-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଜୟନ୍ତପୁର ମହିମା ମଠରେ ମହିମା ଧର୍ମାବଲମ୍ବୀଙ୍କ ନବାନ୍ନ ଭକ୍ଷଣ

19-Aug-2024



କୋକସରା( ତ୍ରିନାଥ ବେଶ୍ରା )
ବାସ୍ତବିକ ଜୀବନକୁ ଠିକ ରାସ୍ତାରେ ନେବାକୁ ହେଲେ ଧର୍ମର ଆବଶ୍ୟକତା ରହିଛି। ଯୁଗେ ଯୁଗେ ମଣିଷ ସମାଜକୁ ସତ୍ୟ, ଶାନ୍ତିରେ ଜୀବନ ଯାପନ କରିବା ସହିତ ମନରେ  ସ୍ନେହ,ପ୍ରେମ, ଶ୍ରଦ୍ଧା, ଭକ୍ତି ଭାବ ଜାଗ୍ରତ କରିବା ପାଇଁ ଅନେକ ଧର୍ମ ଓ ଧର୍ମ ପ୍ରଚାରକଙ୍କ ଆବିର୍ଭାବ ଘଟିଛି। ତା ମଧ୍ୟରୁ ଅଲେଖ ମହିମା ଧର୍ମ ଏକ ସର୍ବ ପୁରାତନ ଧର୍ମ। ଏହି ଧର୍ମର ପ୍ରତିଷ୍ଠାତା ହେଉଛନ୍ତି ମହିମା ଗୋସ୍ଵାମୀ। ତତ୍ ସହିତ ଅନ୍ୟତମ ଶିଷ୍ୟ ତଥା ଧର୍ମ ପ୍ରଚାରକ ହେଉଛନ୍ତି  ସନ୍ଥ କବି ଭୀମ ଭୋଇ। ସନ୍ଥ କବି ଭୀମ ଭୋଇଙ୍କ ବାଣୀ " ମୋ ଜୀବନ ପଛେ ନର୍କେ ପଡ଼ିଥାଉ ଜଗତ ଉଦ୍ଧାର ହେଉ" ଚିର ସ୍ମରଣୀୟ ଓ ବନ୍ଦନୀୟ। ଏହି ମହିମା ଧର୍ମ ପରମ୍ପରା ଅନୁସାରେ ବୈଶାଖ ପୂର୍ଣ୍ଣିମା, ଶ୍ରାବଣ ପୂର୍ଣ୍ଣିମା, କାର୍ତ୍ତିକ ପୂର୍ଣ୍ଣିମାର ସ୍ଵତନ୍ତ୍ର ମହତ୍ତ୍ଵ ରହିଛି। ଶ୍ରାବଣ ପୂର୍ଣ୍ଣିମାରେ ସମସ୍ତ ମହିମା ଧର୍ମାବଲମ୍ବୀ ନୂତନ ବର୍ଷର ଉତ୍ପାଦିତ ନୂଆଁ ଫସଲକୁ ପ୍ରଭୁଙ୍କୁ ଅର୍ପଣ କରି ସମସ୍ତେ ନବାନ୍ନ ଭକ୍ଷଣ କରିବାର ବିଧି ରହିଛି। ସେହିପରି କଳାହାଣ୍ଡି ଜିଲ୍ଲା, ଦଣ୍ଡପାଟ ଅଞ୍ଚଳ ଜୟନ୍ତପୁର ମହିମା ମଠରେ ମଧ୍ଯ ଭକ୍ତିପୂତ ଭାବରେ ମହିମା ଧର୍ମାବଲମ୍ବୀ ଙ୍କ ନବାନ୍ନ ଭକ୍ଷଣ ମହା ସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ରବିବାର ସନ୍ଧ୍ୟାରେ ଅଖଣ୍ଡ ବ୍ରହ୍ମ ଧୂନି ପ୍ରଜ୍ବଳନ ପୂର୍ବକ ପ୍ରଭୁଙ୍କ ନାମ ଭଜନ କୀର୍ତ୍ତନ କରାଯାଇଥିଲା। ଉପସ୍ଥିତ ସମସ୍ତ ଭକ୍ତବୃନ୍ଦ ପ୍ରଭୁଙ୍କୁ ନିଜର ମଙ୍ଗଳ କାମନା କରି ଅଖଣ୍ଡ ବ୍ରହ୍ମ ଧୁନିକୁ  ମୁଣ୍ଡିଆ ମାରିଥିଲେ।ତା ଆରଦିନ ବ୍ରହ୍ମ ମୁହୂର୍ତ୍ତରେ ସପ୍ତମୃତ ପଣା ସହ ନବାନ୍ନକୁ ପ୍ରଭୁଙ୍କୁ ଅର୍ପଣ କଲା ପରେ ସମସ୍ତ ମହିମା ଧର୍ମାବଲମ୍ବୀ ନବାନ୍ନ ଭକ୍ଷଣ କରିଥିଲେ। ପୂଜ୍ୟ ସାଧୁ ହର ବାବା ଅଖଣ୍ଡ ବ୍ରହ୍ମ ଧୁନି ପ୍ରଜ୍ବଳନ କରିବା ସହ ସମସ୍ତ ଭକ୍ତ ବୃନ୍ଦଙ୍କୁ ନବାନ୍ନ ଭୋଗ ସ୍ଵହସ୍ତରେ ଅର୍ପଣ କରିଥିଲେ। ସମସ୍ତେ ନବାନ୍ନ ଭକ୍ଷଣ କଲା ପରେ ପୂଜ୍ୟ ସାଧୁଙ୍କୁ ଶରଣ ମାନ୍ୟ କରି ଆଶୀର୍ବାଦ କାମନା କରିଥିଲେ। ପରେ ସମସ୍ତ ଭକ୍ତ ବୃନ୍ଦ ପରସ୍ପର ମଧ୍ୟରେ ଶରଣ ମାନ୍ୟ କରିଥିଲେ। ପାଳିତ ହୋଇଥିବା ଏହି ନବାନ୍ନ ଭକ୍ଷଣ କାର୍ଯ୍ୟକ୍ରମରେ ଜୟନ୍ତପୂର୍ ତଥା ଅଞ୍ଚଳର ଦିଗାମ୍ବର ଭକ୍ତ , ପବିତ୍ର ଭକ୍ତ, ବୈକୁଣ୍ଠ ଭକ୍ତ, ରୁପେନ୍ଦ୍ର ଭକ୍ତ, ଅଭି ଭକ୍ତ, ତ୍ରିନାଥ ଭକ୍ତ,ମୁରଲୀ ଭକ୍ତ, ଲିଙ୍ଗରାଜ ଭକ୍ତ, ଚୈତନ୍ୟ ଭକ୍ତ, ଜୟ ଭକ୍ତ, ଲଳିତ ଭକ୍ତ,ଧର୍ମାନନ୍ଦ ଭକ୍ତ, ଜୟଦେବ ଭକ୍ତ, ଘନଶ୍ୟାମ ଭକ୍ତ, ହରି ଭକ୍ତ, କୋକିଳ ଭକ୍ତ, ଧର୍ମାନନ୍ଦ ଭକ୍ତ, ଜୟଦେବ ଭକ୍ତ, ବଲ୍ଲଭ ଭକ୍ତ, ଗୋବର୍ଦ୍ଧନ ଭକ୍ତ, ରାଜୀବ ଭକ୍ତ, ଅଯୋଧ୍ୟା ଭକ୍ତ ସମେତ ଶତାଧିକ ଭକ୍ତବୃନ୍ଦଙ୍କ ସମାଗମ ଦେଖିବାକୁ ମିଳିଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like