-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ରାଜ୍ୟ

ପାଟଣାଗଡ଼: ୨୧ ଅଗଷ୍ଟ ଭାରତ ବନ୍ଦ ପାଇଁ ପ୍ରସ୍ତୁତି ବୈଠକ

18-Aug-2024



ପାଟଣାଗଡ(ପୂର୍ଣ୍ଣ ଶଶିଶେଖର ରାଓ):  ଆଦିବାସୀ ଭବନ ବ୍ରହ୍ମପୁରା ଠାରେ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ପକ୍ଷରୁ ଯୁଗ୍ମ ସମ୍ପାଦକ ଗିରିରାଜ ଭୋଇଙ୍କ ସଭାପତିତ୍ୱରେ ୨୧ଅଗଷ୍ଟ ଭାରତ ବନ୍ଦ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା |  ଗତ ୧ ଅଗଷ୍ଟ ୨୦୨୪ ରେ ମାନ୍ୟବର ସୁପ୍ରିମକୋର୍ଟ ଏସଟି ସମ୍ପ୍ରଦାୟ ଏବଂ ଏସସି ସମାଜ ଭିତରେ କ୍ରିମି ଲେୟାର ତଥା ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତି ମଧ୍ୟରେ କ୍ରିମି ଲେୟର ଅର୍ଥାତ ଏସସି ଏସଟି ସାମାଜିକ /ଅର୍ଥନୈତିକ କ୍ଷେତ୍ରରେ ସ୍ୱଚ୍ଛଳ ବ୍ୟକ୍ତି/ ସମ୍ପ୍ରଦାୟ / ସମାଜ (ଉପ -ସଂରକ୍ଷଣ / କୋଟା ଭିତରେ କୋଟା  ପଦ୍ଧତି,ଉଭୟ କେନ୍ଦ୍ର ସରକାର ଏବଂ ରାଜ୍ୟ ସରକାର ଗୁଡିକ ଲାଗୁ କରିବା ପାଇଁ ଆଦେଶ ଦେଇଛନ୍ତି  | ଏହି ରାୟ ବଳବତ୍ତର ରହିଲେ ବିଶେଷ କରି ଏସ୍ ଟି/ଏସ୍ ସି ମାନଙ୍କ ଭବିଷ୍ୟତ ଅନ୍ଧାର ହୋଇଯିବ, ଧିରେ ଧିରେ ଏସସି ଏସଟି କୋଟା ଉଠିଯିବ,ଆମ ଭବିଷ୍ୟ ପିଢ଼ି ଉପରେ ମହା ବିପଦ ମାଡ଼ି ଆସିବ ବୋଲି ସଭାରେ ମତ ପ୍ରକାଶ ପାଇଥିଲା |  ଏସସି ମଧ୍ୟରେ କ୍ରିମି ଲେୟର ଏବଂ ଏସଟି ମଧ୍ୟରେ କ୍ରିମି ଲେୟର କାନୁନ ପ୍ରତ୍ୟାହାର ଦାବୀରେ ଭାରତର ସମସ୍ତ ଏସସି ଏସଟି ସଂଘ, ମହାସଂଘ, ଜାତି ସମାଜ ସଂଗଠନ, ରାଜନୈତିକ ସଙ୍ଗଠନ ତରଫରୁ ଆସନ୍ତା ୨୧ ଅଗଷ୍ଟ ୨୦୨୪ ତାରିଖ ଭାରତ ବନ୍ଦ ଡାକରା ଦିଆଯାଇଛି l  ଭାରତ ବନ୍ଦ ଡାକରାକୁ ପାଟଣାଗଡ଼ ରେ ମଧ୍ୟ ସମର୍ଥନ ଜଣେଇ  ସମସ୍ତ ସରକାରୀ /ବେସରକାରୀ କାର୍ଯ୍ୟାଳୟ, ବ୍ୟାଙ୍କ, ବୀମା, ଦୁକାନ ବଜାର, ସ୍କୁଲ କଲେଜ, ଯାନ ବାହାନ ଅଖ ଚକ ବନ୍ଦ ରହିବ (ଜରୁରୀ କାଳୀନ ସେବା ବ୍ୟତୀତ )| ଏହି ବନ୍ଦ ଅବସରରେ ସକାଳ ଘ. ୬ରୁ ପିକେଟିଂ କରାଯିବ ଓ ସକାଳ ଘ. ୧୦ରେ ଗଡ଼ ଭିତର ଯାତ୍ରା ପଡ଼ିଆରୁ   ସଶସ୍ତ୍ର ସାଂସ୍କୃତିକ ଶୋଭାଯାତ୍ରା ରେ ସହର ପରିକ୍ରମା କରି ଉପଜିଲ୍ଲାପାଳ କାର୍ଯ୍ୟାଳୟ ଠାରେ ଉପଜିଲ୍ଲାପାଳଙ୍କ ଜରିଆରେ ମହାମହିମ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ସ୍ମାରକ ପତ୍ର ପ୍ରଦାନ କରାଯିବ | ଆଜିର ସଭାରେ ସାରଥୀ ବାଗ, ହୃଷିକେଶ ଭୋଇ, ମଦନ ମାଝୀ, ପୁରନ୍ଦର ରାଉତ, ବଡ଼ ପୁଟା, ହରିବନ୍ଧୁ ବରିହା, ସହଦେଵ ଧରୁଆ, ଧବଳେଶ୍ୱର ଭୋଇ, ଚୂଡ଼ାମଣି ଧରୁଆ, କୃଷ୍ଣ ଚନ୍ଦ୍ର ଧରୁଆ, ମିଳି ଶବର, ମଧୁମାଲା ବୁଡ଼େକ, ଯଂଜ୍ଞସେନୀ ବେହେରା, ସଂଯୁକ୍ତା ବନଗୁଳା, ଲଳିତ ମିର୍ଦ୍ଧା, କୁଶ ବରିହା, ଗୋରେଖନାଥ ବରିହା, ଟିକେଶ୍ୱର ମିର୍ଦ୍ଧା, ଜୋତ୍ସ୍ନା ମୟୀ ବରିହା ପ୍ରମୁଖ ଉପସ୍ଥିତ ଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like