-+91-9937148622 |

prerana_bgr@rediffmail.com |

  Friday 19th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||      ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   (18-Jun-2026)       ||      ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ    (18-Jun-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ    (18-Jun-2026)       ||      ବ୍ରାହ୍ମଣୀ ଗ୍ରାମରେ ମାଇକ୍ରୋ ଟୁରିଜିମ୍‌ ପ୍ରକଳ୍ପର ପରିଦର୍ଶନ କଲେ ପ୍ରଶାସନିକ ଦଳ    (18-Jun-2026)       ||      ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ   (18-Jun-2026)       ||      ଶିଶୁ ମଙ୍ଗଳ କମିଟି କୋର୍ଟ କ୍ୟାମ୍ପ: ବ୍ଲକ ସ୍ତରୀୟ ପିତୃ-ମାତୃହୀନ ଶିଶୁଙ୍କ ଉପସ୍ଥାପନା ଓ ପରାମର୍ଶ ଶିବିର   (18-Jun-2026)       ||      ମା ଜାଗୁଳାଇ ରାମଲୀଳା ସମିତି ପକ୍ଷରୁ ଦୁଇଦିନିଆ ରାମଲୀଳା ଉତ୍ସବ    (18-Jun-2026)       ||      ଆଗଲପୁର ବ୍ଲକ୍ ରେ ବିକାଶ ର ଧାରା ଓଡ଼ିଶା ସାରା କାର୍ଯକ୍ରମ   (17-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରାର ତୃତୀୟ ଦିବସ, ଭୈରବ ବାବାଙ୍କ ଗୁଆଗୁଣ୍ଡା ନିଉତା ସମ୍ପନ୍ନ   (17-Jun-2026)       ||      ବଲାଙ୍ଗିର ର ୯ ଗୋଟି ଶିତଳ ଷଷ୍ଠୀ ଅନୁଷ୍ଠାନକୁ ମୁଖ୍ୟମନ୍ତ୍ରୀଙ୍କ ୩୬ ଲକ୍ଷ ଟଙ୍କା ଅନୁଦାନ   (17-Jun-2026)       ||     

HOME   ଜିଲ୍ଲା

ଭରସୁଜା ଅଞ୍ଚଳରେ ବିନା ଲାଇସେନ୍ସଧାରୀ ସାର ବେକାରୀଙ୍କୁ ଯୋଗୁଁ କ୍ଷତି ସହୁଛନ୍ତି ଚାଷୀ ଓ ଲାଇସେନ୍ସ ଧାରୀ ସାର ବେପାରୀ

18-Aug-2024



ଆଗଲପୁର(ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକର ବିଭିନ୍ନ ଗ୍ରାମରେ ଛତୁ ଫୁଟିଲା ଭଳି ଅବୈଧ ସାର ଓ ବିହନ ଦୋକାନ ବଢିବାରେ ଲାଗିଛି l ଏମାନଙ୍କ ଯୋଗୁଁ ଲାଇସେନ୍ସପ୍ରାପ୍ତ ସାର ଦୋକାନୀ ମାନେ ଅନେକ କ୍ଷତି ସହୁଛନ୍ତି l ଏମାନେ ସରକାରଙ୍କୁ ଜି ଏସ୍ ଟି ଦେଉଛନ୍ତି, ସମସ୍ତ ସରକାରୀ ନିୟମ କାନୁନ୍ ଅନୁସାରେ ସାର ବିକ୍ରୟ କରୁଥିବା ବେଳେ ତାଙ୍କ ଆଗରେ ବିନା ଲାଇସେନ୍ସଧାରୀ ସାର ଦୋକାନୀ ମାନେ ଦିନଦ୍ୱିପହରରେ ଶହ ଶହ ବସ୍ତା ସାର ବିକ୍ରି କରିଦେଉଛନ୍ତି l ଏପରି କିଛି କାରବାର ବ୍ୟାପକ ଭାବରେ ଚାଲିଛି ଆଗଲପୁର ବ୍ଳକ ର ଭରସୁଜା ଅଂଚଳରେ l ଭରସୁଜା ଅଞ୍ଚଳରେ ଏପରି ଏକାଧିକ ସାର ଦୋକାନ ପ୍ରଶାସନର ଦୃଷ୍ଟି ଆଢୁଆଳରେ ନିଜର ବ୍ୟବସାୟ କରିଚାଲିଛନ୍ତି l ସବୁଠାରୁ ଦୁଃଖର ବିଷୟ ଯେ,  ଏ ସମ୍ପର୍କରେ ଜିଲ୍ଲା କୃଷି ଅଧିକାରୀ ଓ ବ୍ଲକ ସହ କୃଷି ଅଧିକାରୀଙ୍କୁ ବାରମ୍ବାର ଅଭିଯୋଗ କରାଯାଇଥିଲେ ମଧ୍ୟ ସେମାନେ ଦେଖିବା, କରିବା କହି ଲୋକଙ୍କୁ ଭୁଆଁ ବୁଲେଇବା ଦେଖା ଯାଉଛି l ଅନୁସନ୍ଧାନରୁ ଜଣାପଡ଼ିଛି ଯେ, ଭରସୁଜା ଗ୍ରାମର ପାତ୍ର ବିହନ ଭାଣ୍ଡର (ପ୍ରୋ:ବିଶ୍ୱରଞ୍ଜନ ପାତ୍ର) ଲାଇସେନ୍ସ ନଥାଇ ମଧ୍ଯ ଟ୍ରକ୍ ଟ୍ରକ୍ ସାର ନିଜ ଗୋଦାମରେ ଅନଲୋଡ୍ କରୁଥିବା ଦେଖାଯାଉଛି l ବିଭିନ୍ନ ସମୟରେ ସନ୍ଧ୍ୟାରେ ଏଠାକୁ ଟ୍ରକରେ ସାର ଓ ବିହନ ଆସି ଗୋଦାମ୍ ମାଲିକଙ୍କ ଘରେ ଅନଲୋଡ୍ ହୋଇଥାଏ l ସୁଦୂର ଛତିଶଗଡ଼ ଓ  ବିହାର ଆଦି ରାଜ୍ୟର ନକଲି କୀଟନାଶକ ସାମଗ୍ରୀ ଆଦି ବିକ୍ରୟ କରିବା ନେଇ ମଧ୍ୟ ଏହି ଗୋଦାମର ମାଲିକଙ୍କ ନାମରେ ଗୁରୁତର ଅଭିଯୋଗ ରହିଛି l ଏହି ଗୋଦାମ ଉପରେ ପ୍ରଶାସନ ତରଫରୁ ଦୁଇ ଦୁଇ ଥର ଚଢାଉ ମଧ୍ୟ ହୋଇସାରିଲାଣି l ଗୋଦାମ୍ ମାଲିକ ବିଶ୍ୱରଞ୍ଜନ ପାତ୍ରଙ୍କ ନାମରେ ଏଫ୍ ଆଇ ଆର୍ ମଧ୍ୟ ହୋଇସାରିଛି କିନ୍ତୁ ଏହି ଚତୁର ସାର ବ୍ୟବସାୟୀ ଜଣଙ୍କ କାହାକୁ ଖାତିର୍ ନକରି ନିଜର କାମ କରିଚାଲିଛନ୍ତି l କେବଳ ପାତ୍ର ବିହନ ଭଣ୍ଡାର ନୁହଁ  ଭରସୁଜା ଅଞ୍ଚଳର ଏକାଧିକ ସାର ଦୋକାନ ଏପରି ଢଙ୍ଗରେ ତାଙ୍କର ବେପାର ଚଳାଇଛନ୍ତି l ଏମାନଙ୍କ ଉପରେ ନା ଅଛି ସରକାରଙ୍କ ଲଗାମ୍ ନା ଏମାନଙ୍କ ପାଇଁ ସରକାରୀ ଆଇନର ବିଧିବ୍ୟବସ୍ଥା l ଏ ସମ୍ପର୍କରେ ଆମେ ଆଗଲପୁର ବ୍ଲକ କୃଷି ଅଧିକାରୀଙ୍କ ପ୍ରତିକ୍ରିୟା ନେଇଥିଲୁ l ପୋଲିସ, ବ୍ଲକ  ଏନଫୋର୍ସମେଣ୍ଟ ଟିମ୍ ଓ ଡିଷ୍ଟ୍ରିକ୍ଟ ଲେଭେଲ ଅଧିକାରୀଙ୍କ ଦ୍ଵାରା ତୁରନ୍ତ ଅବୈଧ ସାର ବେପାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି କୃଷି ଅଧିକାରୀ l ଅନ୍ୟପକ୍ଷରେ ପ୍ରଶାସନର ଜ୍ଞାତସାରରେ ଏହି ସାର ବେପାରୀ ମାନେ ଲୋକଙ୍କୁ ଠକି ଚାଲିଥିବା ଅଭିଯୋଗ ହୋଇଛି l ଏପରି ଅସାଧୁ  ବ୍ୟବସାୟୀ ମାନଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଭରସୁଜା ଅଞ୍ଚଳର ଚାଷୀ ଓ ସାର ବେପାରୀ ମାନେ ଦାବି କରିଛନ୍ତି l


News Comment




Photo in News

Advertisment
Lastest News
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ   18-Jun-2026
  ଜିଲ୍ଲା  
ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   18-Jun-2026
  ଜିଲ୍ଲା  
ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   18-Jun-2026
  ଜିଲ୍ଲା  
*ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   18-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   18-Jun-2026
  ଜିଲ୍ଲା  
ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   18-Jun-2026
  ଜିଲ୍ଲା  
ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   18-Jun-2026
  ଜିଲ୍ଲା  
ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ   18-Jun-2026
  ଜିଲ୍ଲା  
ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   18-Jun-2026
  ଜିଲ୍ଲା  
ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ   18-Jun-2026

You Might Also Like