-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ନୂଆପଡା ଡିଷ୍ଟ୍ରିକ ୟୁନିୟନ ଅଫ ଜର୍ଣ୍ଣାଲିଷ୍ଟର ସାଧାରଣ ବୈଠକ l

18-Aug-2024



ନୂଆପଡ଼ା -(ରାମନାଥ ପଣ୍ଡା )
ନୂଆପଡା ଜିଲ୍ଲାର  ତୀର୍ଥକ୍ଷେତ୍ର ପାତାଳଗଙ୍ଗା ଠାରେ ଜିଲ୍ଲା ସଭାପତି ସୁଶାନ୍ତ କରଙ୍କ ସଭାପତିତ୍ବରେ ନୂଆପଡା ଜିଲ୍ଲା ଡିଷ୍ଟ୍ରିକ ୟୁନିୟନ ଅଫ ଜର୍ଣ୍ଣାଲିଷ୍ଟ (ଏନ୍ ଡି ୟୁ ଜେ )ର ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି l ବୈଠକରେ ଏନ୍ ଡି ୟୁ ଜେ ସାଧାରଣ ସମ୍ପାଦକ ଯୁଗଳ କିଶୋର ମହାନନ୍ଦ, କୋଷାଧ୍ୟକ୍ଷ ବିଶିକେଶନ ପଣ୍ଡା,ନୂଆପଡ଼ା ବ୍ଲକ ସଭାପତି ରାଜ କିରଣ ସିଂ ଦେଓ ,କୋମନା ବ୍ଲକ ସଭାପତି ରଂଜିତ ପଣ୍ଡା, ଖରିଆର ବ୍ଲକ ସଭାପତି ଓମ ପ୍ରକାଶ ଚୌଧୁରୀ, ବୋଡ଼େନ ବ୍ଲକ ସଭାପତି ନୀଳମଣି ପଣ୍ଡା,ସିନାପାଲି ବ୍ଲକ ସଭାପତି ଗୟାରାମ ମେହେର, ବରିଷ୍ଠ କାର୍ଯ୍ୟକର୍ତ୍ତା ସୀମାଞ୍ଚଳ ମହାପାତ୍ର,ଅଂଶୁମାନ ଅଗସ୍ତି, ମକାରୁ ବେମାଲ,  ବିକାଶ ଖରସେଲ, ମୃତୁଞ୍ଜୟ ପଣ୍ଡା,ଏସ ଷଡ଼ଙ୍ଘି,ରାମନାଥ ପଣ୍ଡା, ଭଗ୍ୟବାନ ମାଝୀ, ରମେଶ ଜଗତ, ଦେବଦାସ ପାଢ଼ୀ, ମାଇକଲ ନନ୍ଦ, ଶ୍ୟାମ ସୁନ୍ଦର ସଗରିଆ, ରମାକାନ୍ତ ବନ୍ଧିଛୋର,ଦୀନେଶ ଛତ୍ରିଆ, ଗଣେଶ ଚନ୍ଦ୍ର ବାଗ, ଝମ୍ପେଶ୍ୱର ସଲମା , ଯୁଧିଷ୍ଠିର ଦୀପ, ଉପେନ୍ଦ୍ର ବାଗ,ନୀଳାମ୍ବର ନାଗ, ଅଜିତ ବେହେରା,କାର୍ତ୍ତିକ ମହାନନ୍ଦ,ଉପେନ୍ଦ୍ର ମଟାରି, ହରେରାମ କରୁଆଁ, ପରମେଶ୍ୱର ମେହେର, କମଲ ଚରଣ ମାଝୀ ପ୍ରମୁଖ ଉପସ୍ଥିତ ରହି  ସଂଘର ଅତୀତ ,ବର୍ତ୍ତମାନ ଓ ଭବିଷ୍ୟତ ଉପରେ ବିସ୍ତୃତ ଭାବରେ ଆଲୋଚନା କରିଥିଲେ । ସଂଘୀୟ ନୀତିକୁ ନେଇ କେମିତି ଆଗକୁ ବଢିବା ଏବଂ ସମାଜ ଆଗରେ କେମିତି ପ୍ରଶଂସିତ ହେବା,ରାଜ୍ୟ ମାନଚିତ୍ରରେ ବିକାଶ ଦିଗରେ କେମିତି ନୂଆପଡ଼ା ଜିଲ୍ଲାର ସ୍ଥାନ ନିରୂପଣ କରିବା ଇତ୍ୟାଦି ବିଷୟରେ ସମସ୍ତଙ୍କ ମତାମତ ନେଇ ଆଲୋଚନା କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like