-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ବାବା ବର୍ଫାନି କାୱଡିଆ ସେବା ମଣ୍ଡଲ ପକ୍ଷରୁ ବୋଲବମ୍ ଭକ୍ତଙ୍କୁ ଭଣ୍ଡାରା ସେବା

18-Aug-2024



ବଲାଙ୍ଗୀର(ପ୍ରେରଣା ଖବର): ପବିତ୍ର ଶ୍ରାବଣରେ ଗତ ଦୁଇଦିନ ଧରି ଆହୋରାତ୍ର ବଲାଙ୍ଗିର ସଦର ବ୍ଲକ ସ୍ଥିତ ବାରପୁଡୁଗିଆ  ଠାରେ ବଲାଙ୍ଗିର ବାବା ବର୍ଫାନି କାୱଡିଆ ସେବା ମଣ୍ଡଲ ପକ୍ଷରୁ ଭଣ୍ଡାରା ଆୟୋଜନ କରାଯାଇଛି । ଗତ ୧୫ ବର୍ଷ ହେଲା ଏହି ଅନୁଷ୍ଠାନର ମୂଖ୍ୟ ନରେନ୍ଦ୍ର କୁମାର ସାହୁଙ୍କ ଦ୍ୱାରା ନିରବଚ୍ଛିନ ଆକାରରେ ଏହି ଅନୁଷ୍ଠାନ ସେବା ଯୋଗଇ ଆସୁଛି । ଶୌବପିଠ ହରିଶଙ୍କ ଝରଣାରୁ କାୱଡିଆମାନେ ପାଣି ଆଣି ବଲାଙ୍ଗିର, ସୋନପୁର, ବୌଦ୍ଧ ଏପରିକି ଗଂଜାମ, ଭୂବନେଶ୍ୱରକୁ ନେଇ ମହାଦେବଙ୍କୁ ଜଳାଭିଶେକ କରିଥାନ୍ତି । ଶନିବାର ସକାଳୁ କର୍ତା ରୁପେ ମୁକେଶ ପଟେଲ ଓ ହୀନା ପଟେଲଙ୍କ ଦ୍ୱାରା ବାବା ବର୍ଫାନିଙ୍କ ପୂଜା କରାଯାଇଥିଲା । ପୁଜା ପରେ ଭଣ୍ଡାରା ଆରମ୍ଭ ହୋଇଥିଲା । ରାସ୍ତାରେ ଗଲା ସମୟରେ କାୱଡିଆ ଭକ୍ତମାନେ ହଜାର ହଜାର ସଂଖ୍ୟାରେ ବାବା ବର୍ଫାନି କୱଡିଆ ସେବା ମଣ୍ଡଲର ଆୟୋଜିତ ଭଣ୍ଡାରାର ସେବା ନେବା ସହ ବଲାଙ୍ଗିର ସହରର ବିଭିନ୍ନ ବର୍ଗର ଲୋକେ ଏବଂ ଆଖପାଖ ଗ୍ରାମର ଲୋକେ ମଧ୍ୟ ଆସି ଏହି ଭଣ୍ଡାରର ଯୋଗଦେଇଥାନ୍ତି । ଏହିଠାରେ ବିଭିନ୍ନ ପ୍ରକାର ଖାଦ୍ୟ, ମିଠା, ଚା, ବିସ୍କୁଟ ପରସା ଯିବା ସହ କାୱଡିଆମାନଙ୍କ ସୋଇବା ଏବଂ ତାଙ୍କ ଶାରିରିକ କ୍ଲାନ୍ତି ମେଂଟାଇବା ପାଇଁ ଅନୁଷ୍ଠାନ ପକ୍ଷରୁ ଗରମ ପାଣି ଏବଂ ବିଭିନ୍ନ ପ୍ରକାର ତୌଳରେ ତାଙ୍କର ଗୋଡ ମାଲିସ ମଧ୍ୟ କରାଯାଏ । ବଲାଙ୍ଗିର ସହରର ଏକ ମେଡିକାଲ ଟିମ୍ ମଧ୍ୟ ଦୁଇଦିନ ଧରି ୨୪ଘଂଟା ସେବା ଯୋଗଇ ଦେଇଥାନ୍ତି । ଦୁଇଦିନ ଧରି ସଂଧ୍ୟାରେ ବଲାଙ୍ଗିର ପଂଚମ କଳା ପରିଷଦର କଳାକାରମାନଙ୍କ ଦ୍ୱାରା ଭଜନ ସଂଧ୍ୟା ଅନୁଷ୍ଠିତ ହୋଇଥିଲା ଏବଂ ଉକ୍ତ ସ୍ଥାନରେ ଏକ ଆଧ୍ୟାମ୍‌ô୍‌ିକ ପରିବେଶ ସୃଷ୍ଟି ହୋଇଥିଲା ।  ଏହି ଦୁଇଦିନ ହଜାର ହଜାର ସଂଖ୍ୟାରେ କାୱଡିଆଙ୍କ ସମେତ ସହରର ବିଭିନ୍ନ ଅନୁଷ୍ଠାନର

ଲୋକମାନେ ଏଠାରେ ଭିଡ ଜମାଇଥାନ୍ତି । ଚଗଲା ପରିଚ୍ଛା, ଆକାଶ ମିଶ୍ର, ସୁଦ୍ଧାର୍ଥି ପଟେଲ, ମନୋଜ କୁମାର ସାହୁ, ମନୋଜ ମହାନ୍ତି, ସନ୍ତୋଷ ଅଗ୍ରୱାଲ, ସୁରନ୍ଦ୍ର କୁମାର ସାହୁ, ମୁନ୍ନାଲାଲ ଅଗ୍ରୱାଲ, ସୀତାରମ ମେହେର, ସୁରିନ୍ଦର ସିଂ, ରାହୁଲ ସାହୁ, ଦର୍ଶନ ଭମର, ରାଜେନ୍ଦ୍ର ପରମାର, ସୀମାଂଚଳ ପଣ୍ଡା, ପ୍ରଶାନ୍ତ ସାହୁ, ଦେବଦତ ମିଶ୍ର, ସୁରଜ ବେହେରା, ରାଜ କୁମାର ହୋତାଙ୍କ ସମେତ ଅନୁଷ୍ଠାନର ସମସ୍ତ ସଦସ୍ୟ ଉପସ୍ଥିତ ରହି କାୱଡିଆମାନଙ୍କୁ ସେବା ଯୋଗେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like