-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଜେଏସଏମ୍ କମର୍ସ ଡିଗ୍ରୀ କଲେଜର ୪ଥ କନ୍ଭୋକେସନରେ ଛାତ୍ରଛାତ୍ରୀଙ୍କୁ ପ୍ରେରଣା ଦେଲେ ସାଂସଦ ଶ୍ରୀମତୀ ସଙ୍ଗୀତା କୁମାରୀ ସିଂହଦେଓ

18-Aug-2024



ବଲାଙ୍ଗୀର (ପ୍ରେରଣା ଖବର): ଆଜି ବଲାଙ୍ଗୀର ଜେ ଏସ୍ ଏମ୍ କମର୍ସ ଡିଗ୍ରୀ କଲେଜର ଚତୁର୍ଥ କନ୍ଭୋକେସନ ଦିବସ ଉତ୍ସାହ ଉଦ୍ଦୀପନାର ସହ ପାଳିତ ହୋଇଅଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ବଲାଙ୍ଗୀର ଲୋକସଭା ସାଂସଦ ଶ୍ରୀମତୀ ସଙ୍ଗୀତା କୁମାରୀ ସିଂହଦେଓ ଯୋଗ ଦେଇ ଛାତ୍ରଛାତ୍ରୀମାନଙ୍କୁ ତାଙ୍କରି ଭବିଷ୍ୟତ ନିମନ୍ତେ ଅତ୍ୟନ୍ତ ଉତ୍ସାହପ୍ରଦ ଭାଷଣ ଦେଇ

ସମସ୍ତଙ୍କୁ ପ୍ରଭାବିତ କରିଥିଲେ। ତାଙ୍କର ପ୍ରେରଣାଦାୟକ ଶବ୍ଦଗୁଡ଼ିକ ସମସ୍ତ ସ୍ନାତକମାନଙ୍କୁ ତାଙ୍କର ଆଗାମୀ ଜୀବନ ଯାତ୍ରା ନିମନ୍ତେ ପ୍ରେରିତ କରିଥିଲା। ସମ୍ମାନୀୟ ଅତିଥି ଭାବେ ଡ.ସୁରେଶ କୁମାର ଏକନାଥ(ଅଧ୍ୟକ୍ଷ ଏସ୍‌ଆଇଏଚଏମ୍ ବଲାଙ୍ଗିର) ଓ ମୁଖ୍ୟ ବକ୍ତା ଭାବେ ଡ. ପ୍ରତାପ କୁମାର ଦାଶ(ସଂଯୁକ୍ତ ପ୍ରଫେସର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ) ଉପସ୍ଥିତ ରହି ସ୍ନାତକ ଛାତ୍ରଛାତ୍ରୀ ମାନଙ୍କୁ ଅମୂଲ୍ୟ ଦିଗଦର୍ଶନା ପ୍ରଦାନ କରିଥିଲେ। ଅନ୍ୟାନ୍ୟ  ଅତିଥିମାନଙ୍କ ମଧ୍ୟରେ କଲେଜର ମୁଖ୍ୟ ମୁଖ୍ୟ ଉପଦେଷ୍ଟା ମନୋରଞ୍ଜନ ସାହୁ, ନିର୍ଦ୍ଦେଶକ ପୀତାବାସ ପଣ୍ଡା, ଚେୟାରମେନ୍ ସିଏ ଶ୍ରୀକାନ୍ତ ଶର୍ମା, ଓ ଅଧ୍ୟକ୍ଷ ଡ. ଦିବ୍ୟକିଶୋର ପ୍ରଧାନ ମଞ୍ଚାସୀନ ଥିଲେ ।
ଚଳିତ ବର୍ଷରେ ପାସ କରିଥିବା ୩୭ ଜଣ ଛାତ୍ରଛାତ୍ରୀଙ୍କୁ ସ୍ନାତକ ପ୍ରମାଣପତ୍ର ପ୍ରଦାନ କରିବା ସହିତ ସମ୍ମାନିତ କରାଯାଇଥିଲା ।  ଛାତ୍ର ପି ସାଓ୍ୱନ ସାମ କଲେଜ ଟପ୍ପର ତଥା ରାଜେନ୍ଦ୍ର ବିଶ୍ୱବିଦ୍ୱାଳୟସ୍ତରେ ଷଷ୍ଠ ସ୍ଥାନ ରଖିଥିବାରୁ ସମ୍ମାନିତ କରାଯାଇଥିଲା। ସିଏ ଇଣ୍ଟର ଓ ସିଏମେ ଫାଉଣ୍ଡଡେସନ ପାଠରେ ଉତ୍ତୀର୍ଣ୍ଣ ହୋଇଥିବା କୃତୀ ଛାତ୍ରଛାତ୍ରୀ

ମାନଙ୍କୁ ମଧ୍ୟ ସମ୍ମାନିତ କରାଯାଇ ଥିଲା l  ମହାବିଦ୍ୟାଳୟର ଛାତ୍ର  ଅଭିଷେକ ଅଗ୍ରୱାଲ ସି.ଏ ପାସ କରିଥିବାରୁ ତାଙ୍କୁ ମଧ୍ୟ ସମ୍ମାନିତ କରାଯାଇଥିଲା । କିଛି ଛାତ୍ରଛାତ୍ରୀ ଏହି କଲେଜରେ ଅଧ୍ୟୟନ ସମୟର ଅଭିଜ୍ଞତା ଗୁଡିକୁ ପ୍ରକାଶ କରିବା ସହିତ ଶିକ୍ଷକ ଶିକ୍ଷୟତ୍ରୀ ତଥା କଲେଜର ପ୍ରଶଂସା କରିଥିଲେ ।
ଏହି କାର୍ଯ୍ୟକ୍ରମରେ  କଲେଜର ଶିକ୍ଷକ ଶିକ୍ଷୟତ୍ରୀ, ସମସ୍ତ କର୍ମକର୍ତ୍ତା ଓ ଛାତ୍ରଛାତ୍ରୀ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like