-+91-9937148622 |

prerana_bgr@rediffmail.com |

  Saturday 7th March 2026 |

| | | |

R.N.I. Regd No. ODIODI/2010/46693

Breaking News

ମାଟିରେ ମିଶିଲା ଶତାୟୁଅନୁଷ୍ଠାନ “ସୁନ୍ଦରକୁମାରୀ ଲେଡିଜ କ୍ଲବ”   (07-Mar-2026)       ||      ଆଗଲପୁର ରେ ନୂତନ ଥାନା ଗୃହର ଶୁଭ ଉଦଘାଟନ   (07-Mar-2026)       ||      ଡୁଙ୍ଗୁରିପାଲି ଧରିତ୍ରୀ ସାମ୍ବାଦିକଙ୍କ ପିତୃ ବିୟୋଗ |   (07-Mar-2026)       ||      ସୁଧୁରୁନାହିଁ ଟ୍ରାଫିକ ସମସ୍ୟା: ପୋଲିସ ନିରବ, ପ୍ରଶାସନ ଚୁପ   (07-Mar-2026)       ||      *ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସୁବର୍ଣ୍ଣପୁର ରେ ଯୋଗ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ*   (06-Mar-2026)       ||      ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଜିଲ୍ଲାସ୍ତରୀୟ ସମୂହ ଯୋଗ ଶିବିର   (06-Mar-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ଠିକାଦାର ସଂଘ ପକ୍ଷରୁ ମୂଖ୍ୟମନ୍ତ୍ରୀ ଙ୍କୁ ଦାବୀ ପତ୍ର ପ୍ରଦାନ*-   (06-Mar-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ପୋଷ୍ଟ ଗ୍ରାଜୁଏସନ ଇତିହାସ ବିଭାଗ ତରଫରୁ ଏକ ଦିବସୀୟ ନେସନାଲ ସେମିନାର ଆସନ୍ତାକାଲି    (06-Mar-2026)       ||      ଦିବ୍ୟାଙ୍ଗ ଛାତ୍ରଙ୍କୁ ଚାରି ଚକିଆ ମୋଟର ସାଇକେଲ୍ ପ୍ରଦାନ କଲେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି   (06-Mar-2026)       ||      ମୀନକେତନ ଦାଶ ଚାକିରିରୁ ଅବସର ନେଲେ: ମାୟାବର୍ହା ଓ ପୈତୃକ ଗ୍ରାମ ଖଲିଆପାଲି ଉତ୍ସବ ମୁଖର   (06-Mar-2026)       ||      ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (06-Mar-2026)       ||      ମାଲକାନଗିରି ଜିଲ୍ଲା ବିଜେଡି ତରଫରୁ ବିଜୁବାବୁଙ୍କ ବାବୁଙ୍କ ଜୟନ୍ତୀ ପାଳନ    (05-Mar-2026)       ||      *ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ*-   (05-Mar-2026)       ||      *ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   (05-Mar-2026)       ||      ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   (05-Mar-2026)       ||      ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   (05-Mar-2026)       ||      ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (05-Mar-2026)       ||      ହରିହର ଭେଟ ସମ୍ପନ୍ନ   (05-Mar-2026)       ||      ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   (05-Mar-2026)       ||      ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   (05-Mar-2026)       ||     

HOME   ଜିଲ୍ଲା

ସ୍ବେଚ୍ଛାକୃତ ରକ୍ତଦାନ ଶିବିର,୨୩ ୟୁନିଟ ରକ୍ତ ସଂଗ୍ରହ

18-Aug-2024



ବୀରମହାରାଜପୁର,(ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରାମହରାଜପୁର ବ୍ଲକ ଖଣ୍ଡହତା ରବୀନ୍ଦ୍ରନାଥ ଜୁନିଅର କଲେଜ ଠାରେ 'ସିୟା' ପରିବାର ଓ  ଆମ ଓଡିଶା ତରଫରୁ ରବିବାର  ସ୍ବେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ୨୩ ୟୁନିଟ ରକ୍ତ ସଂଗ୍ରହ ହୋଇଥିଲା। ପ୍ରଥମେ ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହା, ଚମ୍ପାମାଲ ସମିତି ସଭ୍ୟ ଲକ୍ଷ୍ମୀନାରାୟଣ ପୁରୋହିତ, ସ୍ଥାନୀୟ ସରପଞ୍ଚ ଜୟଶ୍ରୀ ଦେହୁରୀ, କମିରା ସରପଞ୍ଚ ଅନୁସୟା ପଧାନ, ଅଧ୍ୟାପକ ଶରତ ଭୋଇ,,  ସାମାଜିକ କର୍ମୀ ସପନ ପଧାନ ପ୍ରମୁଖ ଅତିଥି ଭାବେ ଯୋଗଦେଇ ଶିବିରକୁ ଶୁଭାରମ୍ଭ କରିଥିଲେ। ଡାକ୍ତର ଅମିତ ମୁଦୁଲି ସମସ୍ତ ରକ୍ତଦାତା ଙ୍କୁ ପରୀକ୍ଷା ନିରୀକ୍ଷା କରିଥିବା ବେଳେ ଜିଲ୍ଲା ବ୍ଳଡ ବ୍ୟାଙ୍କ କର୍ମଚାରୀ ଜଗତ ଦରୁଆନ,ସୁଦାମ ବିଶ୍ଵାଲ, ଯୁଧିଷ୍ଠିର ନାଏକ ରକ୍ତ ସଂଗ୍ରହ କରିଥିଲେ। ସ୍ବେଚ୍ଛାସେବୀ ଅନୁଷ୍ଠାନ ସିୟା ପରିବାର ସମ୍ପାଦକ ସୁଦାମ ଗାଈଗରିଆ, କାର୍ଯ୍ୟକାରୀ ସଭାପତି ସୁଶାନ୍ତ ଭୋଇ, ପ୍ରମୋଦ ପଣ୍ଡା,ବାଶୁଦେବ ବେହେରା, ସୁକୃ ମେହେର, ସତ୍ୟରଞ୍ଜନ ମେହେର, ଦିଲ୍ଲୀପ ପଧାନ, ଗୋବିନ୍ଦ ପଧାନ ମାହେଶ୍ୱରୀ ସେନା ର ସୁଧାଂଶୁ କର୍ଣ୍ଣ ପ୍ରମୁଖ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାଟିରେ ମିଶିଲା ଶତାୟୁଅନୁଷ୍ଠାନ “ସୁନ୍ଦରକୁମାରୀ ଲେଡିଜ କ୍ଲବ”   07-Mar-2026
  ଜିଲ୍ଲା  
ଆଗଲପୁର ରେ ନୂତନ ଥାନା ଗୃହର ଶୁଭ ଉଦଘାଟନ   07-Mar-2026
  ଜିଲ୍ଲା  
ଡୁଙ୍ଗୁରିପାଲି ଧରିତ୍ରୀ ସାମ୍ବାଦିକଙ୍କ ପିତୃ ବିୟୋଗ |   07-Mar-2026
  ଜିଲ୍ଲା  
ସୁଧୁରୁନାହିଁ ଟ୍ରାଫିକ ସମସ୍ୟା: ପୋଲିସ ନିରବ, ପ୍ରଶାସନ ଚୁପ   07-Mar-2026
  ଜିଲ୍ଲା  
*ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସୁବର୍ଣ୍ଣପୁର ରେ ଯୋଗ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ*   06-Mar-2026
  ଜିଲ୍ଲା  
ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଜିଲ୍ଲାସ୍ତରୀୟ ସମୂହ ଯୋଗ ଶିବିର   06-Mar-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ଠିକାଦାର ସଂଘ ପକ୍ଷରୁ ମୂଖ୍ୟମନ୍ତ୍ରୀ ଙ୍କୁ ଦାବୀ ପତ୍ର ପ୍ରଦାନ*-   06-Mar-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ପୋଷ୍ଟ ଗ୍ରାଜୁଏସନ ଇତିହାସ ବିଭାଗ ତରଫରୁ ଏକ ଦିବସୀୟ ନେସନାଲ ସେମିନାର ଆସନ୍ତାକାଲି   06-Mar-2026
  ଜିଲ୍ଲା  
ଦିବ୍ୟାଙ୍ଗ ଛାତ୍ରଙ୍କୁ ଚାରି ଚକିଆ ମୋଟର ସାଇକେଲ୍ ପ୍ରଦାନ କଲେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି   06-Mar-2026
  ଜିଲ୍ଲା  
ମୀନକେତନ ଦାଶ ଚାକିରିରୁ ଅବସର ନେଲେ: ମାୟାବର୍ହା ଓ ପୈତୃକ ଗ୍ରାମ ଖଲିଆପାଲି ଉତ୍ସବ ମୁଖର   06-Mar-2026
  ଜିଲ୍ଲା  
ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   06-Mar-2026
  ଜିଲ୍ଲା  
ମାଲକାନଗିରି ଜିଲ୍ଲା ବିଜେଡି ତରଫରୁ ବିଜୁବାବୁଙ୍କ ବାବୁଙ୍କ ଜୟନ୍ତୀ ପାଳନ   05-Mar-2026

You Might Also Like