-+91-9937148622 |

prerana_bgr@rediffmail.com |

  Wednesday 4th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||      ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   (02-Nov-2026)       ||      ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   (02-Nov-2026)       ||      ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   (02-Nov-2026)       ||      ବଲାଙ୍ଗୀର ସହରରେ ଆଧୁନିକ ଇଣ୍ଡୋର ଷ୍ଟାଡିୟମ୍ ନିର୍ମାଣ ଦାବି   (02-Nov-2026)       ||      ଗରିବଙ୍କ ହକ୍‌ର ଚାଉଳ କୁଆଡ଼େ ଗଲା? ବାବେବିର ପଞ୍ଚାୟତରେ ପିଡିଏସ୍ ଚାଉଳ ବଣ୍ଟନକୁ ନେଇ ଅସନ୍ତୋଷ, ଯୋଗାଣ ସହାୟକଙ୍କ ବିରୋଧରେ ଅନିୟମିତତା ଅଭିଯୋଗ   (02-Nov-2026)       ||     

HOME   ଜିଲ୍ଲା

୨୧ରେ ଭାରତ ବନ୍ଦ, ସଫଳ କରିବାକୁ ଅନୁସୂଚିତ ଜାତି ଓ ଜନଜାତି ସମାଜର ଆହ୍ବାନ

18-Aug-2024



କଣ୍ଟାମାଳ(ଜୟ କୁମାର ମହାରଣା): ସଂରକ୍ଷଣକୁ ନେଇ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ବିରୋଧରେ ଆସନ୍ତା ଅଗଷ୍ଟ ୨୧ ତାରିଖରେ ଭାରତ ବନ୍ଦ ଡାକରା ଦିଆଯାଇଛି । ଏହାକୁ ସଫଳ କରିବା ଲାଗି ଅନୁସୂଚିତ ଜାତି ଓ ଜନଜାତି ବର୍ଗ ପକ୍ଷରୁ ଆହ୍ବାନ କରାଯାଇଛି । କଣ୍ଟାମାଳ ପୂର୍ତ୍ତ ବିଭାଗ ଡାକବଙ୍ଗଳାରେ କଣ୍ଟାମାଳ ବ୍ଲକ ଆଦିବାସୀ କନ୍ଧ ସମାଜ ସଭାପତି ନରତ୍ତମ ମଲିକଙ୍କ ଆହ୍ୱାନକ୍ରମେ ଆଦିବାସୀ ସମାଜର ବରିଷ୍ଠ ନାଗରିକଙ୍କୁ ନେଇ ଏକ ବୈଠକ ଆୟୋଜିତ ହୋଇଥିଲା । ବନ୍ଦ ପାଳନ ସମୟରେ କଣ୍ଟାମାଳ ବ୍ଲକରେ ସମ୍ପୂର୍ଣ୍ଣ ରୂପେ ଅଖଚକ ବନ୍ଦ ରହିବ । ଏହାକୁ କିପରି ଶାନ୍ତିପୂର୍ଣ୍ଣ ଭାବେ ସଫଳ କରାଯିବ ସେ​ ନେଇ ବୈଠକରେ  ଆଲୋଚନା ହୋଇଥିଲା । ବାବାସାହେବ ଡ. ଭୀମରାଓ ଆମ୍ବଦକର ସମ୍ବିଧାନରେ ଅନୁସୂଚିତ ଜାତି ଓ ଜନଜାତି ମାନଙ୍କୁ ଯେଉଁ ଅଧିକାର ଦେଇଛନ୍ତି, ସେଥିରେ କାଣ୍ଟଛାଣ୍ଟ କରାଯିବା ଅନୁଚିତ ବୋଲି ମତପ୍ରକାଶ ପାଇଛି l ବୈଠକରେ ଆଦିବାସୀ ସମାଜର କର୍ମକର୍ତ୍ତା ଶ୍ରୀକୃଷ୍ଣ କହଁର, ପିତାମ୍ବର ଭୋଇ, ସାମନ୍ତ ମାଝୀ, ବିବତ୍ସ କହଁର, ଡମ୍ବରୁଧର କହଁର, ପରେଶ ଧରୁଆ, ବଂଶୀଧର ମାଝୀ, ବଳରାମ କହଁର, ରିଙ୍କୁ ମାଝୀ, ସୁରଥ ମଲିକ, ସନ୍ତୋଷ ଦିଶ୍ରୀ ପ୍ରମୁଖ ବ୍ୟକ୍ତି ବିଶେଷ ଉପସ୍ଥିତ ଥିଲେ l ସୂଚନାଯୋଗ୍ୟ, ନିକଟରେ ସୁପ୍ରିମକୋର୍ଟ ସରକାରୀ ଚାକିରିରେ ଅନୁସୂଚିତ ଜାତି ଓ ଜନଜାତିଙ୍କ ପାଇଁ ରହିଥିବା ସଂରକ୍ଷଣ କୋଟାର ଉପବର୍ଗୀକରଣ କରାଯାଇପାରିବ ବୋଲି ରାୟ ଶୁଣାଇଥିଲେ । ସରକାର ଅନୁସୂଚିତ ଜାତି ଓ ଜନଜାତିରେ ଥିବା ସ୍ଵଚ୍ଛଳ ବର୍ଗଙ୍କୁ ବାଦ୍‌ ଦେଇ ଅବହେଳିତ, ନିଷ୍ପେସିତ ମାନଙ୍କୁ ଅଧିକ ସଂରକ୍ଷଣ ସୁବିଧା ପ୍ରଦାନ କରିପାରିବେ ବୋଲି ସର୍ବୋଚ୍ଚ ନ୍ୟାୟାଳୟଙ୍କ ୭ ଜଣିଆ ବୃହତ୍ତ ଖଣ୍ଡପୀଠ ରାୟ ଶୁଣାଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ   03-Nov-2026
  ଜିଲ୍ଲା  
ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା   03-Nov-2026
  ଜିଲ୍ଲା  
ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   03-Nov-2026
  ରାଜ୍ୟ  
ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   03-Nov-2026
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   03-Nov-2026
  ଜିଲ୍ଲା  
ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   03-Nov-2026
  ଜିଲ୍ଲା  
କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   03-Nov-2026
  ଜିଲ୍ଲା  
‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   03-Nov-2026
  ରାଜ୍ୟ  
ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   02-Nov-2026

You Might Also Like