-+91-9937148622 |

prerana_bgr@rediffmail.com |

  Wednesday 4th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||      ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   (02-Nov-2026)       ||      ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   (02-Nov-2026)       ||      ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   (02-Nov-2026)       ||      ବଲାଙ୍ଗୀର ସହରରେ ଆଧୁନିକ ଇଣ୍ଡୋର ଷ୍ଟାଡିୟମ୍ ନିର୍ମାଣ ଦାବି   (02-Nov-2026)       ||      ଗରିବଙ୍କ ହକ୍‌ର ଚାଉଳ କୁଆଡ଼େ ଗଲା? ବାବେବିର ପଞ୍ଚାୟତରେ ପିଡିଏସ୍ ଚାଉଳ ବଣ୍ଟନକୁ ନେଇ ଅସନ୍ତୋଷ, ଯୋଗାଣ ସହାୟକଙ୍କ ବିରୋଧରେ ଅନିୟମିତତା ଅଭିଯୋଗ   (02-Nov-2026)       ||     

HOME   ଜିଲ୍ଲା

ବୃକ୍ଷରୋପଣ କରି ପାଳିଲେ ବାପାଙ୍କ ବାର୍ଷିକ ଶ୍ରାଦ୍ଧ ଦିବସ

18-Aug-2024



ସୁବର୍ଣ୍ଣପୁର   (ମନୋରଞ୍ଜନ ତ୍ରିପାଠୀ)
ସୋନପୁର ସହର ପଟାଭାଡ଼ି ର ବାସିନ୍ଦା ତଥା ପଟାଭାଡି ସ୍ଥିତ ଲୋକନାଥ ମନ୍ଦିର ପରିଚାଳନା କମିଟି ର ସଭାପତି ଗୌରୀଶଙ୍କର ପାତ୍ର ଏକ ନିଆରା ଢଙ୍ଗରେ ବାପାଙ୍କ ଶ୍ରାଦ୍ଧ ଦିବସ କୁ ପାଳନ କରିଛନ୍ତି | ପରିବେଶ ର ସୁରକ୍ଷା ପାଇଁ ସମସ୍ତଙ୍କୁ ବୃକ୍ଷ ହିଁ ଜୀବନ ବାର୍ତା ଦେଇ  ପ୍ରତ୍ୟେକ ବ୍ୟକ୍ତି ଙ୍କୁ ଗୋଟିଏ ଗୋଟିଏ ଗଛ ଲଗେଇବା ପାଇଁ ଅନୁରୋଧ କରିବା ସହିତ ନିଜେ  ପରିବାର ଓ ମନ୍ଦିର ପରିଚାଳନା କମିଟି ର ସଦସ୍ୟ ଙ୍କ ସହିତ ମିଶି ମନ୍ଦିର ପରିସର ରେ ଅନେକ ପ୍ରକାରର ଔଷଧୀୟ ଓ ବିଭିନ୍ନ ଫୁଲ ଗଛ ରୋପଣ କରିଥିଲେ ଓ ସମାଜ ପାଇଁ ଏକ ଅନନ୍ୟ ଉଦାହରଣ ପାଲଟିଲେ | ଏହି ବୃକ୍ଷ ରୋପଣ କାର୍ଯ୍ୟକ୍ରମ ରେ ମନ୍ଦିର କମିଟି ସଭାପତି ଗୌରୀଶଙ୍କର ପାତ୍ର, ପୁଅ ପୁରୁଷୋତ୍ତମ ପାତ୍ର (ପୋଲିସ କର୍ମଚାରୀ) ଙ୍କ ସହିତ ପରିବାର ର ଅନ୍ୟ ସଦସ୍ୟ ଏବଂ ମନ୍ଦିର ପୂଜକ ଦୟାନିଧି ବିଶି, ଶନି ମନ୍ଦିର ପୂଜକ ଅମରେଶ ପାଣିଗ୍ରାହୀ, ପ୍ରମୋଦ ପାତ୍ର, ଅଶୋକ କୁମାର ପଟ୍ଟନାୟକ,ଶଙ୍କର୍ଷଣ ମେହେର, ଦୁଃଖିରାମ ମିଶ୍ର, ଶ୍ରୀଲୋଚନ ପ୍ରଧାନ, ତରୁଣ ମିଶ୍ର , ସଦାନନ୍ଦ ପାତ୍ର, ଦିଲ୍ଲୀପ ପାତ୍ର ପ୍ରମୁଖ ବୃକ୍ଷ ରୋପଣ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ   03-Nov-2026
  ଜିଲ୍ଲା  
ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା   03-Nov-2026
  ଜିଲ୍ଲା  
ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   03-Nov-2026
  ରାଜ୍ୟ  
ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   03-Nov-2026
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   03-Nov-2026
  ଜିଲ୍ଲା  
ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   03-Nov-2026
  ଜିଲ୍ଲା  
କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   03-Nov-2026
  ଜିଲ୍ଲା  
‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   03-Nov-2026
  ରାଜ୍ୟ  
ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   02-Nov-2026

You Might Also Like