-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ଆଉ ନାହାନ୍ତି ଧର୍ମପରାୟଣ ମହିଳା କମଳିନୀ ଦର୍ଜି

18-Aug-2024



ବଲାଙ୍ଗୀର(ପ୍ରେରଣା ଖବର): ଆଜି ସକାଳ ୮ ଘଣ୍ଟା ୫୦ ମିନିଟ ସମୟରେ ଧର୍ମପରାୟଣ ମହିଳା କମଳିନୀ ଦର୍ଜିଙ୍କ ୬୨ ବର୍ଷ ବୟସରେ ଦେହାନ୍ତ ହୋଇଯାଇଛି। ସେ ଅନେକ ବର୍ଷ ହେଲା ମଧୁମେହ ରୋଗରେ ପୀଡିତ ଥିଲେ। ସେ ଜଣେ ଧର୍ମ ପରାୟଣ ମହିଳା ଥିଲେ। ଭାଗବତ ଚର୍ଚ୍ଚା,ପୂଜାର୍ଚ୍ଚନା,ଭଜନ ଇତ୍ୟାଦି ରେ ନିଜକୁ ତଥା ସ୍ଥାନୀୟ ମହିଳା ମାନଙ୍କ ସାଙ୍ଗରେ ଆଧ୍ୟାତ୍ମିକ  ମାହୋଲ ସୃଷ୍ଟି କରି ପାରିଥିଲେ। ଆଉ ଶୁଭିବନି ତାଙ୍କର ବାବୁ ଶବ୍ଦ। ସବୁଦିନ ପାଇଁ ନିରବି ଗଲେ। ଆଉ ତାଙ୍କ ସନ୍ତାନ ପାଇ ପାରିବେନି ମାଁ ର ସ୍ନେହ।ସବୁଦିନ ପାଇଁ ଉଭେଇ ଗଲା ମାଁ ର ସ୍ନେହଭରା ବାବୁ ଶବ୍ଦ। ଆଉ ଦେଖିବାକୁ ମିଳିବନି ତାଙ୍କର ହସ ହସ ଭରା ମୁହଁ। ବଲାଙ୍ଗୀର ରାଧାରାଣୀ ପଡା ରେ ଜନ୍ମ ନେଇ ଖଡ଼ିଆଳ ନେହେନାରେ ବିବାହ ହୋଇ ପୁଣି ବଲାଙ୍ଗୀରକୁ ନିଜର କର୍ମଭୂମି ଭାବରେ ବାଛି ନେଇଥିବା କମଳିନୀ ଚାଲିଗଲେ ଆରପାରିକୁ ସମସ୍ତଙ୍କୁ ଶୋକ ସାଗରରେ ଭସାଇ। ସେ ଖଡ଼ିଆଳ ନେହେନାର ଉପେନ୍ଦ୍ର ଦର୍ଜିଙ୍କୁ ବିବାହ କରିଥିଲେ। ତାଙ୍କର ମୃତ୍ୟୁ ସମୟରେ ତାଙ୍କ ପାଖରେ ତାଙ୍କ ସ୍ବାମୀ ଉପେନ୍ଦ୍ର ଦର୍ଜି,ଏକମାତ୍ର ପୁତ୍ର ଓମ୍ ପ୍ରକାଶ ଦର୍ଜି (ଦୀପକ), ଝିଅ ପୂଜା ଦର୍ଜି ଏବଂ ନାତି ନାତୁଣୀ ସହ ପରିବାର ସ୍ୱଜନ ବନ୍ଧୁବାନ୍ଧବ ତାଙ୍କ ସିଭିଲ କୋର୍ଟ ପଛପଟ ବାସଭବନ ରେ ଶେଷ ଦର୍ଶନ ସହ ଶେଷ ବିଦାୟ ଦେଇଥିଲେ।ତାଙ୍କର ଶେଷ କୃତ୍ୟ ବିଭୂତି ପଡା ଶ୍ମଶାନରେ କରାଯାଇଥିଲା।ସଭିଏଁ ତାଙ୍କର ଅମର ଆତ୍ମାର ସଦଗତି ପାଇଁ ଈଶ୍ୱରଙ୍କ ଠାରେ ପ୍ରାର୍ଥନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like