-+91-9937148622 |

prerana_bgr@rediffmail.com |

  Monday 27th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଓସିଏ ରାଜ୍ୟ ପାନେଲ୍‌ରେ ଅମ୍ପାୟାର ପାଇଁ ଚୟନ ହେଲେ ବିଶ୍ବଜିତ   (27-Apr-2026)       ||      ଉତ୍କଳ ନବରତ୍ନ ସମ୍ମାନ ରେ ସମ୍ୱର୍ଦ୍ଧିତ ହେଲେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ   (26-Apr-2026)       ||      ବରୀ କନ୍ତକାର ସେତୁ: ବାଡ଼ା ନିର୍ମାଣ ନକରି ପଥଚାରୀଙ୍କୁ ବିପଦ ମୁହଁକୁ ଠେଲୁଛି ପୂର୍ତ୍ତ ବିଭାଗ   (26-Apr-2026)       ||      ସାଂସ୍କୃତିକ ଅନୁଷ୍ଠାନ କଳାଶ୍ରୀ ଆର୍ଟ ଏକାଡେମୀ  ଆନୁକୂଲ୍ୟରେ ଉନବିଂଶ ସର୍ବଭାରତୀୟ ଯୋଗିନୀ  ମହୋତ୍ସବ    (26-Apr-2026)       ||      ନାଇକେନସିରାରେ ପିଇବା ପାଣି ଘୋର ଅଭାବ, ନରସିଂହଙ୍କୁ ପାଣି ପାଇଁ ଜ୍ଞହାରୀ କଲେ ଲୋକେ   (26-Apr-2026)       ||      ବଙ୍ଗୋମୁଣ୍ଡା ସାମ୍ବାଦିକ ସଂଘ ର ୧୩ତମ ବାର୍ଷିକ ଉତ୍ସବ ସମାରୋହ ♦️ ସାମ୍ବାଦିକ ଙ୍କ ସୁରକ୍ଷା ସମ୍ମାନ ନିତାନ୍ତ ଜରୁରୀ    (26-Apr-2026)       ||      *ବୋଡ଼େନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସର ମଧ୍ୟରେ ବିଶ୍ୱ ମେଳେରିଆ ଦିବସ ପାଳନ, ମେଲେରିଆ ମୁକ୍ତ ବ୍ଲକ ଗଠନ କରିବା ପାଇଁ ସଂକଳ୍ପ ନେଇଥିଲେ*   (26-Apr-2026)       ||      *ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ବିଜେପି ର ସାମ୍ୱାଦିକ ସମ୍ମିଳନୀ* *ଜନ ଆକ୍ରୋଶ ସମାବେଶ ରେ ଯୋଗ ଦେଲେ ହଜାର ହଜାର ମହିଳା*   (26-Apr-2026)       ||      କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ    (26-Apr-2026)       ||      ଜନ ଆକ୍ରୋଶ ମହିଳା ସମାବେଶ    (26-Apr-2026)       ||      *ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ପ୍ରଧାନଶିକ୍ଷକ ନିଲମ୍ବିତ*   (26-Apr-2026)       ||      ନୂଆଁବନ୍ଧରେ ବାଇପାସ୍ ଡ୍ରେନେଜ୍ କାମ ବନ୍ଦ ଦାବୀ *ସହରରେ ନୂତନ ସ୍ୱରେଜ ବ୍ୟବସ୍ଥା ଦାବୀ*   (26-Apr-2026)       ||      ସାହସପୁର ପଞ୍ଚାୟତ ରେ ଜଳଛତ୍ର ବଣ୍ଟନ   (26-Apr-2026)       ||       ମାଟି ମୁଠେ ମଧ୍ୟ ନ ପଡ଼ି ୮ଲକ୍ଷ ଟଙ୍କାର ହୋଇଛି ବିଲ୍ ♦️ ଦାଇତ୍ୱ ଥିବା ଅଧିକାରୀଙ୍କ ବିରୋଧରେ ଉଠିଛି କାର୍ଯ୍ୟାନୁଷ୍ଠାନ ଦାବି    (26-Apr-2026)       ||      ବାଲିଗୁଡ଼ା ବନଖଣ୍ଡରୁ ପ୍ରଥମ ଥର ପାଇଁ ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ କାଠ ଗଲା   (26-Apr-2026)       ||      ଶ୍ରୀରାମ ମନ୍ଦିର ବାନ୍ଧନଘୋରରେ ପବିତ୍ର ସୀତା ନବମୀ ଉତ୍ସବ ଅନୁଷ୍ଠିତ   (26-Apr-2026)       ||      ରାଜ୍ୟସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସରେ ସୁନ୍ଦରଗଡ଼ ଜିଲ୍ଲା ପୁରସ୍କୃତ   (26-Apr-2026)       ||      କଟକରେ ବିଶ୍ୱ ପ୍ରାଣିଚିକିତ୍ସା ଦିବସ ପାଳିତ : କ୍ଲଷ୍ଟର ଆଧାରିତ ପ୍ରାଣିପାଳନ ଉପରେ ଗୁରୁତ୍ବ    (25-Apr-2026)       ||      କଂଗ୍ରେସ ବହୁପୂର୍ବରୁ ମହିଳାଙ୍କୁ ପ୍ରଧାନମନ୍ତ୍ରୀ,ବାଚସ୍ପତି ଓ ରାଷ୍ଟ୍ରପତି ପଦ ଦେଇସାରିଛି-କୁକୁସିଂ   (25-Apr-2026)       ||      କଟକରେ ଗ୍ୟାସ ସିଲିଣ୍ଡର ର ନକଲି କାରବାରର ଆଡ୍ଡା ଉପରେ ମାଡି ବସିଲା ପୋଲିସ    (25-Apr-2026)       ||     

HOME   ରାଜ୍ୟ

ଏସ୍ ୟୁ ଜେ କେନ୍ଦ୍ରାପଡ଼ା ଜିଲ୍ଲା ଶାଖା ତରଫରୁ କେନ୍ଦ୍ରୀୟ ସମାବେଶ ଓ ରାଜ୍ୟସ୍ତରୀୟ ଆଲୋଚନାଚକ୍ର

18-Aug-2024



କେନ୍ଦ୍ରାପଡା //  ଲଗାଣ ବର୍ଷା ସତ୍ବେ ଏସୟୁଜେ ଓଡ଼ିଶା କେନ୍ଦ୍ରାପଡ଼ା ଜିଲ୍ଲା ଶାଖାର କର୍ମକର୍ତ୍ତା ଓ ସଭ୍ୟ ସଭ୍ୟା ମାନଙ୍କ ଦ୍ଵାରା ସ୍ଥାନୀୟ ସଂସ୍କୃତି ଭବନ ଠାରେ ପ୍ରାନ୍ତୀୟ ସମାବେଶ ଏବଂ ରାଜ୍ୟସ୍ତରୀୟ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା। ଅତିଥି ଭାବେ କେନ୍ଦ୍ରାପଡ଼ା ବିଧାୟକ ଗଣେଶ୍ଵର ବେହେରା, ମୁଖ୍ୟବକ୍ତା ଭାବେ ବରିଷ୍ଠ ସାମ୍ବାଦିକ ସତ୍ୟପ୍ରକାଶ ନାୟକ, ହାଇକୋର୍ଟର ବରିଷ୍ଠ ଆଇନଜୀବୀ ଧରଣୀଧର ନାୟକ, ଭାରତୀୟ ଜନତା ପାର୍ଟିର 

ରାଜ୍ୟ ମୁଖପାତ୍ର ତେଜେଶ୍ଵର ପରିଡ଼ା ଓ କେନ୍ଦ୍ରାପଡ଼ା ପୋରାଧ୍ୟକ୍ଷ ସରିତା ସାହୁ ପ୍ରମୁଖ ଅନ୍ୟତମ ଅତିଥି ଭାବେ ଯୋଗ ଦେଇଥିଲେ। "ଗଣତନ୍ତ୍ରରେ ଗଣମାଧ୍ୟମର ବିଶ୍ୱସନୀୟତା" ଶୀର୍ଷକ ଆଲୋଚନାଚକ୍ରରେ ଉପରୋକ୍ତ ଅତିଥି ମାନେ ବକ୍ତବ୍ୟ ରଖିଥିବା ବେଳେ ରାଜ୍ୟ ସଭାପତି କୈଳାଶ ଚନ୍ଦ୍ର ନାୟକ ଏଥିରେ ଅଧ୍ୟକ୍ଷତା କରିଥିଲେ। ମଂଚାସୀନ ରାଜ୍ୟ ସମ୍ପାଦକ ଶିବାଶିଷ ମହାନ୍ତି(ହାପି)

ଏସୟୁଜେ ଓଡ଼ିଶା ସଂଗଠନ ଗଠନ, ଏହାର ଲକ୍ଷ୍ୟ, ଆଭିମୁଖ୍ୟ ଏବଂ ଉଦେଶ୍ୟ ସମ୍ପର୍କରେ ବିସ୍ତୃତ ଭାବେ ଆଲୋଚନା କରିଥିଲେ। ଜିଲ୍ଲା ଶାଖା ସଭାପତି ଦୈତ୍ୟାରି ଜେନା ସ୍ଵାଗତ ଭାଷଣ ଦେଇଥିବାବେଳେ ଜିଲ୍ଲା ଉପସଭାପତି ଅସିତ କୁମାର ପଣ୍ଡା ଜିଲ୍ଲାର ବିବରଣୀ ପାଠ କରିଥିଲେ। ଶିକ୍ଷାବିତ ଇଶ୍ଵର ପୃଷ୍ଟି ଅତିଥି ମାନଙ୍କ ପରିଚୟ ପ୍ରଦାନ କରିଥିବା ବେଳେ ଜିଲ୍ଲା ସାଧାରଣ ସମ୍ପାଦକ ପ୍ରଶାନ୍ତ କୁମାର ନାୟକ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଓସିଏ ରାଜ୍ୟ ପାନେଲ୍‌ରେ ଅମ୍ପାୟାର ପାଇଁ ଚୟନ ହେଲେ ବିଶ୍ବଜିତ   27-Apr-2026
  ଜିଲ୍ଲା  
ଉତ୍କଳ ନବରତ୍ନ ସମ୍ମାନ ରେ ସମ୍ୱର୍ଦ୍ଧିତ ହେଲେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ   26-Apr-2026
  ଜିଲ୍ଲା  
ବରୀ କନ୍ତକାର ସେତୁ: ବାଡ଼ା ନିର୍ମାଣ ନକରି ପଥଚାରୀଙ୍କୁ ବିପଦ ମୁହଁକୁ ଠେଲୁଛି ପୂର୍ତ୍ତ ବିଭାଗ   26-Apr-2026
  ଜିଲ୍ଲା  
ସାଂସ୍କୃତିକ ଅନୁଷ୍ଠାନ କଳାଶ୍ରୀ ଆର୍ଟ ଏକାଡେମୀ  ଆନୁକୂଲ୍ୟରେ ଉନବିଂଶ ସର୍ବଭାରତୀୟ ଯୋଗିନୀ  ମହୋତ୍ସବ   26-Apr-2026
  ଜିଲ୍ଲା  
ନାଇକେନସିରାରେ ପିଇବା ପାଣି ଘୋର ଅଭାବ, ନରସିଂହଙ୍କୁ ପାଣି ପାଇଁ ଜ୍ଞହାରୀ କଲେ ଲୋକେ   26-Apr-2026
  ଜିଲ୍ଲା  
ବଙ୍ଗୋମୁଣ୍ଡା ସାମ୍ବାଦିକ ସଂଘ ର ୧୩ତମ ବାର୍ଷିକ ଉତ୍ସବ ସମାରୋହ ♦️ ସାମ୍ବାଦିକ ଙ୍କ ସୁରକ୍ଷା ସମ୍ମାନ ନିତାନ୍ତ ଜରୁରୀ   26-Apr-2026
  ଜିଲ୍ଲା  
*ବୋଡ଼େନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସର ମଧ୍ୟରେ ବିଶ୍ୱ ମେଳେରିଆ ଦିବସ ପାଳନ, ମେଲେରିଆ ମୁକ୍ତ ବ୍ଲକ ଗଠନ କରିବା ପାଇଁ ସଂକଳ୍ପ ନେଇଥିଲେ*   26-Apr-2026
  ଜିଲ୍ଲା  
*ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ବିଜେପି ର ସାମ୍ୱାଦିକ ସମ୍ମିଳନୀ* *ଜନ ଆକ୍ରୋଶ ସମାବେଶ ରେ ଯୋଗ ଦେଲେ ହଜାର ହଜାର ମହିଳା*   26-Apr-2026
  ଜିଲ୍ଲା  
କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ   26-Apr-2026
  ଜିଲ୍ଲା  
ଜନ ଆକ୍ରୋଶ ମହିଳା ସମାବେଶ   26-Apr-2026
  ଜିଲ୍ଲା  
*ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ପ୍ରଧାନଶିକ୍ଷକ ନିଲମ୍ବିତ*   26-Apr-2026
  ଜିଲ୍ଲା  
ନୂଆଁବନ୍ଧରେ ବାଇପାସ୍ ଡ୍ରେନେଜ୍ କାମ ବନ୍ଦ ଦାବୀ *ସହରରେ ନୂତନ ସ୍ୱରେଜ ବ୍ୟବସ୍ଥା ଦାବୀ*   26-Apr-2026

You Might Also Like