-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ରାଜ୍ୟ

ନାକଟିଦେଉଳ ବ୍ଲକର ବିଭିନ୍ନ ସମସ୍ୟା ନେଇ ବିଭାଗୀୟ ମନ୍ତ୍ରୀ ମାନଙ୍କୁ ଭେଟିଲା ବ୍ଲକ ବିଜେପି ର ପଦାଧିକାରୀ

18-Aug-2024



ନକଟିଦେଉଳ(କନ୍ଦର୍ପ ବେହେରା): ନାକଟିଦେଉଳ ବ୍ଲବ୍ଲର ବିଭିନ୍ନ ସମସ୍ୟାକୁ ନେଇ ବ୍ଲକ ବିଜେପି ତରଫରୁ ବିଭାଗୀୟ ମନ୍ତ୍ରୀ ମାନଙ୍କୁ ଭେଟିଛନ୍ତି ବ୍ଲକ ବିଜେପିର ପଦାଧିକାରୀ ମାନେ 
ବିଜେପିର ପଦାଧିକାରୀ ମାନେ ମନ୍ତ୍ରୀ ମାନଙ୍କୁ ଭେଟି ଗିରିଶ୍ଚନ୍ଦ୍ର ପୁର ଆଦିବାସୀ, ହରିଜନ କଲ୍ୟାଣ ସରକାରୀ ଉଚ୍ଚ ବିଦ୍ୟାଳୟ କୁ ବିଜ୍ଞାନ ଓ ବାଣିଜ୍ୟ ବିଭାଗରେ +୨ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉନ୍ନୀତ କରଣ କରିବା , ନାକଟିଦେଉଳ CHC ରେ ଆବଶ୍ୟକୀୟ ଡାକ୍ତର ପଦବୀ ପୂରଣ ଓ ରାସ୍ତାଘାଟ ଓ ପାନୀୟ ଜଳ ସମସ୍ୟା ର ସମାଧାନ ସମ୍ପର୍କ ରେ ଦାବି କରିଛନ୍ତି 

କିସିଣ୍ଡା ମଣ୍ଡଳ ସଭାପତି ନେତ୍ରାନନ୍ଦ ରାଉଳ ଙ୍କ ନେତୃତ୍ୱରେ ଦେବରାଜ କାଲୋ, ପୂର୍ଣ୍ଣଚନ୍ଦ୍ର ଗଡତିଆ, ସନ୍ତୋଷ ଦେହୁରୀ, ଅରୁଣ କୁମାର ସାହୁ, ରଜ୍ୟ ମନ୍ତ୍ରୀ ମଣ୍ଡଳର ଗଣଶିକ୍ଷା ମନ୍ତ୍ରୀ, ପଂଚାୟତ ରାଜ, ପାନୀୟ ଜଳ ଯୋଗାଣଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ, ଓ ସ୍ବାସ୍ଥ୍ୟ ମନ୍ତ୍ରୀଙ୍କୁ ଭୁବନେଶ୍ଵର ରେ ସାକ୍ଷାତ କରି ଦାବି କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like