-+91-9937148622 |
prerana_bgr@rediffmail.com |
Tuesday 28th April 2026 |
R.N.I. Regd No. ODIODI/2010/46693
Breaking News
19-Aug-2024
କଣ୍ଟାବାଞ୍ଜି/ ସ୍ଥାନୀୟ ଅଗ୍ରଣୀ ଅନୁଷ୍ଠାନ ନିର୍ଝରିଣୀ ଆନୁକୂଲ୍ୟରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ୧୬୨ତମ ଜୟନ୍ତୀ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ସଭାକକ୍ଷରେ ଧୂମଧାମରେ ପାଳିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ରାମଚନ୍ଦ୍ର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ
ନରେନ୍ଦ୍ର କୁମାର ସୁନା,ମୁଖ୍ୟ ଅତିଥି, ଡ଼.ସଞ୍ଜୟ କୁମାର ମିଶ୍ର ମୁଖ୍ୟ ବକ୍ତା,ଶ୍ରୀ ଈଶ୍ୱର ଚନ୍ଦ୍ର ଖମାରୀ, ଶ୍ରୀ ଜଗଦାନନ୍ଦ ପାଣିଗ୍ରାହୀ,ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ।ସମ୍ପାଦକ ଶ୍ରୀ ବିରଞ୍ଚି ନାରାୟଣ ଦାଶ ସଭା ପରିଚାଳନା,ସହ ସମ୍ପାଦିକା ଅଞ୍ଜଳି ମାଝୀ ସ୍ୱ।ଗତ ଭାଷଣ ଓ ଉପସଭାପତି ଶ୍ରୀ ସୂର୍ଯ୍ୟକାନ୍ତ ରଣା ଧନ୍ୟବାଦ ଅର୍ପଣ କରିଥିଲେ।ସଭା