-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ମଣିଷ ତିଆରି କାରଖାନା ଫେଲ, ଚିନ୍ତାରେ ଅଭିଭାବକ ଓ ଛାତ୍ରଛାତ୍ରୀ - ଶିକ୍ଷକ ନିଯୁକ୍ତି ନହେଲେ ଆନ୍ଦୋଳନ

18-Aug-2024



ବୀରମହାରାଜପୁର , (ବିନୋଦ ପାଣ୍ଡେ) : ସୁବର୍ଣ୍ଣପୁର ଜିଲ୍ଲା ବୀରମାହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ସ୍ଥିତ ଇନ୍ଦିରା ଗାନ୍ଧୀ ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ଅଭାବ ଦେଖାଦେଇଛି।
 ଉକ୍ତ ବିଦ୍ୟାଳୟରେ ଆଗରୁ ଆଠ ଜଣ ଶିକ୍ଷକ ଥିଲେ କିନ୍ତୁ ସମୟକ୍ରମେ ଛଅ ଜଣ ଶିକ୍ଷକ ଅବସର ଗ୍ରହଣ କରିସାରିଲେଣି l  ବର୍ତ୍ତମାନ ବିଦ୍ୟାଳୟରେ ତିନି ଜଣ ଶିକ୍ଷକ ଅଛନ୍ତି ଜଣେ ପ୍ରଧାନ ଶିକ୍ଷକ ଆଉ ଜଣେ ହିନ୍ଦୀ ଶିକ୍ଷକ ଏବଂ ଆଉ ଜଣେ ଗଣିତ ଶିକ୍ଷକ ଅଛନ୍ତି । ଏଠାରେ ଅଷ୍ଟମ, ନବମ ଓ ଦଶମ ଶ୍ରେଣୀ ର ଛାତ୍ର/ଛାତ୍ରୀ ଅଧ୍ୟୟନ କରୁଛନ୍ତି।  ବର୍ତ୍ତମାନ ୨୮୫ ଜଣ ଛାତ୍ରଛାତ୍ରୀ ରହିଛନ୍ତି। ସୂଚନା ଯୋଗ୍ୟ ଯେ ଆସନ୍ତା ସେପ୍ଟେମ୍ବର ମାସରେ ପ୍ରଧାନ ଶିକ୍ଷକ  ଅଖୋଜ ପଧାନ ଅବସର ଗ୍ରହଣ କରିବେ । ଫଲରେ ଏହି  ବିଦ୍ୟାଳୟରେ ଦୁଇଟି ଶିକ୍ଷକକୁ ନେଇ ଶିକ୍ଷା ଦାନ ହେବ। ଶିକ୍ଷକ ସମସ୍ୟାକୁ ନେଇ ରବିବାର ଅଭିଭାବକ ଓ ପୂର୍ବତନ ଛାତ୍ର/ଛାତ୍ରୀ ମାନେ ବିଦ୍ୟାଳୟ ପରିସରରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ  ଅବିଭାବକ ଓ ପୁରାତନ ଛାତ୍ର ଛାତ୍ରୀ  ଉପସ୍ଥିତ ଥିଲେ। ଆସନ୍ତା ଗୁରୁବାର ଦିନ ଜିଲ୍ଲା ଶିକ୍ଷା ଅଧିକାରୀ ଙ୍କୁ ଏକ ଦାବୀପତ୍ର ପ୍ରଦାନ କରିବା ପାଇଁ ନିଷ୍ପତି ନିଆଯାଇଛି। ଯଦି କୌଣସି ସରକାରୀ ପଦକ୍ଷେପ ନିଆଯାଏ ନାହିଁ ତେବେ  ଆନ୍ଦୋଳନ କରାଯିବ ବୋଲି ଅଭିଭାବକ ଓ ପୁରାତନ ଛାତ୍ର ଛାତ୍ରୀ ମାନେ ଏହି ବୈଠକରେ ନିଷ୍ପତି ନେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like