-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଭାରତ ବନ୍ଦ କୁ ସମର୍ଥନ, ଏସ ଟି, ଏସ ସି ମିଳିତ ମଞ୍ଚ ପକ୍ଷରୁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

18-Aug-2024



କୋକସରା (ତ୍ରିନାଥ ବେଶ୍ରା )
: ଆସନ୍ତା ୨୧ ତାରିଖରେ ସର୍ବୋଚ୍ଚ ନ୍ୟାୟାଳୟ ଙ୍କ ଏସ.ଟି,ଏସ.ସି ବର୍ଗ ଙ୍କ ଆରକ୍ଷଣ ବିରୋଧୀ ରାୟ ପ୍ରତିବାଦ ରେ କୋକସରା ବ୍ଲକ ଏସ.ଟି,ଏସ.ସି ବର୍ଗ ମିଳିତ ମଞ୍ଚ ପକ୍ଷରୁ ରବିବାର କୋକସରା ବ୍ଲକ ଠାରେ ଏକ ପ୍ରସ୍ତୁତି ବୈଠକ ବ୍ଲକ ଆସିବାସୀ ସଙ୍ଘ ସଭାପତି ହେମନ୍ତ ମାଝୀ ଓ ଅଳ ଓଡିଶା ସିଡ୍ୟୁଲ କାଷ୍ଟ ଫେଡରେସନ ର ଆବାହକ ଗୋବର୍ଦ୍ଧନ ବାଗ ଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ୨୧ତାରିଖ ରେ ଭାରତ ବନ୍ଦ ଡାକରା କୁ ଉଭୟ ଏସ.ଟି,ଏସ.ସି ବର୍ଗ ଙ୍କ ପକ୍ଷରୁ ପ୍ରତିବାଦ କରିବାକୁ ନିଷ୍ପତ୍ତି ନିଆଯାଇଛି। ଏହି ପ୍ରସ୍ତୁତି ବୈଠକରେ ଆଦିବାସୀ ସଙ୍ଘ ର ପୂର୍ବତନ ଜିଲ୍ଲା ସଭାପତି ପଦ୍ମ କିଶୋର ପୁଝାରି,ପୂର୍ବତନ ଜିଲ୍ଲା ଉପ ସଭାପତି ନୀଳକଣ୍ଠ ମାଝୀ, ଜିଲ୍ଲା ବଂଜାରା ସମାଜ ସଭାପତି ଯଶୋବନ୍ତ ସିଂ ନାଏକ,ଗରୁଡ଼ ଧ୍ଵଜ ମାଝୀ, କ୍ଷିତିରାମ ପାତ୍ର,ଘନଶ୍ୟାମ ନାଏକ, ମନୋରଞ୍ଜନ ବାଣୁଆ, ଜୟଲାଲ ନାଏକ, ବାହାଦୂର ମାଝୀ,ଦୈତାରି ଭୋଇ, ଧର୍ମାନନ୍ଦ ନେଗି,ରତନ ମାଝୀ, ଚୈତନ୍ୟ ମାଝୀ,ମଧୁବନ ପାତ୍ର, ସନ୍ତୋଷ ମାଝୀ,ଚଳାଡୋଳା ପାତ୍ର,ଯତୀନ୍ଦ୍ର ମାଝୀ ସମେତ ଅଳ ଓଡିଶା ସିଡ୍ୟୁଲ କାଷ୍ଟ ଫେଡରେସନ ର ବ୍ଲକ ସଭାପତି କିଶୋର ନାଏକ,ସମ୍ପାଦକ ପ୍ରବୀଣ ପାଣିଗ୍ରାହୀ, ତ୍ରିଲୋକ୍ୟ ବେଶ୍ରା ,ଗରୁଡ଼ ବାଗ,ଅଶ୍ୱିନ ମହାନନ୍ଦ, ଟିକିଚନ୍ଦ୍ର ଧ. ମାଝୀ,ମୋହନ ମାଝୀ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like