ଅତିଥି ସୋନପୁର କଲେଜ୍ ର ଏନ୍ ଏସ ଏସ ପ୍ରୋଗ୍ରାମ ଅଫିସର ଶ୍ରୀ ଉମାକାନ୍ତ ନାଗ ପରାମର୍ଶ କରିଥିଲେ l ଅଧ୍ୟକ୍ଷା ନଳିନୀ ପ୍ରଭା ପ୍ରଧାନ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ଅତିଥି ଶ୍ରୀ ନାଗ ସ୍ବେଛାସେବୀ ମାନଙ୍କୁ ପ୍ରମାଣ ପତ୍ର ପ୍ରଦାନ କରିଥିଲେ l ପ୍ରଥମ ତିନି ଦିନ ଧରି ଏହି କାର୍ଯ୍ୟକ୍ରମ ରେ ସ୍ଵଚ୍ଛତା, ରକ୍ତଦାନ , ବୃକ୍ଷ ରୋପଣ, ଏଡ୍ସ ସଚେତନତା ଓ ଶିଶୁ ଯୌନ ନିର୍ଯାତନା ଉପରେ  ଏ କ୍ଷେତ୍ର ରେ କାମ କରୁଥିବା ସାଧନ କର୍ମୀ ମାନଙ୍କ ଦ୍ଵାରା ଛାତ୍ରୀ ଙ୍କୁ  ସଚେତନ  କରାଇଥିବା ବେଳେ ଅନ୍ୟାନ୍ୟ ଦିବସ ରେ ପରିବେଶ ସୁରକ୍ଷା, ଲିଙ୍ଗଗତ ସଚେତନତା, ପଲିଥିନ ମୁକ୍ତ, ସବୁଜ ଗାଁ , ପ୍ରୌଢ଼ ସାକ୍ଷରତା, ସାମାଜିକ ସୁରକ୍ଷା  ଉପରେ ସଚେତନତା ସଭା ଓ ରାଲି ଅନୁଷ୍ଟିତ ହୋଇଥିଲା l ଚତୁର୍ଥ  ଦିନ ରେ ଏସ ବି ଆଇ ର ଏଫ୍ ଆଇ ସି ଦିଲ୍ଲୀପ ମିଶ୍ର ଙ୍କ ଦ୍ଵାରା ଆର୍ଥିକ ସାକ୍ଷରତା ଉପରେ ସଚେତନତା ଅଭିଯାନ କରଯାଇଛି l ପଞ୍ଚମ ଦିବସ ରେ ପ୍ରାଥମିକ ଚିକିତ୍ସା ଉପରେ ପ୍ରଶିକ୍ଷଣ ପ୍ରଦାନ କରିଥିଲେ କଦୋ ଦର ମା ମାହେଶ୍ୱରୀ କଲେଜ୍ ର ଅଧ୍ୟାପକ ଉଦ୍ଧବ ପଧାନ l ଷଷ୍ଠ ଦିନରେ ଏସ ସି ବି କଲେଜ୍ ସମ୍ବଲପୁର କାଉନସିଲ ପ୍ରୋଗ୍ରାମ ଅଫିସର ଡ଼କ୍ଟର ବିଶ୍ବ ନାଥ ଜେନା, ଜିଲ୍ଲା ପ୍ରୋଗ୍ରାମ ଅଫିସର ଡ଼କ୍ଟର ମନୋରଞ୍ଜନ ଘଡାଇ ଏହି ଶିବିର କୁ ପରିଦର୍ଶନ କରି ଜାତୀୟ ସେବା, କମୁନିଟି ସର୍ଭିସ୍ ଓ ସ୍କିଲ୍ ଡଭଲପମେଣ୍ଟ ଉପରେ ଗୁରୁତ୍ବl ରୋପ କରିଥଲେ l ଆଜିର ଏହି ଉଦଯାପନୀ କାର୍ଯ୍ୟକ୍ରମ ରେ ଇଂରାଜୀ ଅଧ୍ୟାପକ ମଧୁ ସୁଦନ ପୁଝାରୀ, ଅଧ୍ୟାପକ ଦୁର୍ବାସା ସାହୁ, ଅଧ୍ୟାପିକା ନୀନା ମିଶ୍ର, ନିଳୀମା ଗୁରୁ, ଅନୁପମା ମିଶ୍ର ଯୋଗ ଦେଇ ସହଯୋଗ କରିଥିବା ବେଳେ ଏନ୍ ଏସ ଏସ ପ୍ରୋଗ୍ରାମ ଅଫିସର ସରସ୍ଵତୀ ଦାଶ ସଭା ସଂଯୋଜନl ଓ ଧନ୍ୟବାଦ୍ ଅର୍ପଣ କରିଥିଲେ l ଏହି ସ୍ୱେଚ୍ଛାସେବୀ ମାନେ ଜିଲ୍ଲା ସ୍ତରୀୟ ସ୍ୱାଧୀନତା ଦିବସ ଉତ୍ସବ ରେ ଯୋଗ ଦେଇ ଶୃଙ୍ଖଳା ର ସେବା ଦାୟିତ୍ୱ ବହନ କରିଥିଲେ l ଉତ୍ସବ ଆରମ୍ଭ ରୁ ବିଭିନ୍ନ ଦିବସ ରେ ବରିଷ୍ଠ ଆଡଭୋକେଟ ପ୍ରଦୀପ ପୁରୋହିତ, ହିମାଂଶୁ ଭୁଷଣ ନାୟକ, ଉମାକାନ୍ତ  ନାଗ, ଓ ମନୋରଞ୍ଜନ ତ୍ରୀପାଠୀ ସାଧନ କର୍ମୀ ଓ ଅତିଥି ଭାବରେ ଡିବେଟ କାର୍ଯକ୍ରମ ରେ ଯୋଗ ଦେଇ ଛାତ୍ରୀ ମାନଙ୍କୁ ବିଭିନ୍ନ କ୍ଷେତ୍ର ରେ ପରାମର୍ଶ କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like