-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ଧର୍ମେନ୍ଦ୍ର ପ୍ରଧାନଙ୍କର ପୌରାହିତ୍ୟରେ ସିଲଭର ଗାନ୍ଧୀଙ୍କର ପଦଯାତ୍ରା ଉଦଯାପିତ 

18-Aug-2024



ନୂଆଦିଲ୍ଲୀ(ପ୍ରେରଣା ଖବର): ସ୍ୱଚ୍ଛ ଭାରତ ଅଭିଯାନର ବ୍ରାଣ୍ଡ ଆମ୍ବାସାଡ଼ର ସିଲଭର ଗାନ୍ଧୀ ଭାବରେ ପ୍ରସିଦ୍ଧ ମୋହନ ମହାପାତ୍ର ନିକଟରେ ଗାନ୍ଧୀନଗର ଠାରୁ ନୂଆଦିଲ୍ଲୀ ପର୍ଯ୍ୟନ୍ତ ତାଙ୍କର ୩୦ ଦିନିଆ ପଦଯାତ୍ରା ସମାପନ କରିଛନ୍ତି।ସ୍ୱଚ୍ଛ ଭାରତ ଗଠନ, ମା ପାଇଁ ଗଛ ଟିଏ ରୋପଣ ଏବଂ ଘରେ ଘରେ ତ୍ରୀରଙ୍ଗା ଉଡ୍ଡIୟନ ଆଦି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କର ଆହ୍ୱାନ ଗୁଡିକୁ ପ୍ରଚାର,ପ୍ରସାର ଏବଂ ଲୋକପ୍ରିୟ କରିବା ଉଦ୍ଦେଶ୍ୟରେ ଏହି ପଦଯାତ୍ରା ଆୟୋଜିତ ହୋଇଥିବା ଜଣାଯାଇଛି।ଗୁଜୁରାଟର ଗାନ୍ଧୀ ନଗରଠାରେ ଏହି ପଦଯାତ୍ରାକୁ ରାଜ୍ୟର ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ଭାଈ ପଟେଲ ଉଦଘାଟନ କରିଥିବା ବେଳେ ନୂଆଦିଲ୍ଲୀ ଠାରେ ଉଦଯାପନ ଅଧିବେଶନରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟ

ଅତିଥି ଭାବରେ ଯୋଗ ଦେଇଥିଲେ। ପଦଯାତ୍ରୀ ସିଲଭର ଗାନ୍ଧୀ ଜାତୀୟ ରାଜଧାନୀରେ ପାଦ ଦେବା ପରେ  ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ତଥା ଉତ୍ତରପୂର୍ବ  ଦିଲ୍ଲୀର ସାଂସଦ ମନୋଜ ତିୱାରୀ ତାଙ୍କୁ   ଉଚ୍ଛ୍ବସିତ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିବା ପ୍ରାପ୍ତ ସୂଚନାରୁ ପ୍ରକାଶ।  

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପତ୍ନୀ ମୃଦୁଳା ପ୍ରଧାନଙ୍କ ସହିତ ତାଙ୍କର କୃଷକ ରୋଡ଼ ସ୍ଥିତ ବାସଭବନରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ଉପସ୍ଥିତିରେ ସିଲଭର ଗାନ୍ଧୀଙ୍କୁ ଭବ୍ୟ ବିଧାଇ ଜଣାଇଥିବା ଦେଖା ଯାଇଥିଲା। ଶ୍ରୀ ପ୍ରଧାନ ପରିବେଶ ସୁରକ୍ଷା ସମ୍ପର୍କରେ ଭାରତବର୍ଷର କୋଣ ଅନୁକୋଣରେ ସଚେତନତା ସୃଷ୍ଟି କରିବା ଉପଲକ୍ଷେ ସିଲଭର ଗାନ୍ଧୀଙ୍କର  ପଦଯାତ୍ରା ଜରିଆରେ ଏହି ମହତ ପ୍ରୟାସକୁ ଭୁରୀ ଭୁରୀ ପ୍ରଶଂସା କରିଥିଲେ। 

ଗାନ୍ଧୀନଗର ଠାରେ ପଦଯାତ୍ରାକୁ ଉଦଘାଟନ କରିବା ଅବସରରେ ଗୁଜୁରାଟର ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ଭାଈ ପଟେଲ, ସିଲଭର ଗାନ୍ଧୀଙ୍କର ପ୍ରଦୂଷଣ ମୁକ୍ତ ସ୍ୱଚ୍ଛ ଓ ସବୁଜ ଭାରତ ଗଠନ ଉଦ୍ଦେଶ୍ୟରେ ଏହି ସାଧୁ ଉଦ୍ୟମର ସଫଳତା ପାଇଁ ଶୁଭ କାମନା ଜଣାଇଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କର ଜୀବନ, ଦର୍ଶନ ଓ ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ତାଙ୍କର ବାର୍ତ୍ତାକୁ ପ୍ରତ୍ୟେକ ଭାରତୀୟଙ୍କ  ନିକଟରେ ପହୁଞ୍ଚାଇବାକୁ  ଅନବରତ ଭାବେ ଚେଷ୍ଟାରତ ଥିବା ସିଲଭର ଗାନ୍ଧୀ ଗଣମାଧ୍ୟମ  ନିକଟରେ ପ୍ରକାଶ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like