-+91-9937148622 |

prerana_bgr@rediffmail.com |

  Saturday 1st August 2026 |

| | | |

R.N.I. Regd No. ODIODI/2010/46693

Breaking News

ଚାଷୀଙ୍କ କ୍ଷତିପୂରଣ ଦାବିକଲା ଲିବରେସନ୍ ସାମାଜିକ ଅନୁଷ୍ଠାନ   (01-Aug-2026)       ||      ଦୟାନନ୍ଦ ପବ୍ଲିକ ସ୍କୁଲର ଷ୍ଟାଫ ଡେ ଓ ନର୍ସରୀ ଟିଚର୍ସ୍ ଟ୍ରେନିଂ ଛାତ୍ରୀମାନଙ୍କ ସମାବର୍ତ୍ତନ ଉତ୍ସବ   (01-Aug-2026)       ||      ଏଡିଇଓ ରଞ୍ଜିତ ଘିବେଲାଙ୍କୁ ବିଦାୟକାଳୀନ ସମ୍ବଦ୍ଧନା    (01-Aug-2026)       ||      ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   (31-Jul-2026)       ||      ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   (31-Jul-2026)       ||      *ଗାନ୍ଧି ଷ୍ଟାଡିୟମ୍ ପାଇଁ ୨୫ କୋଟି ୭୫ ଲକ୍ଷ ଓ ଭୀମଭୋଇ ସମାଧିପୀଠ ଖଲିଆପାଲି ପାଇଁ ୩୪କୋଟି ଅର୍ଥ ମଞ୍ଜୁରୀ - ଜିଲ୍ଲାପାଳ ଙ୍କୁ ଜିଲ୍ଲା କ୍ରୀଡା ସଂଘ ପକ୍ଷରୁ ଶୁଭେଛା ସମ୍ୱର୍ଦ୍ଧନା ଜ୍ଞାପନ*-   (31-Jul-2026)       ||      ଅଧ୍ୟକ୍ଷ ହେମନ୍ତ କୁମାର ମୁଣ୍ଡଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା,,,,,,, .୩୫ ବର୍ଷ ୨ମାସର କାର୍ଯ୍ୟଧାରା .ନମ୍ରତା ଓ ସରଳତା ଥିଲା ମୂଳମନ୍ତ୍ର   (31-Jul-2026)       ||      ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର ପାନୀୟ ଜଳ ଓ ପରିମଳ ନିର୍ଦ୍ଦେଶକଙ୍କ ତିନି ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ   (31-Jul-2026)       ||      ଲୋୟର ସୁକତେଲ ଡ୍ୟାମ୍‌ ଅଞ୍ଚଳରେ ୧୬୩ ଧାରା ଲାଗୁ: ପ୍ରବେଶ, ଗାଧୋଇବା ଓ ସେଲଫି ନେବା ଉପରେ କଟକଣା   (31-Jul-2026)       ||      *ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   (31-Jul-2026)       ||      ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   (31-Jul-2026)       ||      ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   (31-Jul-2026)       ||      ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   (31-Jul-2026)       ||      *ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   (31-Jul-2026)       ||      ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                        (31-Jul-2026)       ||      ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ    (31-Jul-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   (31-Jul-2026)       ||      ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (30-Jul-2026)       ||      କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   (30-Jul-2026)       ||      କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   (30-Jul-2026)       ||     

HOME   ରାଜ୍ୟ

ଠିକାଦାର ଓ ଜେ.ଇ ଙ୍କ ମଧୁଚନ୍ଦ୍ରିକା, ରାସ୍ତା ନିମ୍ନ ମାନର ଅଭିଯୋଗ

18-Aug-2024



ବଲାଙ୍ଗୀର(ପ୍ରେରଣା ଖବର): ଆଗଲପୁର (ଡୁଡୁକା)ବ୍ଲକରେ ଜଳସଂପଦ ବିଭାଗ କିଭଳି ନିମ୍ନମାନର ରାସ୍ତା କାମ କରିଛି ତାର ବାସ୍ତବ ଚିତ୍ର ଦେଖିବାକୁ ମିଳିଛି କୁଟାସିଂହା ଓ ଛୋକରମାଲ ପଂଚାୟତରେ | ରାସ୍ତା ନିର୍ମାଣର ମାସେ ନ ପୂରୁଣୁ ପିଚୁ ଉଠିଯାଇଥିବା ଦେଖା ଯାଇଛି। ଅଙ୍ଗ ଶାଖା କେନାଲ ବଲାଙ୍ଗୀର-ସୋନପୁର ଆର୍ ଡି-୯୮୦ପାଣିଛତ୍ର ଛକ ବାଲପୁର ଡିଷ୍ଟ୍ରିବୁଟର ଠାରୁ କୁଟାସିଂହା ଡିଷ୍ଟ୍ରିବ୍ୟୁଟର ପର୍ଯ୍ୟନ୍ତ ୪ କି. ମି ୪୦୩ ମିଟର ଏହି ରାସ୍ତା ୩୦-୧୨-୨୩ ରୁ ଆରମ୍ଭ ହୋଇ ୨୯-୧୨-୨୪ ତାରିଖ ରେ ଶେଷ ହେବାରଥିଲା।ଠିକାଦାର ଓ ଜଳସମ୍ପଦ ବିଭାଗ ମିଳିତ ଭାବେ ୨ ମାସରେ ମେଟାଲିଙ୍ଗ, ରୋଲିଙ୍ଗ, ପିଚୁ ସାରିଦେଇଛନ୍ତି ଫଳରେ ଟାଇଟ ନ ନେଇ ଗେଟି ଓ ବଜରୀ ଉଠିଯାଉଛି। ପୁଣି ପ୍ରତକ୍ଷଦର୍ଶୀଙ୍କ କହିବାନୁସାରେ ରାସ୍ତା ନିର୍ମାଣ ବେଳେ ଆବଶ୍ୟକ ମୁତାବକ ତେଲ (ପିଚୁ ) ଦିଆଯାଇନାହିଁ । ଧାର୍ଯ୍ୟ ତାରିଖ ଠାରୁ ବହୁ ପୂର୍ଵ ରୁ ତରବରିଆ ଭାବେ କାମ ସାରିଦେଇଥିବାରୁ ସଂପୃକ୍ତ ଠିକାଦାର ଓ 

ଜଳସମ୍ପଦ ବିଭାଗର କି କାରଣ ଥାଇପାରେ ବୋଲି ସ୍ଥାନୀୟ ଲୋକେ ପ୍ରଶ୍ନ ଉଠାଇଛନ୍ତି | ଏ ସମ୍ପର୍କ ରେ ବିଭାଗୀୟ ଜେଇ ପଞ୍ଚୁ ମାଝୀଙ୍କୁ ଫୋନ କରି ପଚରାଯିବାରୁ ଯଦି ପିଚୁ ଉଠି ଯାଉଛି ମୁଁ ଠିକାଦାରଙ୍କୁ କହିବି ସେ ପୁଣି ପିଚୁ କରିବେ ବୋଲି କହିଥିଲେ । ରାସ୍ତା ନିର୍ମାଣ ପାଇଁ ୧୨୬୦୮୫୩୨ ଟଙ୍କା ବ୍ୟୟ ବରାଦ କରାଯାଇଥିଲେ ମଧ୍ୟ ନିହାତି ନିମ୍ନମାନର କାମ ହୋଇ ଥିବା ସ୍ଥାନୀୟ ବାସିନ୍ଦା ପ୍ରକାଶ କରିଛନ୍ତି | ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଏଥିପ୍ରତି ଦୃଷ୍ଟିଦେଇ ଆବଶ୍ୟକ ପଦକ୍ଷେପ ନେବାକୁ ଦାବୀ ହେଉଛି।


News Comment




Photo in News

Advertisment
Lastest News
  ରାଜ୍ୟ  
ଚାଷୀଙ୍କ କ୍ଷତିପୂରଣ ଦାବିକଲା ଲିବରେସନ୍ ସାମାଜିକ ଅନୁଷ୍ଠାନ   01-Aug-2026
  ଜିଲ୍ଲା  
ଦୟାନନ୍ଦ ପବ୍ଲିକ ସ୍କୁଲର ଷ୍ଟାଫ ଡେ ଓ ନର୍ସରୀ ଟିଚର୍ସ୍ ଟ୍ରେନିଂ ଛାତ୍ରୀମାନଙ୍କ ସମାବର୍ତ୍ତନ ଉତ୍ସବ   01-Aug-2026
  ଜିଲ୍ଲା  
ଏଡିଇଓ ରଞ୍ଜିତ ଘିବେଲାଙ୍କୁ ବିଦାୟକାଳୀନ ସମ୍ବଦ୍ଧନା   01-Aug-2026
  ଜିଲ୍ଲା  
ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   31-Jul-2026
  ଜିଲ୍ଲା  
ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   31-Jul-2026
  ଜିଲ୍ଲା  
*ଗାନ୍ଧି ଷ୍ଟାଡିୟମ୍ ପାଇଁ ୨୫ କୋଟି ୭୫ ଲକ୍ଷ ଓ ଭୀମଭୋଇ ସମାଧିପୀଠ ଖଲିଆପାଲି ପାଇଁ ୩୪କୋଟି ଅର୍ଥ ମଞ୍ଜୁରୀ - ଜିଲ୍ଲାପାଳ ଙ୍କୁ ଜିଲ୍ଲା କ୍ରୀଡା ସଂଘ ପକ୍ଷରୁ ଶୁଭେଛା ସମ୍ୱର୍ଦ୍ଧନା ଜ୍ଞାପନ*-   31-Jul-2026
  ଜିଲ୍ଲା  
ଅଧ୍ୟକ୍ଷ ହେମନ୍ତ କୁମାର ମୁଣ୍ଡଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା,,,,,,, .୩୫ ବର୍ଷ ୨ମାସର କାର୍ଯ୍ୟଧାରା .ନମ୍ରତା ଓ ସରଳତା ଥିଲା ମୂଳମନ୍ତ୍ର   31-Jul-2026
  ଜିଲ୍ଲା  
ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର ପାନୀୟ ଜଳ ଓ ପରିମଳ ନିର୍ଦ୍ଦେଶକଙ୍କ ତିନି ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ   31-Jul-2026
  ଜିଲ୍ଲା  
ଲୋୟର ସୁକତେଲ ଡ୍ୟାମ୍‌ ଅଞ୍ଚଳରେ ୧୬୩ ଧାରା ଲାଗୁ: ପ୍ରବେଶ, ଗାଧୋଇବା ଓ ସେଲଫି ନେବା ଉପରେ କଟକଣା   31-Jul-2026
  ଜିଲ୍ଲା  
*ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   31-Jul-2026
  ଜିଲ୍ଲା  
ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   31-Jul-2026
  ଜିଲ୍ଲା  
ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   31-Jul-2026

You Might Also Like