-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଆଗଲପୁର ବ୍ଲକ ରେ ଜୈବିକ ପଦ୍ଧତି ରେ ଖରିପ ଜାତୀୟ ଧାନ ଚାଷ

19-Aug-2024



ଆଗଲପୁର, (ବିନୋଦ ଦୀପ) ଓଡ଼ିଶା ରାଜ୍ୟ କୃଷି ବିଭାଗ ଓ ଆନ୍ତର୍ଜାତୀୟ ଧାନ ଗବେଷଣା କେନ୍ଦ୍ର ର ମିଳିତ ସହଯୋଗ ରେ ଏକ ଉନ୍ନତ ମାନର ଧାନ ଚାଷ କରିବା ପାଇଁ ଆଗଲପୁର ବ୍ଲକ୍ କୃଷି ବିଭାଗ ଅଣ୍ଟା ଭିଦିଛି। ଏଥିପାଇଁ ବ୍ଲକ୍ ର ସାଲେଭଟା ଠାରେ ଜୈବିକ ପଦ୍ଧତି ରେ ଧାନ ଚାଷ ପାଇଁ ତାର ପ୍ରସ୍ତୁତି ଆରମ୍ଭ କରି ଦେଇଛି। ଏହି ଚାଷ ପାଇଁ ଉନ୍ନତ ମାନର ଧାନ ବିହନ ଆଣି ତାକୁ ତଳି ପକାଇ ଧାନ ଜଗା ଯନ୍ତ୍ର ମାଧ୍ୟମରେ ପ୍ରଥମ କରି କାର୍ଯ୍ୟକ୍ଷମ କରା ଯାଇଛି। ଷୋହଳ ପ୍ରକାର ର ଉନ୍ନତ ମାନର ଧାନ ବିହନ ଆଣି ପରୀକ୍ଷା ମୂଳକ ଭାବରେ ଆରମ୍ଭ କରା ଯାଇଛି ବୋଲି କୃଷି ଅଧିକାରୀ ଶ୍ରୀ ଆଶିଷ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ ଏହି ସବୁ ଧାନ ର ଚାଉଳ ରେ ବିଭିନ୍ନ ପ୍ରକାରର ଶକ୍ତି ନିରୋଧକ ଉପାଦାନ ସବୁ ରହିଅଛି। ଏହା ଶରୀର ର ଅନେକ କ୍ଷେତ୍ରରେ ସହାୟକ ହେବ ବୋଲି ମଧ୍ୟ ସୂଚନା ଦେଇଛନ୍ତି। ଏହି ସବୁ ଧାନ ଚାଷ କରିବା ଦ୍ୱାରା ଅଧିକ ଅମଳ ହେବା ସହିତ ଚାଷୀ ଲାଭବାନ ମଧ୍ୟ ହୋଇ ପାରିବ। ଡ୍ରୋନ୍ ମାଧ୍ୟମ ରେ ଆକାଶ ମାର୍ଗ ରୁ ସାର ଓ କୀଟନାଶକ ଔଷଧ ବିଁଛନ କରାଯିବ ବୋଲି ମଧ୍ୟ ତାଙ୍କ ପ୍ରତିକ୍ରିୟା ରେ କହିଛନ୍ତି। ବିଶେଷ କରି ତେଲେଙ୍ଗାନା ସୋନା, ଡି ଆର୍ ଆର୍ -48, ଡି ଆର୍ ଆର୍ 58, ଡି ଆର୍ ଆର୍ 56 , ସ୍ଵର୍ଣ୍ଣ ଶକ୍ତି, ରାଜେନ୍ଦ୍ର ସ୍ୱର୍ଣାଶକ୍ତି, ବି ଆର୍ ଆର୍ ଆଇ 100 ପ୍ରଭୃତି ଷୋହଳ ପ୍ରକାର ର ଉନ୍ନତ ମାନର ବିହନ ଆଣି ପରୀକ୍ଷା ମୂଳକ ଭାବରେ ଚାଷ କାମ ଚାଲିଥିବା କହିଛନ୍ତି l


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like