-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ତରଭା: ଗଙ୍ଗାଧର ମେହେର ଜୟନ୍ତୀ ପାଳିତ

19-Aug-2024



ତରଭା(କପିଳାସ ସେଠ୍): କୋଶଳ ସାହିତ୍ୟ ଏକାଡେମୀ ତରଫରୁ ସଭାପତି ଦେବେନ୍ଦ୍ର କୁମାର ନାଏକଙ୍କ ସଭାପତିତ୍ବରେ ସ୍ଥାନୀୟ ଗଙ୍ଗାଧର ପାର୍କଠାରେ ସ୍ବଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଉତ୍ସବରେ ସ୍ତ୍ରୀ ରୋଗ ବିଶେଷଜ୍ଞ ଡ଼ଃ କ୍ଷୀରୋଦ୍ର କୁମାର ମିଶ୍ର ମୁଖ୍ୟ ଅତିଥି, ଅଗ୍ନିଶମ ଅଧିକାରୀ ଅନିଲ ମିଶ୍ର ମୁଖ୍ୟ ବକ୍ତା ଓ ସମ୍ପାଦକ ରାଜେନ୍ଦ୍ର ଝାଙ୍କର ସମ୍ମାନିତ ବକ୍ତାଭାବେ ଯୋଗ ଦେଇଥିଲେ। ସଭା ପ୍ରାରମ୍ଭରେ ଗଙ୍ଗାଧରଙ୍କର ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ସହ ପ୍ରଦୀପ ପ୍ରଜ୍ଜ୍ୱଳନ ପରେ ତପସ୍ଵିନୀ ପଟ୍ଟନାୟକ, ସରିତା ନାଏକ, ଚାନ୍ଦିନୀ ଦାଶ ପ୍ରମୁଖ ଗଙ୍ଗାଧରୀୟ ସାହିତ୍ୟିକୁ ନେଇ ପ୍ରାରମ୍ଭିକ ସଙ୍ଗୀତ ଗାନ କରିଥିଲେ। ଜନ୍ମଭୂମି ବରପାଲିସ୍ଥିତ କବି ସ୍ମୃତି ସଦନଠାରେ ଗଙ୍ଗାଧରଙ୍କ ଚିଠିପତ୍ର, ଗ୍ରନ୍ଥାବଳୀ, ପାଣ୍ଡୁଲିପି, ତାଙ୍କ ବ୍ୟବହୃତ କୋଟ, ଖଟ, ଗ୍ଲାସ୍, ଥାଳି, କଲମ, ଦୁଆତ ସମେତ ଅନେକ ସାମଗ୍ରୀର ରକ୍ଷଣାବେକ୍ଷଣ କରି ସରକାରୀ ସ୍ତରରେ ମେହେର ସଂଗ୍ରହାଳୟ ପ୍ରତିଷ୍ଠା ନିମନ୍ତେ ଉପଯୁକ୍ତ ପଦକ୍ଷେପ ନେବାର ସମୟ ଉପନୀତ। କବିଙ୍କ ଜନ୍ମଭୂମି-କର୍ମଭୂମି ଅଞ୍ଚଳକୁ ଗଙ୍ଗାଧର ତୀର୍ଥକ୍ଷେତ୍ରରୂପେ ରାଜ୍ୟ ସରକାର ଘୋଷଣା କରିବା ନିମନ୍ତେ ପଦେକ୍ଷପ ଗ୍ରହଣ କରିବା ଉଚିତ ବୋଲି ବକ୍ତାମାନେ ମତବ୍ୟକ୍ତ କରିଥିଲେ। ସେହିପରି ଦ୍ବିତୀୟ ପର୍ଯ୍ୟାୟରେ କାନ୍ତାନାଥ ସରାଫଙ୍କ ସଭାପତିତ୍ବରେ ଆୟୋଜିତ କୋସଲୀ କବିତା ଆସରରେ ଯୁବକବି ହିରଣ୍ମୟ ପଟ୍ଟନାୟକ ଓ ସଞ୍ଜୀବ ସେଠି ସଂଯୋଜନା କରିଥିଲେ। ସୁବର୍ଣ୍ଣପୁର ଜିଲ୍ଲା ସମେତ ପଡୋଶୀ ବଲାଙ୍ଗୀର ଓ ବୌଦ୍ଧ ଜିଲ୍ଲାର ତିରିଶରୁ ଉର୍ଦ୍ଧ୍ବ କବି କବୟିତ୍ରୀ ସ୍ବରଚିତ କବିତାମାନ ପାଠ କରିଥିଲେ।ପରେ କୁନି ନୃତ୍ୟଶିଳ୍ପୀ ଅଲିଭା ନାଏକ, ପ୍ରିୟଦର୍ଶିନୀ ଜେନା ଓ ରିନୀ ନାଏକ ପ୍ରମୁଖ ସମ୍ବଲପୁରୀ ନୃତ୍ୟ ପରିବେଷଣ କରିଥିଲେ।ସଭା ଶେଷରେ ଯୁବକବି ରୋଶନ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like