-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଅଜଣା ଗାଡି ଧକ୍କାରେ ଯାଉଛି ଗୋରୁଗାଈଙ୍କ ଜୀବନ

18-Aug-2024



ହରଭଙ୍ଗା(ଦେବବ୍ରତ ଦାଶଙ୍କ ରିପୋର୍ଟ): ଚାରିଛକ ଶିବମନ୍ଦିର ନିକଟରେ ଅଜଣା ଗାଡି ଧକ୍କାରେ ଗଲା ଷଣ୍ଢର ଜୀବନ। ସୂଚନାମୁତାବକ ଗତକାଲି ବିଳମ୍ବିତ ରାତିରେ ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଅନ୍ତର୍ଗତ ଚାରିଛକ ଶିବମନ୍ଦିର ନିକଟରେ ସୋଇଥିବା ଏକ ଷଣ୍ଢକୁ ଏକ ଅଜଣା ଗାଡି ଧକ୍କା ଦେଇ ଚାଲିଯାଇଥିଲା, ଫଳରେ ଘଟଣାସ୍ଥଳରେ ଷଣ୍ଢ ଟି ର ମୃତ୍ୟୁ ଘଟିଥିଲା। ସକାଳୁ ସ୍ଥାନୀୟ ଲୋକେ ଦେଖିବା ପରେ ବାଣୀଭୂଷଣପୁର ସରପଞ୍ଚ ଶ୍ରୀବନ୍ତ ମେହେର ଓ ସ୍ଥାନୀୟ ସ୍ୱେଚ୍ଛାସେବୀ ଯୁବ ସଂଗଠନକୁ ଖବର ଦେଇଥିଲେ। ଖବର ପାଇ ସରପଞ୍ଚଙ୍କ ସହ ରାମସେନା ଓ ବିନାୟକ ୟୁଥ ଆସୋସିଏସନର ସଦସ୍ୟମାନେ ଆସି ଏକ ଜେସିବି ଡକାଇ ଷଣ୍ଢ ଟିର ମୃତ ଶରୀରକୁ ଉଠାଇ ନେଇ ଗାଁ ଠାରୁ ଦୂର ରେ ମାଟିରେ ପୋତିଥିଲେ । ସୂଚନାଥାଉ କି ୫୭ନମ୍ବର ଜାତୀୟ ରାଜପଥ ପାଲଟିଛି ଗାଈଗୋରୁ ଗୁହାଳ। ରାସ୍ତାରେ

ଶୋଇଥିବା ବେଳେ ଗାଡି ଦୁର୍ଘଟଣାରେ ଯାଉଛି ନିରୀହ ଗାଈ ଗୋରୁ lଙ୍କ ଜୀବନ । ବୌଦ୍ଧ ଜିଲ୍ଲା ଦେଇ ୫୭ ନମ୍ବର ଜାତୀୟ ରାଜପଥ ୧୮୦ କିଲୋମିଟର ରୁ ଉର୍ଦ୍ଧ ରାସ୍ତା ଯାଇଛି । ପ୍ରତିଦିନ ଏହି ରାସ୍ତା ଦେଇ ସହ ସହ ଜାନବାହାନ ଯାତାୟତ କରୁଛି । କିନ୍ତୁ ରାସ୍ତା କଡରେ ଷ୍ଟ୍ରିଟ ଲାଇଟ ଅଚଳ ହୋଇ ପଡିବା ଫଳରେ ଏବେ ଏହି ଜାତୀୟ ରାଜପଥ ଅସୁରକ୍ଷିତ

ହୋଇପଡିଛି । ପ୍ରତିଦିନ ରାସ୍ତାରେ ସନ୍ଧ୍ୟା ହେଲେ ଅନ୍ଧାରରେ ଶହ ଶହ ଗାଈଗୋରୁ ଶୋଇ ରହିଛନ୍ତି । ଯାହାଫଳରେ ଦୁର୍ଘଟଣାର ଶିକାର ହୋଇ ବହୁ ଗାଈଗୋରୁଙ୍କ ଜୀବନ ଯାଉଛି । ତେଣୁ ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଇ ଷ୍ଟ୍ରିଟଲାଇଟ ଗୁଡିକ ସଚଳ କରିବା ପାଇଁ ସାଧାରଣରେ ଦାବି ହୋଇଥିବା ବେଳେ ଗାଈଗୋରୁ ମାଲିକ ନିରୀହ ଗାଈଗୋରୁଙ୍କୁ ଏଭଳି ଅସୁରକ୍ଷିତ ଭାବେ ବାହାରେ ଛାଡିବା ବଦଳରେ ଘରେ ବାନ୍ଧି ରଖିବା ପାଇଁ ବୁଦ୍ଧିଜୀବୀ ମହଲରେ ଦାବି ହୋଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like